ରାଜସ୍ଥାନ ହାତରୁ ମ୍ୟାଚ୍ ଛଡାଇ ଆଣିଲା ହାଇଦ୍ରାବାଦ
ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ କରି ସନରାଇଜର୍ସ ୨୦ ଓଭରରେ ୩ ଉଇକେଟ ହରାଇ ୨୦୧ ରନ୍ ସଂଗ୍ରହ କରିଥିଲା।…
ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ
ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା ଜବତ କରିଛି। ଏହା ସହିତ ଉକ୍ତ ଗାଡ଼ିରେ ଥିବା ଛତିଶଗଡ଼ ରାଜ୍ୟ ମହାସମୁଦ ଜିଲା…
ଓଡ଼ିଶା ଆସିବେନି ରାହୁଲ
ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି ଗସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଏନେଇ ସୂଚନା ଦେଇଛି କଂଗ୍ରେସ। ରାଏବରେଲିରୁ ରାହୁଲ ତାଙ୍କର…
ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି
ହାଇଦ୍ରାବାଦ୍,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ କରୁଥିବାବେଳେ ହାଇଦ୍ରାବାଦ ୨୦୧ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ରାଜସ୍ଥାନ ଦଳ ମାତ୍ର…
ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍
ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ ଏମିତି ଏକ ସ୍ଥାନ ଅଛି, ଯେର୍ଉଠି ତାପମାତ୍ରା ୭୦ ଡିଗ୍ରୀରେ ସେଲସିୟସରେ ପହଞ୍ଚିଯାଏ। ଦୁନିଆର…
ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା
ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ ପାଇଁ ବିଜେଡିରୁ ସନ୍ଧ୍ୟାରାଣୀ ଦାସ ତଥା ବିଜେଡିର ସାଂଗଠନିକ ସାଧାରଣ ସମ୍ପାଦକ ପ୍ରଣବପ୍ରକାଶ ଦାସଙ୍କ…
କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା
ଭୁବନେଶ୍ୱର,୩।୫(ସୁନିତ୍ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା ପରେ ତାଙ୍କ ବଦଳି ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ସେ କେଉଁଠିକୁ…
ବାଦ୍ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା
ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭ ବିଧାୟକଙ୍କ ମଧ୍ୟରୁ ୪ ଜଣଙ୍କୁ ଦଳରୁ ବହିଷ୍କାର କରିଥିବା ବେଳେ ୩୫ ଜଣ ବିଧାୟକଙ୍କ…
ୟୁସିଏଲ୍ଏ କ୍ୟାମ୍ପସ୍ରେ ପୋଲିସ ବର୍ବରତା
ଲସ୍ ଏଞ୍ଜେଲସ୍,୩ା୫:କାଲିଫର୍ନିଆର ଲସ୍ ଏଞ୍ଜେଲସ୍ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍ରେ ପ୍ରବେଶ କରି ଫ୍ଲାସ୍ ବ୍ୟାଙ୍ଗ ଫାୟାର କରିବା ସହ ଶତାଧିକ ବିକ୍ଷୋଭକାରୀଙ୍କୁ ଗିରଫ କରିଛନ୍ତି। ଏଥିସହିତ ସେମାନଙ୍କ…
ମହିଳାଙ୍କ ଅପେକ୍ଷା ପୁରୁଷଙ୍କଠାରେ ଅକାଳ ମୃତ୍ୟୁ ଆଶଙ୍କା ଅଧିକ
ନୂଆଦିଲ୍ଲୀ, ୩।୫:ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ଠାରେ ଅକାଳ ମୃତ୍ୟୁର ଆଶଙ୍କା ଅଧିକ ରହିଥାଏ। ସେହିପରି ପୂରା ଜୀବନ କାଳ ମଧ୍ୟରେ ପୁରୁଷଙ୍କ ଅପେକ୍ଷା ମହିଳାମାନେ ଅଧିକ ମାତ୍ରାରେ ଅସୁସ୍ଥ ରହିଥାନ୍ତି। ଲାନ୍ସେଟ୍ ଜନ ସ୍ବାସ୍ଥ୍ୟ ପତ୍ରିକାରେ ଏସମ୍ପର୍କିତ ଏକ ନୂତନ ଅଧ୍ୟୟନ…
୫୪୦୦ କୋଟି ନିବେଶ କରିବ ଜେଏସ୍ଏଲ୍
ଭୁବନେଶ୍ୱର,୩।୫ (ଅଭୟ ଦାଶ):ଦେଶର ପ୍ରମୁଖ ଷ୍ଟେନ୍ଲେସ୍ ଷ୍ଟିଲ୍ ଉତ୍ପାଦନକାରୀ ତଥା ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍)ର ମେଲ୍ଟିଂ ଏବଂ ଡାଉନଷ୍ଟ୍ରିମ କ୍ଷମତାକୁ ବୃଦ୍ଧି କରିବା ସହ ବିଶ୍ୱରେ ଏକ ସର୍ବବୃହତ୍ ଷ୍ଟେନ୍ଲେସ୍ ଷ୍ଟିଲ ଉତ୍ପାଦନକାରୀ ଭାବେ ପରିଗଣିତ ହେବାର ଉଦ୍ଦେଶ୍ୟ ନେଇ…
ଲାଲ୍ଚାନ୍ଦ୍ର ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର
ଭୁବନେଶ୍ୱର,୩।୫:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଲାଲ୍ଚାନ୍ଦ୍ ଜୁଏଲର୍ସ ପକ୍ଷରୁ ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସୁନା, ରୁପା ଏବଂ ହୀରାର ସର୍ବୋତ୍କୃଷ୍ଟ ସଂଗ୍ରହ ଉପରେ ଆକର୍ଷଣୀୟ ରିହାତି ଆଣିଛି। ଏହି…

