ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ
କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ ଅୟସ କରୁଥିଲେ ଡାଟା ଏଣ୍ଟ୍ରି ଅପରେଟର। କଟକ ଏସ୍ସିବି ମେଡିକାଲ ଅଧୀକ୍ଷକଙ୍କ କାର୍ଯ୍ୟାଳୟର…
ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ
ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କେନ୍ଦୁଝର ଭିଜିଲାନ୍ସ ଡିଏସ୍ପି ସୁଧାଂଶୁ ଶେଖର…
ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି
ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି ଅସାମାଜିକ କାର୍ଯ୍ୟକଳାପକୁ ଦମନ କରାଯିବା ସହ ଚୋରି ଡକାୟତି ରାହାଜାନିକୁ ଦୃଷ୍ଟିରେ ରଖି…
ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ
କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ ଘରଗୁଡ଼ିକ ତାସ ଘର ପରି ଭୁଶୁଡ଼ି ପଡୁଛି। ଏହି ଭୟଙ୍କର ବନ୍ୟା ମଧ୍ୟରେ,…
ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି
କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା ଜଣାପଡିଛି। ଚିକିତ୍ସାକକ୍ଷରେ ପାଣି ପଡ଼ିବା ଯୋଗୁ ଚିକିତ୍ସା ବ୍ୟାହତ ହେଉଛି। ବିଦ୍ୟୁତ ସରଞ୍ଜାମ…
ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ
ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି। ମୁଖ୍ୟଅତିଥି ଭାବେ ବଲାଙ୍ଗୀର ଜିଲାପାଳ ଗୌରବ ଶିବାଜୀ ଇସଲଓ୍ବାର, ସମ୍ମାନିତ ଅତିଥି ଭାବେ…
ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦
କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର ଓ ଆବର୍ଜନା ତଳ ଅଞ୍ଚଳରେ ତାଣ୍ଡବ ରଚୁଥିବା ବେଳେ ପ୍ରାୟ ୩୫୦ ଜଣ…
ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ
ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି ପଞ୍ଚାୟତ ସର୍ଲା ଗ୍ରାମର ଗୁନ୍ନମ ଜୟକ୍ରୀଷ୍ଣାଙ୍କ ସ୍ତ୍ରୀ ଗୁନ୍ନମ ସାଇ ବିନ୍ଦୁ କୁମାରୀ…
ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…
ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର କରିବା ନେଇ ଧାମନଗର ଏନ୍ଏସି ବିଜେଡି ପକ୍ଷରୁ ଶୁକ୍ରବାର ପୂର୍ବାହ୍ନରେ ଧାମନଗର ଥାନାରେ…
ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ
କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ ଆସୋସିଏସନ୍ ଵା ରୁଟା ସହ ସମ୍ବନ୍ଧିତ ଅଧ୍ୟାପିକା, ଅଧ୍ୟାପକମାନେ ଏହି ଧାରଣାରେ ସାମିଲ…
ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ
ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ ହୋଇଛି। ଏହି ଭୂକମ୍ପ ଯୋଗୁ ଭୟରେ ଲୋକେ ଘରୁ ବାହାରକୁ ଦୌଡ଼ି ଆସୁଥିବାର…
ପ୍ରଥମ ମ୍ୟାଚ୍ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍ରେ ଟିମ୍ରୁ ବିଦା! ଚମକାଇଲା ନିଷ୍ପତ୍ତି
ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା ଭଳି କାମ କରିଛି। ଇଂଲଣ୍ଡ ବିପକ୍ଷରେ ଲଣ୍ଡନ୍ର ଲର୍ଡସଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ…

