Home

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ରବିଋତୁ ଧାନ ସଂଗ୍ରହ ପାଇଁ ମଣ୍ଡିଗୁଡ଼ିକ ଖୋଲିବ। ସଂଯୋଗବଶତଃ…

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ ପେପର ରୋଲ୍‌ ବୋଝେଇ ଟ୍ରକ୍‌ ଓଲଟି ପଡ଼ିଥିବା ବେଳେ ଅଳ୍ପକେ ଡ୍ରାଇଭର ଓ ହେଲପର…

ଟ୍ରକକୁ ଧକ୍କା ଦେଲା ପିକ୍‌ଅପ୍‌ ଗାଡି: ଚାଲିଗଲା ୯ ଜୀବନ, ୨୩ ଆହତ

ରାୟପୁର,୨୯।୪: ଛତିଶଗଡର ବେମେତାରା ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକଅପ ଗାଡି ଏବଂ ଟ୍ରକ ଧକ୍କାରେ ପାଞ୍ଚ ଜଣ ମହିଳା ଏବଂ ତିନି ଶିଶୁଙ୍କ ସମେତ ନଅ ଜଣଙ୍କର ମୃତ୍ୟୁ ଘଟିଛି। ୨୩ ଜଣ ଆହତ ହୋଇଥିବାବେଳେ…

ନାମାଙ୍କନ ପୂର୍ବରୁ ପ୍ରଭୁ ଶିବଙ୍କ ଉପରେ ପାଣି ଢାଳିଲେ ପ୍ରତିରକ୍ଷା ମନ୍ତ୍ରୀ

ଲକ୍ଷ୍ନୌ,୨୯।୪: ଉତ୍ତର ପ୍ରଦେଶର ଲକ୍ଷ୍ନୌର ଭାଜପା ପ୍ରାର୍ଥୀ ରାଜନାଥ ସିଂ ଆଜି ନାମାଙ୍କନ ପତ୍ର ଦାଖୂଳ କରିବେ। ନାମାଙ୍କନ ପୂର୍ବରୁ ରାଜନାଥ ସିଂ ଲକ୍ଷ୍ନୌର ହନୁମାନ ସେତୁ ମନ୍ଦିରରେ ପୂଜା କରିଥିଲେ। ସେ ଭଗବାନ ଶିବଙ୍କ ଜଳାଭିଷେକ ପରିବେଷଣ କରି ହନୁମାନ…

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ସୁବାସ…

ଭଲ ଥିଲା ମୁଁ ଛକା ମାରି ନ ଥିଲି: କାହିଁକି ଏମିତି କହିଲେ କୋହଲି

ବେଙ୍ଗାଲୁରୁ,୨୯।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଗୁଜରାଟ ଟାଇଟାନ୍ସକୁ ୯ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ଆରସିବି ପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। କାରଣ ସେମାନେ ୨୪ଟି ବଲ ବାକି ରହି ୨୦୧ ରନ ଲକ୍ଷ୍ୟ ହାସଲ…

କାହିଁକି ଭାଜପାକୁ ଓଡ଼ିଶାରେ ଦରକାର ଗୋଟିଏ ସୁଯୋଗ? କାରଣ ବାହାର କରି ବୁଝାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଘରୋଇ ଟେଲିଭିଜନକୁ ଏକ ସ୍ବତନ୍ତ୍ର ସାକ୍ଷାତକାର ଦେଇଛନ୍ତି। ଦିଆଯାଇଥିବା ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଓଡ଼ିଶାରେ ଭାଜପାକୁ ସୁଯୋଗ ମିଳିବା ଉଚିତ। ଏହି ସାକ୍ଷାତକାରରେ…

ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପରଲୋକ, ଗୋଟିଏ ମାସ ପୂର୍ବରୁ ରାଜନୀତିରୁ ନେଇଥିଲେ ସନ୍ୟାସ

ବେଙ୍ଗାଲୁରୁ,୨୯।୪: କର୍ନାଟକର ଚାମରାଜନଗରରୁ ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ଦେହାନ୍ତ ହୋଇଛି। ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ପ୍ରସାଦ ତାଙ୍କ ପତ୍ନୀ ଏବଂ ତିନି…

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ ରଜାପଡ଼ାରେ ଥିବା ସ୍ବର୍ଗତଃ ବିଜୟ ରଞ୍ଜନ ସିଂ ବରିହାଙ୍କ ସମାଧିପୀଠରେ ମାଲ୍ୟାର୍ପଣ କଲା ପରେ…

ଦୁଇଭାଗ ହେବ କଂଗ୍ରେସ: ବ୍ୟାପିପାରେ ଲଭଲିଙ୍କ ଇସ୍ତଫାର ନିଆଁ

ନୂଆଦିଲ୍ଲୀ,୨୯।୪: ଆମ ଆଦମୀ ପାର୍ଟି (ଏଏପି) ସହିତ ମେଣ୍ଟ, ବାହ୍ୟ ପ୍ରାର୍ଥୀ ଚୟନ ଏବଂ ପ୍ରଦେଶ କଂଗ୍ରେସର ମନମାନିକୁ ନେଇ ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କ ପରେ ଏବେ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ଏକ…

ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ଆକର୍ଷଣୀୟ: କାହା ପାଖରେ ଏବେ କ୍ୟାପ୍‌ ଜାଣନ୍ତୁ

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ପରେ ଅରେଞ୍ଜ କ୍ୟାପ୍‌ ରେସ୍‌ ମଧ୍ୟ ଆକର୍ଷଣୀୟ ହୋଇପଡିଛି। ୪୬ତମ ମ୍ୟାଚରେ ଋତୁରାଜ ଗାଇକ୍ୱାଡ ୯୮ ରନର ଇନିଂସ ଖେଳିଥିଲେ। ବର୍ତ୍ତମାନ ଏହି ତାଲିକାରେ ଗାଇକ୍ୱାଡ ଦ୍ୱିତୀୟ ସ୍ଥାନରେ ଏବଂ ବିରାଟ କୋହଲି ପ୍ରଥମ…

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬, ମାଲକାନଗିରି ଓ କେନ୍ଦୁଝରରେ ୩୫, ଭବାନୀପାଟଣାରେ ୩୪.୪, ଭୁବନେଶ୍ୱରରେ ୩୩.୮, ଜଗତସିଂହପୁରରେ ୩୩.୪, ଅନୁଗୋଳ,ଟିଟଲାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?