Home

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଆମେରିକୀୟମାନେ ତିନି ବର୍ଷ ଧରି ଅନେକ ରୋଗୀଙ୍କୁ…

ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା

ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ ସିଂଙ୍କ ଫେସବୁକ ଓ୍ବାଲରେ ଏହି ଭିଡିଓ ମଧ୍ୟ ଭାଇରାଲ ହୋଇଛି। ଶନିବାର କେସରଗଞ୍ଜ ଲୋକ…

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ ଦାଖଲ କରିଥିବା ସତ୍ୟପାଠ ଅନୁସାରେ ସେ କୋଟି କୋଟି ଟଙ୍କାର ମାଲିକାଣୀ ବୋଲି ଜଣାପଡିଛି।…

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା ଜାଣି ସେ ଟିକେଟ୍‌ ଫରାଇଛନ୍ତି। ପୁରୀରେ ପ୍ରାର୍ଥୀ ବଦଳାଇଥାନ୍ତୁ, ସେ ଆଗରୁ ଜାଣିପାରି ଫେରାଇଛନ୍ତି।…

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ ଫିଲ୍ମ ଦି ଆର୍ଚିଜ ମାଧ୍ୟମରେ ବଲିଉଡରେ ଡେବ୍ୟୁ କରିଥିଲେ। ସୁହାନା ଜଣେ ପରିଶ୍ରମୀ ଅଭିନେତ୍ରୀମାନଙ୍କ…

ଅରବିନ୍ଦ କେଜରିଓ୍ବାଲ ବାରାଣାସୀରୁ ଲଢନ୍ତୁ ଲୋକ ସଭା ନିର୍ବାଚନ: ଏସପି ନେତାଙ୍କ ଦାବି

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପରାମର୍ଶ ଦେଇଛନ୍ତି। ଏସପି ନେତା ଆଇପି ସିଂ କହିଛନ୍ତି ଯେ ଉତ୍ତର ପ୍ରଦେଶର ବାରାଣାସୀ ଲୋକ ସଭା…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ସ, କହିଲେ ସଫଳ ବିବାହାର ଆଧାର ସହନଶୀଳତା

ନୂଆଦିଲ୍ଲୀ,୪।୫: ସୁଖି ଦାମ୍ପତ୍ୟ ଜୀବନ ବିଷୟରେ ପରାମର୍ଶଦାତା ପରି ସୁପ୍ରିମକୋର୍ଟ କିଛି ଟିପ୍ସ ଦେଇଛନ୍ତି। ଶୁକ୍ରବାର କୋର୍ଟ କହିଛନ୍ତି ଯେ ସହନଶୀଳତା ଏବଂ ସମ୍ମାନ ଏକ ସଫଳ ବିବାହର ଆଧାର ଅଟେ। ଛୋଟ ଜିନିଷକୁ ଗୁରୁତ୍ୱ ଦିଆଯିବା ଉଚିତ ନୁହେଁ। ଜଣେ…

ରାଜନୀତିରେ ଅଜବ ଦୃଶ୍ୟ, ମଇଁଷି-ମେଣ୍ଢା ଉପରେ ଆସି କରୁଛନ୍ତି ନାମାଙ୍କନ ଦାଖଲ

କୋଲକାତା,୪।୫: ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ଜାରି ରହିଛି। ବିଭିନ୍ନ ଦଳର ପ୍ରାର୍ଥୀ ନିଜର ଖାସ୍‌ ଅନ୍ଦାଜରେ ଆସି ନାମାଙ୍କନ ନାଖଲ କରୁଛନ୍ତି। କିଏ ଦଳବଳ ସହକର୍ମୀଙ୍କ ସହ ଆସି ଶକ୍ତି ପ୍ରଦର୍ଶନ କରୁଛି ତ…

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ପାଇଁ ବିଜୁ ଜନତା ଦଳର ଏମ୍‌ପି ଏବଂ ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ…

ହ୍ବାଟସଆପର ଭୁଲ ବ୍ୟବହାର କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ, ୭୯ ଲକ୍ଷରୁ ଅଧିକ ଆକାଉଣ୍ଟ ଉପରେ ମେଟା ଲଗାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୪।୫: ମେଟା ମାଲିକାନା ହ୍ବାଟସ ଆପ କହିଛି ଯେ ମାର୍ଚ୍ଚରେ ଏହା ଭାରତରେ ୭୯ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି। ମାର୍ଚ୍ଚ ୧ ରୁ ୩୧ମଧ୍ୟରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏହି ସମୟରେ, ମେସେଜିଂ ପ୍ଲାଟଫର୍ମ ମାର୍ଚ୍ଚରେ ସାରା ଦେଶରୁ…

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଏହି ସବୁ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୪।୫: ରବିବାର ରାତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ। ଏଥିସହ ଭୁବନେଶ୍ବରରେ ମଧ୍ୟ ରାତ୍ରୀଯାପନ କରିବେ ବୋଲି ଜଣାପଡିଛି। ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଏକ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବାର…

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ ଏହି ପୋଷ୍ଟ ଭାଇରାଲ ହେବା ପରେ ଗ୍ୟାରି କାସପାରୋଭ ସ୍ପଷ୍ଟୀକରଣ ଦେଇଛନ୍ତି ଏବଂ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?