Home

ଅମାଠ ଛକରେ ବଢ଼ିବାରେ ଲାଗିଛି ଅପରାଧ, ପୋଲିସ ଫାଣ୍ଡି ପାଇଁ ଦାବି

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଶେଷ ସୀମାନ୍ତ ଅଞ୍ଚଳରେ ଥିବା ଅମାଠ ଛକରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । କାରଣ ଉକ୍ତ ଛକଟି ଗୋଟିଏ ପଟେ ଜାତୀୟ ରାଜପଥ ୨୬ ଆଗକୁ ବରଗଡ଼ ପର୍ଯ୍ୟନ୍ତ ଲମ୍ବିଥିବା…

ହର୍ମୁଜ ଦେଇ ଯାଉଥିବା ଜାହାଜ ଉପରେ ୨୦% ଟିକସ ଲଗାଇବା ପାଇଁ ଯୋଜନା ଘୋଷଣା କଲା ଆମେରିକା; ଇରାନ କହିଲା -‘ଟ୍ରମ୍ପ ସମ୍ପୂର୍ଣ୍ଣ ଠିକ…’

ତେହରାନ,୧୪।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ସମସ୍ତ ଜାହାଜ ଉପରେ 20% ଟିକସ ଘୋଷଣା ଉପରେ ଇରାନ ପ୍ରତିଆକ୍ରମଣ କରିଛି। ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି ପ୍ରତିକ୍ରିୟା ଦେଇ କହିଛନ୍ତି ଯେ…

ଅଶାନ୍ତ ମିଡଲ ଇଷ୍ଟ: ତେଲ ଟ୍ୟାଙ୍କର ଉପରେ ଆକ୍ରମଣରେ ଭାରତୀୟ ମୃତ

ତେହରାନ,୧୪।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ଏବେ ସମଗ୍ର ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ପରି ମନେ ହେଉଛି। ଏହା ମଧ୍ୟରେ, ସଂଯୁକ୍ତ ଆରବ ଏମିରେଟ୍ସ (UAE) ଦାବି କରିଛି ଯେ ହର୍ମୁଜ ପ୍ରଣାଳୀ ନିକଟରେ ଏହାର ଦୁଇଟି…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଭାରତରେ ସୁରକ୍ଷିତ ଭାବେ ଆଶ୍ରୟ ଦିଆଯିବା ପରେ ଏଠାକାର ବୈଦେଶିକ ନୀତିରେ ଅସ୍ବାଭାବିକତା…

ରାମ ମନ୍ଦିର ଦାନ ଟଙ୍କା ଚୋରି ମାମଲା: ୟୁପି ଏସ୍‌ଆଇଟିକୁ ଷ୍ଟାଟସ୍‌ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭ (ପି.ଟି.): ଅଯୋଧ୍ୟା ରାମମନ୍ଦିରକୁ ମିଳିଥିବା ଦାନ ଟଙ୍କା ଆତ୍ମସାତ୍‌ ଅଭିଯୋଗର ତଦନ୍ତ ପାଇଁ ଉତ୍ତରପ୍ରଦେଶ ସରକାର ଗଠନ କରିଥିବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି)କୁ ମାମଲା ଉପରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ ସୁପ୍ରିମକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ…

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ ଚକା ଅପସାରଣ କରିବା ପରେ ଫିଟିବ ଅଣସର ତାଟି। ଏହାପରେ ନବଯୌବନ ବେଶରେ…

ଦୁଇ ଘଣ୍ଟା ପାଇଁ ୪ ସହରକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ, ପ୍ରବଳ ବର୍ଷା…

ଭୁବନେଶ୍ବର,୧୪।୭: ଖୋର୍ଦ୍ଧା, ଭୁବନେଶ୍ବର, କଟକ, ପୁରୀ ପାଇଁ ୟେଲୋ ୱାର୍ନିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଏକାଧିକ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ଦିଆଯାଇଛି । ଏହା ସହିତ…

ପ୍ୟାରିସ୍‌ ନିକଟତର ହେଲା ଜଙ୍ଗଲ ନିଆଁ

ଆଭୋନ(ଫ୍ରାନ୍ସ),୧୪ା୭: ପଶ୍ଚିମ ୟୁରୋପରେ ପ୍ରଚଣ୍ଡ ଗ୍ରୀଷ୍ମଲହରି ଲାଗିରହିଥିବାବେଳେ ବ୍ୟାପକ ଅଞ୍ଚଳରେ ଜଙ୍ଗଲ ଜଳୁଛି। ସ୍ପେନ୍‌ରେ ଜଙ୍ଗଲ ନିଆଁ ଏପର୍ଯ୍ୟନ୍ତ ୧୩ ଜଣଙ୍କ ଜୀବନ ନେଲାଣି। ସୋମବାର ଏହି ନିଆଁ ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ ଦକ୍ଷିଣ ଭାଗରେ ଥିବା ଐତିହାସିକ ଜଙ୍ଗଲ ଫାଉଣ୍ଟେନ୍‌ବ୍ଲ୍ୟୁକୁ…

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ରଙ୍କୁ ଭେଟି ଭାଜପା ବିରୋଧରେ…

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା ଝିଅପୁଅ ଯଦି ଘରୁ ଲୁଚି ପଳାଇଯାଆନ୍ତି, ସେମାନଙ୍କୁ ସରକାର ବା ପ୍ରଶାସନ କିପରି…

‘ଜୁରାସିକ୍‌ ପାର୍କ’ ଅଭିନେତା ସାମ୍‌ ନିଲ୍‌ଙ୍କ ପରଲୋକ

ଓ୍ବେଲିଙ୍ଗଟନ, ୧୪।୭: ହଲିଉଡ୍‌ର ଅଲଟାଇମ୍‌ ସୁପରହିଟ ଫିଲ୍ମ ‘ଜୁରାସିକ୍‌ ପାର୍କ’ ଏବଂ ‘ଦି ପିଆନୋ’ ପାଇଁ ବିଶ୍ୱପ୍ରସିଦ୍ଧ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଅଭିନେତା ସାମ୍‌ ନିଲ୍‌ଙ୍କର ୭୮ବର୍ଷ ବୟସରେ ପରଲୋକ ଘଟିଛି। ସୋମବାର ସିଡ୍‌ନୀଠାରେ ତାଙ୍କର ଅପ୍ରତ୍ୟାଶିତ ମୃତ୍ୟୁ ଘଟିଥିବା ତାଙ୍କ ପରିବାର…

ଆଜି ରାଜ୍ୟ କ୍ୟାବିନେଟ୍, ୭ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧୪।୭ (ରବିନାରାୟଣ ଜେନା): ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?