Home

ସାଥୀ କ୍ରିକେଟର୍‌ଙ୍କ ଭଉଣୀଙ୍କୁ ମନ ଦେଇ ବସିଥିଲେ ହିଟ୍‌ମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ‘ହିଟ୍‌ମ୍ୟାନ୍‌’ ରୋହିତ ଶର୍ମା ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ମୁମ୍ବାଇର ଏହି ବିସ୍ଫୋରକ ବ୍ୟାଟମ୍ୟାନ୍‌ ଅନେକ ରେକର୍ଡ ହାସଲ କରିଚନ୍ତି। ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଏକଦିବସୀୟ କ୍ରିକେଟରେ ୩ଥର ଦ୍ୱିଶତକ ଅର୍ଜନ କରିଛନ୍ତି। କେବଳ…

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସଭାପତି ପ୍ରତାପ କୁମାର…

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ ରେଞ୍ଜର୍ସ ଆଡ୍‌ଭେଞ୍ଚର୍ସ ଫାଉଣ୍ଡେଶନ ପକ୍ଷରୁ ସୋମବାର ରାମଚଣ୍ଡୀ ମୁହାଣ ନିକଟ ସ୍ବର୍ଣ୍ଣାଭ ବେଳାଭୂମି, କୁଶଭଦ୍ରା…

କେକେଆର ବୋଲର ପ୍ରଭାବୀ

କୋଲକାତା,୩୦ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବୋଲର ପ୍ରଭାବୀ ବୋଲିଂ କରିଛନ୍ତି। ବରୁନ ଚକ୍ରବର୍ତ୍ତୀଙ୍କ ୩/୧୬ ବୋଲିଂ କାରଣରୁ ଦିଲ୍ଳୀ ୨୦ ଓଭରରେ ୯ ଉଇକେଟ ହରାଇ ୧୫୩ ରନ୍‌ କରିଛି।…

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି ଥରେ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନ ମିଳିବାରୁ ତାଙ୍କୁ ଜେଲ ହାଜତକୁ ପଠାଇ…

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ମନେପକାଇ ପାରୁନାହାନ୍ତି ଭୋଟର। ଚଳିତ ନିର୍ବାଚନରେ ବିଜେଡିରୁ ସୁଜାତା ସାହୁ ଟିକେଟ ପାଇ ନିର୍ବାଚନ…

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି ଟିକେଟ୍‌ ନ ପାଇ ଭାଜପାରୁ ଆଶାୟୀ ଥିବା ଯୁବନେତା ପୁଲିନ ପ୍ରକାଶ ପୁହାଣ ା…

ଇଂଲଣ୍ଡକୁ ହରାଇ କ୍ୱାର୍ଟରରେ ଭାରତ

ଚେଙ୍ଗଡୁ,୩୦ା୪(ପି.ଟି.): ଥୋମାସ୍‌ କପ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡକୁ ଏକପାଖିଆ ୫-୦ରେ ପରାସ୍ତ କରିବା ସହ ଗ୍ରୁପ୍‌ ସି’ରେ ସ୍ଥାନ ପାଇଥିବା ଭାରତ କ୍ୱାର୍ଟରରେ ପ୍ରବେଶ କରିଛି। ପୂର୍ବରୁ ଭାରତ ଏହାର ପ୍ରଥମ…

୨୨ ଜଣିଆ ଓଡ଼ିଶା ମହିଳା ଦଳ ଘୋଷଣା

ଭୁବନେଶ୍ୱର,୩୦ା୪, (ସରୋଜ ଜେନା): ରାଜମାତା ଜିଜାବାଈ ଫୁଟବଲ ଟୁର୍ନାମେଣ୍ଟ ପାଇଁ ୨୨ ଜଣିଆ ଓଡ଼ିଶା ମହିଳା ଫୁଟବଲ ଦଳ ସୋମବାର ଘୋଷଣା କରାଯାଇଛି। ମେ ୧ରୁ ୧୫ ଯାଏ କୋଲକାତାରେ ଏହି ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଓଡ଼ିଶା ଦଳରେ ୩…

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ କହିଛନ୍ତି। ମାଲକାନଗିରି ଜିଲା କାଲିମେଳା, ମାଥିଲି ଓ କୋରାପୁଟ ଜିଲାର କୋଟପାଡ଼ରେ ସୋମବାର ପ୍ରଚାର…

ବଜାରରେ ମହିନ୍ଦ୍ରାର ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’

ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ମୁମ୍ବାଇଠାରେ ଆୟୋଜିତ ସ୍ବତନ୍ତ୍ର ଅନାବରଣ ଉତ୍ସବରେ…

ବେଆଇନ ଭାବେ ଡାଲି ମହଜୁଦ ରଖିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୪, (ଅନୁରାଧା ମହାରଣା): ଡାଲି ବେଆଇନ ଭାବେ ମହଜୁଦ ରଖୁଥିବା ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗତ କିଛି ଦିନ ଧରି କେତେକ ରାଜ୍ୟରେ ଲଗାତର ଡାଲି ଦର ବଢ଼ୁଥିବା ହେତୁ କେନ୍ଦ୍ର ସରକାର ଏପରି ପଦକ୍ଷେପ ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?