ପ୍ରଧାନମନ୍ତ୍ରୀ ମୋଦିଙ୍କ ଭବିଷ୍ୟବାଣୀ: ଏତିକି କେତେ ଆସନରେ ଜିତିବ କଂଗ୍ରେସ
କୋଲକାତା,୩।୫: ପଶ୍ଚିମବଙ୍ଗର ବଦ୍ଧମାନ-ଦୁର୍ଗାପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯଦି ମୋଦି ଜୀବିତ ଅଛନ୍ତି ତେବେ ମୁଁ ସେମାନଙ୍କୁ ଲୁଟ କରିବାକୁ ଦେବି ନାହିଁ। ସେ କହିଛନ୍ତି,…
ଶନିବାର ଓଡ଼ିଶା ଆସିବେ ଜୟଶଙ୍କର
ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି ୫ରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ।…
ଗୋଟିଏ ମ୍ୟାଚ୍ରେ ଭାଙ୍ଗିଗଲା ଅନେକ ରେକର୍ଡ
ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ପ୍ରବଳ ରନ୍ ବର୍ଷା ହୋଇଥିଲା। ଏହି ଗୋଟିଏ ମ୍ୟାଚରେ ଅନେକ ରେକର୍ଡ କରାଯାଇଥିଲା। ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିଲା। ହାଇଦ୍ରାବାଦ ଏକ ରୋମାଞ୍ଚକର ଢଙ୍ଗରେ ରାଜସ୍ଥାନକୁ ୧…
କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି
ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ କରିଛନ୍ତି। ଅନୁରାଗ ଠାକୁର କହିଛନ୍ତି, କିଛି ସମୟ ପୂର୍ବରୁ ରାହୁଲ ଗାନ୍ଧୀ କହୁଥିଲେ, ଭୟ…
ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍କା
ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ମଧ୍ୟ ପ୍ରତ୍ୟାଖ୍ୟାନ କରାଯାଇଛି। ହାଇକୋର୍ଟର କାର୍ଯ୍ୟକାରୀ…
ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ
ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଉପଜିଲାପାଳଙ୍କ ଅଫିସକୁ…
ନାମାଙ୍କନପତ୍ର ଦାଖଲ କଲେ ମାଧବ
କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ ସ୍ଥାନୀୟ କାଳିପଡ଼ିଆରୁ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ରାଲିରେ…
ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା
ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ ଯେ ଉତ୍ତର କୋରିଆର ଲୋକମାନେ ଏକଛତ୍ରବାଦୀ ଶାସକଙ୍କ ଅଧୀନରେ ଦୁଃଖଦ ଜୀବନ ଅତିବାହିତ କରିବାକୁ…
ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍
ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ୍ ଦେବାରୁ ସେ ବିଜେଡି ଛାଡ଼ିଥିଲେ। ବିଜେଡି ଟିକେଟ୍ରେ ନୀଳଗିରି…
ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା
ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା ଶିବମନ୍ଦିର ପରେ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ପ୍ରାର୍ଥିପତ୍ର ଦାଖଲ…
‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’
ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍ଦାର ହୋଇଛି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ଦୁର୍ଗାପୁରରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି।…
କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା
ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା କମ୍ପାନୀ ଆଷ୍ଟ୍ରା ଜେନେକା ବିରୋଧରେ ମକଦ୍ଦମା ଦାୟର କରିବାକୁ ଯାଉଛନ୍ତି। ଆଷ୍ଟ୍ରା ଜେନେକା ବ୍ରିଟିଶ…

