Home

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ ଉଭା ହୋଇଛି। ଜରୁରୀ ପଦକ୍ଷେପ ନିଆ ନ ଗଲେ ଏହା ପ୍ରତିବର୍ଷ ଆହୁରି ଖରାପ…

ଆମେରିକାରେ ବିମାନସେବା ପ୍ରଭାବିତ, ୧୧୦୦ ଉଡାଣ ରଦ୍ଦ, ୪୦୦୦ ବିମାନ ବିଳମ୍ବ, ଜାଣନ୍ତୁ କାରଣ

ଓ୍ବାଶିଂଟନ,୨୭।୧୨: ଶୁକ୍ରବାର (ଡିସେମ୍ବର ୨୬) ଖ୍ରୀଷ୍ଟମାସ ଛୁଟି ସତ୍ତ୍ୱେ ଆମେରିକାର ବିମାନ କମ୍ପାନୀଗୁଡ଼ିକ ୧୦୦୦ ରୁ ଅଧିକ ଉଡ଼ାଣ ବାତିଲ କରିଛନ୍ତି, କାରଣ ଦେଶର ଅଧିକାଂଶ ସ୍ଥାନରେ ପ୍ରବଳ ଝଡ଼ ଚେତାବନୀ ଏବଂ ପ୍ରବଳ ତୁଷାରପାତର ପୂର୍ବାନୁମାନ କରାଯାଇଥିଲା। ଦେଶର ସର୍ବବୃହତ…

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ପଡ଼ିଛି। ଏସବୁ ପୂରଣ କରିବା…

କ୍ୱିଭ ଉପରେ ପୁଣି ମିଶାଇଲ ସହ ଡ୍ରୋନ ଆକ୍ରମଣ କଲା ରୁଷିଆ, ପରିସ୍ଥିତି ଜଟିଳ

କ୍ୱିଭ,୨୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରାୟ ଚାରି ବର୍ଷ ଧରି ଚାଲିଥିବା ସଂଘର୍ଷ ଦିନକୁ ଦିନ ଅଧିକ ଭୟଙ୍କର ହେଉଥିବା ପରି ମନେ ହେଉଛି। ଡିସେମ୍ବର ୨୭ ରାତିରେ ୟୁକ୍ରେନର ରାଜଧାନୀ କ୍ୱିଭ ପୁଣି ଥରେ ଏକ ବଡ଼ କ୍ଷେପଣାସ୍ତ୍ର…

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି । ଆଗାମୀ ଟୁର୍ଣ୍ଣାମେଣ୍ଟ ପୂର୍ବରୁ ଅଷ୍ଟ୍ରେଲିଆର ସମସ୍ୟା ଏବେ ବୃଦ୍ଧି ପାଇଛି । ବିଗ୍…

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି। ଏବେଠାରୁ ଦାରିଙ୍ଗବାଡି ସଜେଇ ହେବା ଆରମ୍ଭ ହୋଇଛି। ମହୋତ୍ସବ ପଡିଆ ଓ ମଞ୍ଚର ମରାମତି…

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି ନିଷ୍ପତ୍ତି ନେଇଥିବା ନେଇ କୁହାଯାଇଛି । ହାତୀ ନଯିବା ପର୍ଯ୍ୟନ୍ତ ଶିଖରଚଣୀ ପୀଠକୁ ବନ୍ଦ…

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ଟୋକିଓ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ ଆଚ୍ଛାଦିତ ଏକ୍ସପ୍ରେସୱେରେ ଗାଡ଼ି ସିରିଜ୍‌ ଧକ୍କା ହୋଇଥିଲା। ଦୁର୍ଘଟଣାରେ ନିଆଁ ଲାଗି ଯାଇଥିଲା, ଏଥିରେ…

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା ତାଙ୍କ ପାନଭେଲ ଫାର୍ମହାଉସରୁ ବାହାରକୁ ବାହାରି ବାହାରେ ଏକାଠି ହୋଇଥିବା ପାପାରାଜିମାନଙ୍କ ସହିତ ଉତ୍ସବ…

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ ଧରୁନି କୁହାଯାଉଛି। ଆହୁରି ପ୍ରବଳ ଶୀତ ପଡିବ। ଏବେ ସନ୍ଧ୍ୟାା ନଇଁ ଆସିବା କ୍ଷଣି…

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କୃଷ୍ଣଙ୍କ ନିଧନ ପାଇଁ ରଙ୍ଗସଭାରେ ମନ୍ତ୍ରଣା ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସମଗ୍ର ଶିକ୍ଷା…

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri