Home

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଇଥିଲା। ଚେନ୍ନାଇ ହାଇଦ୍ରାବାଦ ପାଇଁ ୨୧୩ ରନ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା।…

ଧୋନୀଙ୍କ ଚୌକା ଦେଖି ଏମିତି ପ୍ରତିକ୍ରିୟା ଦେଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଏମଏସ ଧୋନୀ ବ୍ୟାଟିଂ କରିବାକୁ ବାହାରିଥିଲେ। ଧୋନୀ ପ୍ରଥମ ବଲରେ ଚୌକା ମାରିଥିଲେ। ମାହିଙ୍କ ଚୌକାକୁ ଦେଖି ସ୍ତ୍ରୀ ସାକ୍ଷୀ ଆନନ୍ଦରେ ଡେଇଁଥିଲେ। ସୋସିଆଲ ମିଡିଆରେ ସାକ୍ଷୀଙ୍କ ପ୍ରତିକ୍ରିୟା ଭାଇରାଲ…

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି। ଇସ୍ରାଏଲ ଏବଂ ହମାସ ଉପରେ ଏକ ଚୁକ୍ତି ହେବା ପାଇଁ ଚାପ ବଢ଼ୁଛି। ଯାହା…

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ ବିବାହ କରନ୍ତି। ଏକ ରିପୋର୍ଟ ଅନୁଯାୟୀ, ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ(ସିପିଡବ୍ଲ୍ୟୁବି) ପଞ୍ଜାବ ସରକାରଙ୍କ…

‘ୟୁନିଭର୍ସ ବସ’ଙ୍କ ୧୧ ବର୍ଷର ରେକର୍ଡ ଭାଙ୍ଗିଲେ ୱିଲ ଜ୍ୟାକ୍ସ

ବେଙ୍ଗାଲୁରୁ,୨୯।୪:ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବ୍ୟାଟ୍ସମ୍ୟାନ ୱିଲ ଜ୍ୟାକ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ୪୧ ବଲରେ ୧୦୦ ରନ ସ୍କୋର କରିଥିଲେ। ଏହି ବ୍ୟାଟ୍ସମ୍ୟାନ ତାଙ୍କ ଇନିଂସରେ ୫ ଚୌକା ଓ ୧୦ ଛକା ମାରିଥିଲେ। ୱିଲ ଜ୍ୟାକ୍ସ ତାଙ୍କ ନାମରେ ଏକ…

ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ନ୍ୟୁଜିଲାଣ୍ଡ: ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ଅକଲାଣ୍ଡ,୨୯।୪: ନ୍ୟୁଜିଲାଣ୍ଡ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଟୁର୍ଣ୍ଣାମେଣ୍ଟ ପାଇଁ କେନ ୱିଲିୟମ୍ସନଙ୍କୁ ଅଧିନାୟକ କରାଯାଇଛି। ନିକଟରେ ନ୍ୟୁଜିଲାଣ୍ଡ ପାକିସ୍ତାନ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିଛି। ଯଦିଓ ପୂର୍ଣ୍ଣ ଦଳ…

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ ଏଭଳି ସମୟରେ ଏ ନେଇ କେତେକ ବିଷୟରେ ଜନସାଧାରଣ ଜାଣିବା ନିହାତି ଦରକାର। ବିଶେଷଭାବରେ…

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି ଲୋକଙ୍କୁ ଚିନ୍ତାରେ ପକାଇଛି। ଖରା ଦିନରେ ଗରିବ ଲୋକଙ୍କ ଉପାର୍ଜନ କମି ଯାଇଥାଏ। ବଲାଙ୍ଗୀର…

ଇତିହାସ ରଚିଲେ ଧୋନୀ: ପ୍ରଥମ ଖେଳାଳି ଭାବେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଏମଏସ ଧୋନୀ ବ୍ୟାଟିଂ କରିବାକୁ ବାହାରିଥିଲେ। ଧୋନୀ ଅପରାଜିତ ରହି ୨ ବଲରେ ୫ ରନ କରିଥିଲେ। ବର୍ତ୍ତମାନ ଧୋନୀ ହାଇଦ୍ରାବାଦ ବିପକ୍ଷ ମ୍ୟାଚ…

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି ବୋଲି ଅଭିଯୋଗ ହୋଇଆସୁଛି। ହୋଟେଲ, ଢ଼ାବା, ଜଳଖିଆ ଦୋକାନର ବାସି ଓ ଦୂଷିତ ଖାଦ୍ୟ…

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର ଥିଲେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି ଗ୍ରାମବାସୀ। ରାସ୍ତା, ପାନୀୟ ଜଳ, ବିଦ୍ୟୁତ,…

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ ରାସ୍ତା କାମ ସରୁନାହିଁ। ଫଳରେ ତେନ୍ତୁଳିଦା, ଦୁର୍ଗାଦେବୀ ଓ ପତ୍ରିପାଳ ପଞ୍ଚାୟତର ପାଖାପାଖି ୪୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?