Home

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର ଅନେକ ବରିଷ୍ଠ ନେତା ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଥିଲେ। ତେବେ ରୁପାଲି ‘ଅନୁପମା’…

ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ ଏହି ଦୁଇଟି ତ୍ୱଚା ଲାଗି ସବୁଠାରୁ ବଡ଼ ଶତ୍ରୁ। କିନ୍ତୁ ଅଫିସ୍‌ ଯିବାର ଥିଲେ…

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ନୟାଗଡ଼ ଜିଲାପାଳ ସ୍ବାଧଦେବ ସିଂ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ସୁମତି…

ଗ୍ରୀଷ୍ମରେ କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଫିଟ୍‌

”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ ଜଳୀୟ ଅଂଶ ଭରପୂର ହୋଇ ରହିଥାଏ।“ ବର୍ଷତମାମ ବିଭିନ୍ନ ଋତୁ ମଧ୍ୟରେ ବିଶେଷଭାବରେ ଗ୍ରୀଷ୍ମଋତୁରେ…

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି ଥରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ମେ’ ୬ରେ ମୋଦି ଓଡ଼ିଶା…

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି କେନ୍ଦୁଝର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କ ସମର୍ଥକଙ୍କ ଗହଣରେ ନାମାଙ୍କନ…

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ। ଅପ୍ରୀତିକର ପରିସ୍ଥିତିକୁ ରୋକିବା ନେଇ ଅନବରତ ଚଢାଉ କାର୍ଯ୍ୟ ଚାଲିଛି। ନଗଦ ଟଙ୍କା, ମଦ…

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି…

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର ସକାଳେ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧା…

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ ନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଉପରେ…

ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର

ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ ରାସ୍ତା ପାଶର୍‌ବରେ ଜଣେ ଯୁବକର ରକ୍ତାକ୍ତ ମୃତଦେହ ପଡିଥିବାର ସ୍ଥାନୀୟ ଲୋକେ ଦେଖି ବସ୍ତା…

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର ସଫଳ ପରୀକ୍ଷଣ ହୋଇଛି। ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?