Home

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର ପାରାଦୀପରେ ପହଞ୍ଚିଛନ୍ତି । ତାଙ୍କୁ କୋଷ୍ଟଗାର୍ଡ ପାଟ୍ରୋଲିଂ ଜାହାଜ ଭରଦ୍ ଆଣି ପାରାଦୀପ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ ହେଉଥିଲା, କିନ୍ତୁ ଶ୍ରୀଲଙ୍କା ବ୍ୟାଟର ସୋନାଲ ଦିନୁଷାଙ୍କ ଚମତ୍କାର ବ୍ୟାଟିଂ ଭାରତର ଆଶା…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ୨୦୧୩ ବ୍ୟାଚ୍‌ ଆଇପିଏସ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା। ଏହାପରେ ରାଗରେ ବାପା ନିଜ ୩୦ ବର୍ଷୀୟ ପୁଅଙ୍କୁ ନିର୍ମମ ଭାବେ ପିଟିଥିଲେ।…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ଅଗଷ୍ଟ ୨୯ ବେଳକୁ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର ଏପର୍ଯ୍ୟନ୍ତ ୨୧ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି ବୋଲି ମୁଖପାତ୍ର ରଣଧୀର ଜୟସ୍ବାଲ…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ନିଆରା ଢଙ୍ଗରେ ରାକ୍ଷୀ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଘୁମୁସର…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୮ ଓ ଦକ୍ଷିଣ ପାର୍ଶର…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଶ୍ୱରୀଙ୍କ ଆଶୀର୍ବାଦ ନେଇ ମଧ୍ୟାହ୍ନ ୧୨ଟାରେ ସେ ପୂର୍ବତନ ଆଇଜି ହିମାଂଶୁ କୁମାର…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ । ଗତ କିଛି ସପ୍ତାହ ଧରି ଇଭେଣ୍ଟର ତାରିଖ ଏବଂ ଏଥିରେ ଲଞ୍ଚ…

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି ଯେ, ଭେଙ୍ଗା ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏକ ବଡ଼ ଘଟଣାର…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି। ଏକ ପ୍ରମୁଖ ପରୀକ୍ଷଣରେ ଏହି ଔଷଧ ରୋଗର ଉନ୍ନତ ପର୍ଯ୍ୟାୟରେ ରୋଗୀଙ୍କ ବଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?