Home

ମନ୍ତ୍ରୀଙ୍କ ନିକଟତମଙ୍କ ଘରେ ଟଙ୍କାର ପାହାଡ ଦେଖି ଇଡି ଆଶ୍ଚର୍ଯ୍ୟ

ରାଞ୍ଚି,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଚଢାଉ କାର୍ଯ୍ୟ ଜାରି ରହିଛି। ସୋମବାର ଝାଡଖଣ୍ଡର ରାଞ୍ଚିରେ ଇଡି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅର୍ଥ ହେରଫେର ସମ୍ପର୍କରେ ପ୍ରାୟ ୬ ଟି ସ୍ଥାନରେ ଚଢାଉ କରିଥିଲା।…

କେକେଆର୍‌ର ଐତିହାସିକ ବିଜୟ ପରେ ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କେଉଁଠି ଅଛନ୍ତି କେଉଁ ଦଳ

ଲକ୍ଷ୍ନୌ,୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ୫୪ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ୯୮ ରନ୍‌ରେ ପରାସ୍ତ କରିଛି। ଏକାନା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଲକ୍ଷ୍ନୌ ବିପକ୍ଷରେ କୋଲକାତା ଏକ ଐତିହାସିକ ବିଜୟ ହାସଲ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ତଥା ଟି-୨୦ ବିଶ୍ୱକପ ୨୦୨୪ ଭାରତୀୟ ଦଳର ଉପ-ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆଇପିଏଲ ୨୦୨୪ ଆରମ୍ଭରୁ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି। କିନ୍ତୁ ଅନେକ ପୂର୍ବତନ କ୍ରିକେଟର୍‌ ତାଙ୍କ ସପକ୍ଷରେ ଯୁକ୍ତି ବାଢିଛନ୍ତି। ଅନେକ ସଂଘର୍ଷ କରି…

କର୍‌କରେଙ୍କ ହତ୍ୟାକାରୀ ଆର୍‌ଏସ୍‌ଏସ୍‌ ସହ ଜଡ଼ିତ: କଂଗ୍ରେସ ନେତାଙ୍କ ଦାବିକୁ ନେଇ ବିବାଦ

ମୁମ୍ବାଇ,୬ା୫:୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌)ର ତତ୍କାଳୀନ ମୁଖ୍ୟ ହେମନ୍ତ କର୍‌କରେଙ୍କୁ ଆତଙ୍କବାଦୀ ଅଜମଲ କସବ ହତ୍ୟା କରି ନ ଥିଲେ, ବରଂ ଆର୍‌ଏସ୍‌ଏସ୍‌ ସହ ସମ୍ପୃକ୍ତ ଜଣେ ପୋଲିସ ଅଧିକାରୀ ମାରିଥିଲେ ବୋଲି ମହାରାଷ୍ଟ୍ରର…

୪୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ରାଜ୍ୟରେ ଗତ ଏପ୍ରିଲ ୧୫ରୁ ୨୧ଦିନ ଧରି ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ବଲାଙ୍ଗୀର, ନୟାଗଡ଼, ନୂଆପଡ଼ା, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଏବଂ ବୌଦ୍ଧ ଜିଲାରେ ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି। ୨୬…

ନିର୍ବାଚନୀ ବଣ୍ଡ୍‌ ସ୍କାମ୍‌ ଦେଶର ସବୁଠାରୁ ବଡ଼ ଦୁର୍ନୀତି : ପ୍ରଶାନ୍ତ ଭୂଷଣ

ଭୁବନେଶ୍ୱର,୬।୫(ଅସମାପିକା ସାହୁ):ଓଡ଼ିଶା ସୂଚନା ଅଧିକାର ଅଭିଯାନ(ଓସା) ପକ୍ଷରୁ ରବିବାର ଭାରତୀୟ ବିଦ୍ୟାଭବନଠାରେ ‘ସମ୍ବିଧାନ ପ୍ରଦତ୍ତ ସୂଚନା ଅଧିକାର ଓ ନିର୍ବାଚନୀ ବଣ୍ଡ୍‌’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ନ୍ୟାଶନାଲ କ୍ୟାମ୍ପେନ୍‌ ଫର୍‌ ପିପୁଲ୍ସ ରାଇଟ୍‌ ଟୁ ଇନ୍‌ଫର୍ମେଶନ (ଏନ୍‌ସିପିଆର୍‌ଆଇ)ର ଜାତୀୟ ଆବାହକ…

ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ କିଏ: ଜୟଶଙ୍କର କହିଲେ ଏମିତି କଥା…

ସମ୍ବଲପୁର, ୬ା୫(ଭବାନୀ ଶଙ୍କର ଭୋଇ):ଭାଷା ସାହିତ୍ୟ, ସଂସ୍କୃତି, ଇତିହାସ ସହ ଓଡ଼ିଆ ଅସ୍ମିତାକୁ ନେଇ ଓଡ଼ିଶାର ପରିଚୟ। ପ୍ରାକୃତିକ ସମ୍ବଳରେ ଭରା ଏକ ସମୃଦ୍ଧ ରାଜ୍ୟରେ ଜଣେ ମାଟିର ପୁଅ ନେତୃତ୍ୱ ନେଲେ ଓଡ଼ିଶା ପୂର୍ଣ୍ଣ ବିକଶିତ ରାଜ୍ୟରେ ପରିଣତ ହେବ…

ନିର୍ବାଚନ ପରେ ବିରୋଧୀଙ୍କ ଦେଖାପାଇବେନି

ସୋନପୁର/ବିନିକା/ଉଲୁଣ୍ଡା/ଅମରପାଲି,୬।୫(ମୃତ୍ୟୁଞ୍ଜୟ ତପଥୀ/ରାମଗୋପାଳ ବାଘ/ଉରୁକ୍ରମ ପାଣ୍ଡିଆ/ପୀତାମ୍ବର ସାହୁ):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ରବିବାର ସୁବର୍ଣ୍ଣପୁର ଜିଲା ସୋନପୁର ନିର୍ବାଚନମଣ୍ଡଳୀର ସିଆଲି ଓ ବୀରମହାରାଜପୁର ନିର୍ବାଚନମଣ୍ଡଳୀର କଇରାଝୁଲିରେ ନିର୍ବାଚନୀ ପ୍ରଚାର କରିଛନ୍ତି। ବିନିକା ବ୍ଲକ ସିଆଲି ଯାତ୍ରା ପଡିଆରେ ଆୟୋଜିତ ପ୍ରଚାର ସଭାରେ ଯୋଗଦେଇ…

ଆଜିଠୁ ଓଜେଇଇ:ପରୀକ୍ଷା ଦେବେ ୬୫,୭୪୨ ଛାତ୍ରୀଛାତ୍ର

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୪ ସୋମବାରଠାରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ତିନୋଟି ସିଫ୍ଟରେ ଦୁଇଘଣ୍ଟା ବ୍ୟବଧାନରେ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ସିଫ୍ଟ…

ବିପତ୍ତି ଡାକୁଛି ଜଙ୍ଗଲ ନିଆଁ

ଡେରାଡୁନ୍‌,୬ା୫:ଉତ୍ତରାଖଣ୍ଡ ଜଙ୍ଗଲରେ ଗତ ନଭେମ୍ବରରୁ ଅଦ୍ୟାବଧି ୮୮୬ ଥର ନିଅଁା ଲାଗିଛି। ବନାଗ୍ନିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜାଣିଶୁଣି ନିଆଁ ଲଗାଇବା ଅଭିଯୋଗରେ ୬୪ ଜଣଙ୍କୁ ଗିରଫ କରାଗଲାଣି। ଏହି ନିଆଁରେ ୧,୧୦୭ ହେକ୍ଟର ଜଙ୍ଗଲ ଜଳିପୋଡ଼ି ନଷ୍ଟ ହୋଇଯାଇଛି।…

ଆଜି ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ:ଜାଣନ୍ତୁ କେମିତି ଜାଣିବେ…

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ। ଏ ନେଇ ରବିବାର ସିଆଇଏସ୍‌ସିଇ ପକ୍ଷରୁ ସୂଚନା…

ଓଡ଼ିଶାରେ ମୋଦି: ଆଜି ବ୍ରହ୍ମପୁର, ନବରଙ୍ଗପୁରରେ କରିବେ ପ୍ରଚାର

ଭୁବନେଶ୍ୱର,୬।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଭାଜପା କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତ ଆରମ୍ଭ କରିଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତ ଶେଷ କରି ରବିବାର ଫେରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାତ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?