Home

ପୁଅ କରଣଙ୍କ ନାମାଙ୍କନ ସମୟରେ ନଜର ଆସିଲେ ନାହିଁ ବ୍ରିଜ ଭୁଷଣ

ନୂଆଦିଲ୍ଲୀ,୩।୫: ନିକଟରେ ଭାଜପା କରଣ ଭୂଷଣ ସିଂଙ୍କୁ କେସିଆରଗଞ୍ଜ ଆସନରୁ ପ୍ରାର୍ଥୀ କରିଥିଲା। ଏବେ କରଣ ଭୂଷଣ ସିଂ ଶୁକ୍ରବାର ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। କରଣ ଭୂଷଣ ସିଂ ବର୍ତ୍ତମାନର ଭାଜପା ଏମପି ବ୍ରିଜ ଭୂଷଣ ଶରଣ ସିଂଙ୍କ ପୁଅ।…

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ସ୍ତ୍ରୀ ଶୁଭ୍ରଜ୍ୟୋତି ଦାସ ନାୟକ। ଆଜି ସେ ନିଜର ସହକର୍ମୀଙ୍କୁ ଧରି…

ଦେବଗୌଡାଙ୍କ ପୁଅଙ୍କ ଉପରେ ଆସିଲା ଆଉ ଏକ ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ,୩।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି ଦେବଗୌଡାଙ୍କ ନାତି ଉଜ୍ଜ୍ୱଳ ରେଭାନ୍ନାଙ୍କ ବରୋଧରେ ବଳାତ୍କାର ଅଭିଯୋଗ ପରେ ଏବେ ଦେବଗୌଡାଙ୍କ ପୁଅ ତଥା ପୂର୍ବତନ କର୍ନାଟକ ମନ୍ତ୍ରୀ ଏଚଡି ରେଭାନ୍ନାଙ୍କ ବିରୋଧରେ ଅପହରଣ…

ରାହୁଲ ଗାନ୍ଧୀଙ୍କୁ ଆମେ ହରାଇ ପାରିବୁ ନାହିଁ ସେ ନିଶ୍ଚିତ ଜିତିବେ, କାହିଁକି ଏମିତି କହିଲେ ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୩।୫: ବର୍ତ୍ତମାନ ପାକିସ୍ତାନ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରବେଶ କରିଛି। ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି, ଏହା ପରେ ଭାରତୀୟ ଜନତା ପାର୍ଟି କଂଗ୍ରେସକୁ ଟାର୍ଗେଟ କରୁଛି। ଏହି କ୍ରମରେ…

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌ ଟୁ ବ୍ୟାକ୍‌ ଓଡିଶା ଆସୁଛନ୍ତି। ଏହାରି ଭିତରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼ ହେବ। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରାଯିବ…

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ଲତିକା ପ୍ରଧାନ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ…

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ ହୋଇଛି ବାରବାଟୀ-କଟକ। ଏହି ଆସନକୁ ନେଇ ୩ ପ୍ରମୁଖ ଦଳ ମଧ୍ୟରେ ଅଙ୍କକଷା ଜାରିରହିଥିଲା।…

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ ଶୋଭାଯାତ୍ରାରେ ଆସିଥିଲେ ହେଁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଫେରିଯାଇଛନ୍ତି। କେଉଁ କାରଣରୁ ନଳିନୀ ପ୍ରାର୍ଥିପତ୍ର…

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ ପଣ୍ଡା ଫସିଛନ୍ତି। ନୟାଗଡ଼ ଟାଉନ ଥାନା ପୋଲିସ ନୟାଗଡ଼ରୁ ରମାକାନ୍ତଙ୍କୁ ଗିରଫ କରି ଗତ…

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏବଂ ଅଶୋକ ଗେହଲଟ ଉପସ୍ଥିତ ଥିଲେ। ଆଜି ସକାଳେ କଂଗ୍ରେସ ଆମେଠି…

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?