Home

ଆହୁରି ବଢିଲା ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ: ବ୍ଲୁ କର୍ନର୍‌ ନୋଟିସ ଜାରି

ନୂଆଦିଲ୍ଲୀ,୫।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌ ନୋଟିସ ଜାରି କରାଯାଇଥିବା କର୍ନାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର ସୂଚନା ଦେଇଛନ୍ତି। ପରମେଶ୍ୱରଙ୍କ ଉଦ୍ଧେଶ୍ୟରେ…

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା। ସେ କହିଛନ୍ତି, ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରତି ମହିଳାଙ୍କୁ ୫୦…

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ନର୍ଲା ବ୍ଳକରୁ ଦୁଇଥର ଅଧ୍ୟକ୍ଷା ଥିବା ମନୋରମାଙ୍କ ପାଇଁ ଘରକୁ ଘର…

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ କାର୍ଯ୍ୟ ଜାରୀ ରଖିଛି। ଏପରିସ୍ଥଳେ ରବିବାର ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ଗ୍ରାମ ପଞ୍ଚାୟତର…

ରାମଲଲାଙ୍କ ଦର୍ଶନକୁ କରାଯାଉଥିଲା ବିରୋଧ, କଂଗ୍ରେସ ଛାଡିବାକୁ ଲେଖିଲେ ରାଧିକା

ନୂଆଦିଲ୍ଲୀ,୫।୫: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଗୋଟିଏ ପରେ ଗୋଟିଏ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲା। ବର୍ତ୍ତମାନ ଚାଲିଥିବା ନିର୍ବାଚନ ମଧ୍ୟରେ କଂଗ୍ରେସ ଆଉ ଏକ ଅସୁବିଧାର ସମ୍ମୁଖୀନ ହୋଇଛି। ଛତିଶଗଡ କଂଗ୍ରେସ ନେତା ରାଧିକା ଖେଡା ଦଳରୁ ଇସ୍ତଫା…

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ ବେଆଇନ ମୋରମ ଚାଲାଣ ହେଉଥିବାବେଳେ ଖବର ପାଇ ମାଇନିଂ ବିଭାଗ ଚଢ଼ାଉ କରିଥିଲା। ସୂଚନାଥାଉ…

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି ବିବରଣୀ ଦିଆଯାଇ ନାହିଁ। ରୁଷିଆର ସରକାରୀ ସମ୍ବାଦ ଏଜେନ୍ସି TASS ଶନିବାର ଗୃହ ମନ୍ତ୍ରଣାଳୟର…

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି। ସେ କହିଛନ୍ତି, ହଜିଥିବା ରତ୍ନଭଣ୍ଡାର ଚାବିର ତଦନ୍ତ ହେବ…

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି ଗୁଜୁରାଟ ବିପକ୍ଷରେ ୨୭ବଲରେ ୪୨ ରନର ଇନିଂସ ଖେଳିଥିଲେ ଏବଂ ଆଇପିଏଲ ୨୦୨୪ରେ ସର୍ବାଧିକ…

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଶୁଡି ପଡିଛି। ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର-୧ ହୋଇଛି। ଲୋକେ ଦାଦନ ଖଟିବାକୁ…

ନୀତୀଶଙ୍କ ବଡ ଚେତାବନୀ, ବିହାରରେ ବଢିଲା ରାଜନୈତିକ ଉଷ୍ମତା

ପାଟନା,୫।୫: ବିହାରରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସମୟରେ ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ନିରନ୍ତର ବୟାନ ବାଜି ଜାରି କରାଯାଉଛି। ଏବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବିବୃତ୍ତି ବିହାର ରାଜନୀତିକୁ ସରଗରମ କରିଦେଇଛି। ଏହି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡାଙ୍କ କହିଛନ୍ତି, ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?