Home

ନିର୍ବାଚନ ଲଢିବେ ସାରଦା ପ୍ରଧାନ, ଏହିଠୁ ଲଢିବେ…

ଭୁବନେଶ୍ୱର,୪।୫: ମାହଙ୍ଗାର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ସାରଦା ପ୍ରଧାନ ଚଳିତ ନିର୍ବାଚନ ଲଢିବା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ମାହାଙ୍ଗା ବିଧାନସଭା ଆସନରୁ ଲଢିବେ ବୋଲି ଏକ ବିଶାଳ ଜନସଭା କରି ଘୋଷଣା କରିଛନ୍ତି। ମାହାଙ୍ଗାରୁ ଭାଜପା ସୁମନ୍ତ କୁମାର…

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ ଲେଖିଛନ୍ତି, ରାହୁଲ ଗାନ୍ଧୀଙ୍କ ମଧ୍ୟରେ ତାଙ୍କ ଜେଜେବାପା ଜବାହରଲାଲ ନେହେରୁଙ୍କ ପରି ସମାଜବାଦୀ ଭାବନା…

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ ‘ପଠାନ’ ସହିତ କମବ୍ୟାକ କରିଥିଲେ ଏବଂ ଏହାର ବ୍ୟବସାୟ ସହିତ ବକ୍ସ ଅଫିସରେକ୍ରାକ କରିଥିଲେ।…

ରାହୁଲ ଗାନ୍ଧୀଙ୍କର ନାହିଁ ନିଜସ୍ବ ଘର, ଏତେ ଲକ୍ଷ ଟଙ୍କା କରଜରେ କଂଗ୍ରେସ ନେତା

ନୂଆଦିଲ୍ଲୀ,୪।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଉତ୍ତର ପ୍ରଦେଶର ରାଏବରେଲି ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି କ୍ରମରେ ନିର୍ବାଚନ କମିଶନରଙ୍କ ପାଖରେ ଦାଖଲ କରିଥିବା ସତ୍ୟପାଠନୁସାରେ ରାହୁଲଙ୍କ ପାଖରେ ୨୦ କୋଟି ଟଙ୍କାରୁ ଅଧିକ ଚଳ-ଅଚଳ ସମ୍ପତ୍ତି…

ନିଜର ସମ୍ମାନ ଭୁଲି ଶସ୍ତା କଥା କହୁଛନ୍ତି ପ୍ରଧାନମନ୍ତ୍ରୀ: କଂଗ୍ରେସ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନକୁ ନେଇ ରାଜନନୈତିକ ଦଳ ମଧ୍ୟରେ ଅଭିଯୋଗ ଏବଂ କାଉଣ୍ଟର ଅଭିଯୋଗ ଜାରି ରହିଛି। ସେପଟେ କଂଗ୍ରେସ ଦଳ ପୁଣି ଥରେ ଏହାର ନେତା ରାହୁଲ ଗାନ୍ଧୀଙ୍କ ପ୍ରତିରକ୍ଷାକୁ ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭୟ କର…

ଇତିହାସ ରଚିଲେ ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୪।୫: ଭାରତର ପ୍ରଧାନ ବିଚାରପତି ଡି. ଓ୍ବାଇ. ଚନ୍ଦ୍ରଚୂଡ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ତାଙ୍କ ନାମରେ ଏକ ରେକର୍ଡ କରିଛନ୍ତି ଯାହା ଏପର୍ଯ୍ୟନ୍ତ କେହି ସିଜେଆଇ କରିନାହାଁନ୍ତ। ଅବଶ୍ୟ, ଏଥର ଏହାର କାରଣ କୌଣସି ରାୟ ନୁହେଁ, ବରଂ…

ଆତଙ୍କବାଦୀ ନିଜ୍ଜର ହତ୍ୟାକାରୀଙ୍କ ଲରେନ୍ସ ବିଶ୍ନୋଇଙ୍କ ସହ ରହିଛି କନେକସନ, କାନାଡା ପୋଲିସ ଜାରି କଲା ଅଭିଯୁକ୍ତଙ୍କ ଫଟୋ

ଓଟାଓ୍ବା,୪।୫: ଖାଲିସ୍ତାନୀ ସମର୍ଥକ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନଜ୍ଜାରଙ୍କ ହତ୍ୟା ମାମଲାରେ କାନାଡା ପୋଲିସ ତିନି ଜଣଙ୍କୁ ଗିରଫ କରିଛି। ତିନି ଅଭିଯୁକ୍ତଙ୍କ ଫଟୋ ଶେୟାର କରିଛି କାନାଡା ପୋଲିସ। ଏହା ବ୍ୟତୀତ ପୋଲିସ ନିଜ୍ଜରଙ୍କୁ ହତ୍ୟା କରିବା ପୂର୍ବରୁ ବ୍ୟବହାର…

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ଆସନ୍ତାକାଲି ଅର୍ଥାତ୍‌ ରବିବାର କଟକ, ସମ୍ବଲପୁର କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି…

ମେ’ ୧୪ରେ ନାମାଙ୍କନ ଦାଖଲ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟି ପକ୍ଷରୁ ବାରଣାସୀରୁ ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ବାରଣାସୀରେ ମେ’ ୭ରୁ ମେ’ ୧୪ ପର୍ଯ୍ୟନ୍ତ ନାମାଙ୍କନ ପ୍ରକ୍ରିୟା ଚାଲିବ। ମିଳିଥିବା ସୂଚନା ଅନୁଯାୟୀ,…

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଟାର୍ଗେଟ କରିଛନ୍ତି…

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ସହଜ ନୁହେଁ ସୁଚରିତା କହିଛନ୍ତି। ସୁଚରିତା କହିଛନ୍ତି, ପୁରୀ…

ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ

ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ଅକ୍ଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?