ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ
କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି। ପ୍ରଥମେ ଲଇତରା ପଞ୍ଚାୟତର ଜୋଲକୋ, ଦେଣ୍ଡୋଗୁଡ଼ା ଲଇତରା, କରଲାଭା ଶିରୋଲ ପଞ୍ଚାୟତର ଶିରୋଲ, ଡୁମେରମୁଣ୍ଡା,…
ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍…
ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ଦଳରୁ ଟିକେଟ ପାଇଛନ୍ତି। ପ୍ରକାଶ ଯେ, ଗୁରୁବାର ବିଜେଡି ପକ୍ଷରୁ ବାକିଥିବା ୩…
ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ
ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ ଅବରାମ ମଧ୍ୟ ମ୍ୟାଚ ଦେଖିବା ପାଇଁ ଷ୍ଟାଡିୟମରେ ପହଞ୍ଚିଥିଲେ। ଏହି ସମୟରେ ଶାହାରୁଖ ଖାନ…
୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍
ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ…
ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା
ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନ ଭରିଛନ୍ତି।
ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା
ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ଗାଁରେ। ଆଜି ସକାଳେ ଶିଶୁକନ୍ୟା ଜଣଙ୍କ ମା’ଙ୍କ…
ଅରେଞ୍ଜ୍ କ୍ୟାପ୍ ଉପରେ କବ୍ଜା କଲେ ଗାଏକ୍ୱାଡ୍: ଏହି କ୍ରିକେଟର୍ଙ୍କ ପାଖରେ ଅଛି ପର୍ପଲ୍ କ୍ୟାପ୍
ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨ ରନ ଖେଳି ଇନିଂସ ଖେଳିଥିଲେ। ଏହି ଇନିଂସ ସହ ସେ ବିରାଟ କୋହଲିଙ୍କୁ ପଛରେ…
ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି
ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର ହେଉଛନ୍ତି। ସୂଚନାଯୋଗ୍ୟ, ଜୋ ବାଇଡେନ ଭାରତ, ଚାଇନା, ରୁଷିଆ ଏବଂ ଜାପାନକୁ ଜେନୋଫୋବିକ ଦେଶ…
ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ
ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡିର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସମର୍ଥକ। ଉଭୟଙ୍କ ସମର୍ଥକମାନେ ଜୋର୍ଦାର ହୋ-ହଲ୍ଲା…
ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!
ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି ମନେ ହେଉଛି। ସୂଚନା ଅନୁଯାୟୀ, ମହିଳା କୁସ୍ତି ଯୋଦ୍ଧାଙ୍କୁ ଯୌନ ଶୋଷଣ ଅଭିଯୋଗରେ ବିବାଦରେ…
ଆଇପିଏଲ୍ ପ୍ଲେ ଅଫ୍ ରେସ୍ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…
ନୂଆଦିଲ୍ଲୀ,୨।୫: ଆଇପିଏଲ୍ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ ୭ ଉଇକେଟ ନେଇ ଜିତିଛି। ଏହା ପଞ୍ଜାବର କ୍ରମାଗତ ଦ୍ୱିତୀୟ ବିଜୟ ଥିଲା। ବର୍ତ୍ତମାନ…
ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି
ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା ସମାଲୋଚନର କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି ଯେ କଂଗ୍ରେସ ଏଠାରେ ମରୁଛି…

