ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍ସିଆଇଆର୍ଏଫ୍ର ଦାବି
ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା କମିଶନ (ୟୁଏସ୍ସିଆଇଆର୍ଏଫ୍) ଡୋନାଲ୍ଡ ଟ୍ରମ୍ପ୍ ପ୍ରଶାସନ ନିକଟରେ ଦାବି କରିଛି । ଆମେରିକା…
ଆଖଡ଼ାଶାଳୀ ସ୍ଲୁଇସ୍ କ୍ରୀକ୍ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍ଶୀଘ୍ର ହେବ…
ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା ସଙ୍ଗଠନର ଷଷ୍ଠ ବାର୍ଷିକ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଧାୟକ ଡ. ଦୁର୍ଗା…
ଗ୍ରାହକଙ୍କୁ ବଡ଼ ଝଟ୍କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…
ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ ବୋଝ ହୋଇଯିବ। ମହଙ୍ଗା ମାଡ଼ ମଧ୍ୟରେ କ୍ଷୀର ମୂଲ୍ୟରେ ଏକ ବଡ଼ ବୃଦ୍ଧି…
‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ
ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ ପାକିସ୍ତାନ ସରକାର ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ସେମାନଙ୍କ ଦାବି ହେଉଛି,…
ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା
ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି ହୋଇଛନ୍ତି। ପ୍ରତିଯୋଗିତାର ଶେଷ ଦିନରେ ଡିଫେଣ୍ଡିଂ ଚାମ୍ପିଅନ ଫାବିଆନୋ କାରୁଆନାଙ୍କ ବିପକ୍ଷରେ ଛଅ…
ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା
କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ ଘଟଣା ଘଟିଛି ପଶ୍ଚିମବଙ୍ଗର ଜଣେ ମହିଳାଙ୍କ କ୍ଷେତ୍ରରେ, ଯିଏ କି ବୁଧବାର ନେପାଳରେ…
ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ
ଓ୍ବାଶିଂଟନ୍,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ନେପାଳକୁ ଯେକୌଣସି ପ୍ରକାରର ସାହାଯ୍ୟ ଆବଶ୍ୟକ ହେଲେ…
‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ
ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍ ଜଗତରେ ଚର୍ଚ୍ଚା ଜୋର ଧରିଛି । ବିଶ୍ୱକପ୍ ପରେ ମଧ୍ୟ ସୂର୍ଯ୍ୟ ଭାରତୀୟ ଦଳର ନେତୃତ୍ୱ ନେବେ…
ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା
ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ ହୋଇଛି। ମୁଖ୍ୟମନ୍ତ୍ରୀ ଫଡନାଭିସ ପୂର୍ବରୁ ଶିବସେନା ମନ୍ତ୍ରୀଙ୍କ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିକୁ ପ୍ରତ୍ୟାଖ୍ୟାନ…
ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…
ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର ଅନୁସାରେ ୨୦୨୯ ଲୋକ ସଭା ନିର୍ବାଚନ, ବିଭିନ୍ନ ରାଜ୍ୟର ଆଗାମୀ ବିଧାନସଭା ନିର୍ବାଚନ,…
ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍ରୋଚ୍’
ସିଡ୍ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ ଅଷ୍ଟ୍ରେଲିଆର ବୈଜ୍ଞାନିକମାନେ ଏକ ଯୁଗାନ୍ତକାରୀ କୌଶଳ ଉଦ୍ଭାବନ କରିଛନ୍ତି। ଅଷ୍ଟ୍ରେଲିଆର ‘ୟୁନିଭରସିଟି ଅଫ୍…
ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା
ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର ଗୋପାଳପୁର ନିର୍ବାଚନମଣ୍ଡଳୀ ଗୋଳାବନ୍ଧରେ ବିସ୍ଥାପିତଙ୍କୁ ପୁନଃସ୍ଥାପନ ଏବଂ ପୁନର୍ବାସ ସହାୟତା ବଣ୍ଟନ କାର୍ଯ୍ୟକ୍ରମରେ…

