Home

ଇସ୍ରାଏଲ୍‌ ସେନା ଘାଟି ଉପରେ ହେଜବୁଲ୍ଲାର ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୭ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅନ୍ତର୍ଗତ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ ହୋଇଥିବା କଥା ଇସ୍ରାଏଲ ସେନା ସ୍ପଷ୍ଟ କରିନାହିଁ। ଲେବାନନ ଅତିକ୍ରମ କରି ଏକ…

ରାଫାହ ଖାଲି କଲା ଇସ୍ରାଏଲ୍‌

ଜେରୁଜେଲମ୍‌,୭ା୫: ଗାଜାର ଦକ୍ଷିଣ ଭାଗରେ ଥିବା ରାଫାହ ସହରରୁ ୧ ଲକ୍ଷ ପାଲେଷ୍ଟିନୀୟଙ୍କୁ ଖାଲି କରିବା ପାଇଁ ଇସ୍ରାଏଲୀ ସେନା ନିର୍ଦ୍ଦେଶ ଦେବା ପରେ ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି। ଉକ୍ତ ଅଞ୍ଚଳରେ ଇସ୍ରାଏଲ ଦୀର୍ଘମିଆଦୀ ସ୍ଥଳଯୁଦ୍ଧ ଚଳାଇବାକୁ ଯାଉଥିବାର ସଙ୍କେତ…

ପରୀକ୍ଷାରେ ଛାତ୍ରୀଙ୍କୁ ୨୦୦ରୁ ୨୧୨ ନମ୍ବର: ତଦନ୍ତ ନିର୍ଦ୍ଦେଶ

ଅହମ୍ମଦାବାଦ,୭ା୫: ଗୁଜରାଟର ଡାହୋଡ ଜିଲାରେ ଚତୁର୍ଥ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ପରୀକ୍ଷାରେ ୨୦୦ରୁ ୨୧୨ ନମ୍ବର ଦିଆଯାଇଥିବା ଜଣାପଡ଼ିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି। ଘଟଣାର ତଦନ୍ତ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବଂଶୀବେନ୍‌ ମନିଶଭାଇ ନାମ୍ନୀ…

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି ପୁଣି ଥରେ ପ୍ରାର୍ଥୀ କରିଛି। ଅପରପକ୍ଷରେ କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ ଓ ଭାଜପାରୁ…

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର ବେହେରା, ଯିଏ ଦୁଇଟି ଲୋକ ସଭା ଏବଂ ଦୁଇଟି ବିଧାନସଭା ଆସନରେ ନାମାଙ୍କନ ପତ୍ର…

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍‌ ୧ରେ ଭୋଟ

ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ…

ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ସେ ଅହମ୍ମଦାବାଦ୍‌ା ନିଶାନ ହାୟର ସେକେଣ୍ଡାରୀ ସ୍କୁଲରେ ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ମତଦାନ ବୁଥରୁ ଆସି ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି। ଏହି…

VIDEO: ନିଜର ଡ୍ୟାନ୍ସ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଏକ୍ସ ହ୍ୟାଣ୍ଡେଲରୁ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେହି ଭିଡିଓରେ ପ୍ରଧାନମନ୍ତ୍ରୀ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ମାଧ୍ୟମରେ ଏକ ବିରାଟ ସମାବେଶରେ ନାଚୁଥିବା ଦେଖାଯାଇଛି। ଏହି…

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ୧୨ଟି ରାଜ୍ୟ-କେନ୍ଦ୍ର ଅଞ୍ଚଳରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ରେକର୍ଡ ସୃଷ୍ଟି କରିବାକୁ ତୃତୀୟ ପର୍ଯ୍ୟାୟର ଭୋଟରଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଅପିଲ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି କହିଛନ୍ତି,…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମୋଦି-ଶାହା ଦେବେ ଭୋଟ

ନୂଆଦିଲ୍ଲୀ,୭।୫: ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଭୋଟର ମତଦାନ କରିଛନ୍ତି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର…

ଓଡ଼ିଶାକୁ କେନ୍ଦ୍ରୀୟ ପାଣ୍ଠି ଯୋଗାଣ କମୁଛି କାହିଁକି? ମୋଦିଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ

ନୂଆଦିଲ୍ଲୀ,୭ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାକୁ ନିର୍ବାଚନୀ ପ୍ରଚାରରେ ଆସିଥିବାବେଳେ ତାଙ୍କ ଗସ୍ତକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ମୋଦି ସରକାରରେ ଓଡ଼ିଶା କ୍ରମାଗତ ଭାବେ ଅବହେଳିତ ହୋଇଆସୁଛି। ରାଜ୍ୟକୁ…

୪୮ ପ୍ରାର୍ଥୀଙ୍କ ନାମରେ ଜଘନ୍ୟ ଆପରାଧିକ ମାମଲା

ଭୁବନେଶ୍ୱର,୭ା୫(ଅନିଲଦାସ):ରାଜ୍ୟରେ ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୪୩ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଆପରାଧିକ ମାମଲା ରହିଥିବା ବେଳେ ୪୮ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?