Home

ଯଦି ଏଥର ରାଜସ୍ଥାନ ଆଇପିଏଲ୍‌ ଜିତିଯାଏ, ଟିମ୍‌ ଇଣ୍ଡିଆ ଟି୨୦ ବିଶ୍ୱକପ୍‌ ଜିତିବା ନିଶ୍ଚିତ !

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୪ରେ ରାଜସ୍ଥାନ ରୟାଲ୍ସ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ଯଦି ଏହିପରି ଚାଲେ ତେବେ ଦଳ ଟାଇଟଲ ଜିତିବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ଅନ୍ୟ ଏକ ସଂଯୋଗ କ୍ରମେ ରାଜସ୍ଥାନ ଟ୍ରଫି ଜିତିଲେ ଟିମ୍‌ ଇଣ୍ଡିଆ…

ଟିମ୍‌ ଇଣ୍ଡିଆରୁ କେ ଏଲ୍‌ ରାହୁଲ କାହିଁକି ପଡ଼ିଲେ ବାଦ୍‌? ଜାଣନ୍ତୁ ୫ କାରଣ…

ନୂଆଦିଲ୍ଲୀ,୩୦।୪: ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆ ଘୋଷଣା ହୋଇଛି। ବିସିସିଆଇ ରୋହିତ ଶର୍ମାଙ୍କ ନେତୃତ୍ୱରେ ୧୫ଜଣିଆ ସଦସ୍ୟ ବିିଶିଷ୍ଟ ଭାରତୀୟ ସ୍କ୍ବାର୍ଡ ଘୋଷଣା କରିଛି। ଚୟନ କମିଟି ଋଷଭ ପନ୍ତ ଏବଂ ସଞ୍ଜୁ ସାମସନଙ୍କୁ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଭାବେ ଚୟନ…

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ ଇସ୍ତଫା ଦେଇଛନ୍ତି। ତେବେ ଦଳ କାକଟପୁର ବିଧାନସଭା ଆସନରୁ ତୁଷାରକାନ୍ତି ବେହେରାଙ୍କୁ ଟିକେଟ ଦେଇଛି।…

ଇଡି ଉପରେ ବର୍ଷିଲେ ସୁପ୍ରିମକୋର୍ଟ, କହିଲେ ନିର୍ବାଚନ ପୂର୍ବରୁ କେଜରିୱାଲଙ୍କୁ କାହିଁକି ଗିରଫ କଲ…

ନୂଆଦିଲ୍ଲୀ,୩୦।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ନିଜର ଗିରଫଦାରୀ ବିରୋଧରେ କରିଥିବା ଆବେଦନର ଶୁଣାଣି ମଙ୍ଗଳବାର ସୁପ୍ରିମକୋର୍ଟ କରିଛନ୍ତି। ଏହି ସମୟରେ କୋର୍ଟ ଅବକାରୀ ଦୁର୍ନୀତିର ତଦନ୍ତ ମାମଲାରେ କେଜରିଓ୍ବାଲଙ୍କୁ ଗିରଫ କରିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଉପରେ ବର୍ଷିଛନ୍ତି। ନିର୍ବାଚନ ପୂର୍ବରୁ…

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ ଚୟନରେ ଖପ୍ପା ହୋଇ ଫେରାଇଛନ୍ତି ଟିକେଟ୍‌। ବିଭୁତି ମିଶ୍ରଙ୍କୁ ଲୋକ ସଭା ପ୍ରାର୍ଥୀ କରାନଯିବାରୁ…

ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର କୌଣସି ଦଳ ନାହିଁ। ଆଉ ଚଳିତ ନିର୍ବାଚନ ଲଢିବି କି ନାହିଁ ଜାଣିନି’। କିନ୍ତୁ…

ଏଏପିକୁ ଝଟ୍‌କା, ସିସୋଦିଆଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୩୦।୪: ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟ୍‌କା। ତାଙ୍କୁ ମିଳିଲାନି ଜାମିନ। ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି।…

ଏହି ଦିନ ନାମାଙ୍କନପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ମୋଦି: ବିଶେଷ ମୂହୁର୍ତ୍ତ ସହ ରହିଛି ଏଭଳି ସଂଯୋଗ !

ନୂଆଦିଲ୍ଲୀ,୩୦।୪: ଭାରତୀୟ ଜନତା ପାର୍ଟି(ଭାଜପା) ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୂର୍ଣ୍ଣ ଶକ୍ତି ସହିତ ନାମାଙ୍କନ ଭରିିବେ। ଏକ ବିଶେଷ ସମୟରେ ଏହି ନାମାଙ୍କନ ପ୍ରକ୍ରିୟା ଶେଷ ହେବ। ଉକ୍ତ ଦିନ ପ୍ରଧାନମନ୍ତ୍ରୀ ମୋଦି ଏକ ରୋଡ୍‌ ଶୋ’ କରିବେ। ସେ…

ଆଜି ପରି କାଲି ବି ଜାଳିବ, ରେଡ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩୦।୪: ଆକାଶରୁ ନିଆଁ ବର୍ଷୁଛି। ଏମିତି ଲାଗୁଛି ଯେମିତି ବାହାରକୁ ବାହାରିଲେ ମୁହଁପୋଡି ହୋଇଯିବ। ତେବେ ପ୍ରଥମ ଥର ରାଜ୍ୟ ତାପମାତ୍ରା ୪୬ ଡିଗ୍ରୀ ଛୁଇଁଥିବାବେଳେ ଆସନ୍ତାକାଲି ଅର୍ଥାତ ବୁଧବାର ମଧ୍ୟ କଟକକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…

ଟିମ୍‌ ଇଣ୍ଡିଆ ବିଶ୍ୱକପ୍‌ ସ୍କ୍ବାର୍ଡରୁ ବାଦ୍‌ ପଡ଼ିଲେ ଏସବୁ ଖେଳାଳି, ରିଜର୍ଭରେ ରହିଲେ…

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆର ୧୫ ଜଣିଆ ସ୍କ୍ବାର୍ଡ ଘୋଷଣା ହୋଇଛି। ମଙ୍ଗଳବାର ଅପରାହ୍ନରେ ବିସିସିଆଇ ସଚିବ ଜୟ ଶାହା ଏବଂ ମୁଖ୍ୟ ଚୟନକର୍ତ୍ତାଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକ ପରେ…

ଭାରତୀୟ ନୌସେନାକୁ ମିଳିଲା ନୂତନ ମୁଖ୍ୟ; ଆଡମିରାଲ ଦୀନେଶ ତ୍ରିପାଠୀ ସମ୍ଭାଳିବେ ଦାୟିତ୍ୱ

ନୂଆଦିଲ୍ଲୀ,୩୦।୪: ଭାରତୀୟ ନୌସେନାକୁ ମିଳିଛି ନୂତନ ମୁଖ୍ୟ। ଆଡମିରାଲ ଦୀନେଶ କୁମାର ତ୍ରିପାଠୀ ମଙ୍ଗଳବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ନୌସେନାର ଉପମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ। ନୌସେନା ମୁଖ୍ୟ ଭାବେ ଆଡମିରାଲ ହରି କୁମାରଙ୍କ କାର୍ଯ୍ୟକାଳ…

ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ ଦଳରେ କେଉଁମାନେ ପାଇଲେ ସ୍ଥାନ

ନୂଆଦିଲ୍ଲୀ,୩୦।୪: ବିସିସିଆଇ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଦଳର ଅଧିନାୟକତ୍ୱ ଦାୟିତ୍ୱ ମିଳିଛି। ଭାରତରେ କ୍ରିକେଟ ଫର କ୍ରିକେଟ ବୋର୍ଡର ଚୟନ କମିଟି ନିଜେ ଏକ ବୈଠକ କରିଛି। ରୋହିତ ଶର୍ମାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?