ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍
ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ ୩୯ ବର୍ଷୀୟ ମେସିଙ୍କୁ ଆର୍ଜେଣ୍ଟିନାର ସବୁଠୁ ସଫଳ ଫୁଟବଲର ବିବେଚନା କରାଯାଏ। କାରଣ…
ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ
ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେଇଛନ୍ତି। ଭାରତୀୟ ମହିଳା କ୍ରିକେଟ ଦଳ ପାଇଁ ଏହି ସମୀକ୍ଷା ବୈଠକ…
CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ
ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳର ନେତାମାନେ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ଆଡ଼କୁ ଶୋଭାଯାତ୍ରା କରୁଛନ୍ତି।…
ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା
ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ ଚଳିତ ବର୍ଷର ସର୍ବପିତୃ ଅମାବାସ୍ୟା ବିଶେଷ ହେବାକୁ ଯାଉଛି। ଜ୍ୟୋତିଷବିତ୍ଙ୍କ ମତ ଅନୁସାରେ,…
ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା
ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C ରେକର୍ଡ କରାଯାଇଛି । ତଥ୍ୟ ଅନୁଯାୟୀ, ଏହା ଅକ୍ଟୋବରରେ ପୁରୀର ଇତିହାସରେ ଦ୍ୱିତୀୟ…
ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍ରେ ଅଛନ୍ତି ଏମାନେ..
ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ ଶେଷ ହୋଇଛି। ବର୍ତ୍ତମାନ ପ୍ରଶ୍ନ ଉଠୁଛି ଯେ, ତାଙ୍କ ସ୍ଥାନ କିଏ ନେବ?…
ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍
ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କ ସହ ଦୁର୍ବ୍ୟବହାର, ମାଡ଼ପିଟ ଏବଂ ପରେ ପୋଲିସ ତାଙ୍କୁ ଥାନାକୁ ନେଇଯିବା…
ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ
ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ ମୃତ୍ୟୁ ଘଟିଛି; ତେବେ ଜାହାଜରେ ଥିବା ତିନିଜଣ ଭାରତୀୟ ନାଗରିକ ସୁରକ୍ଷିତ ଅଛନ୍ତି।…
କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ
ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ ପାଇଛି। MCX ରେ ଡିସେମ୍ବର ମାସର ଡେଲିଭରି ପାଇଁ ସୁନା ଦର ୮୩…
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ
ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର ଆକ୍ରମଣ କରି କହିଛନ୍ତି। ଏକ ଯୋଜନାବଦ୍ଧ ପ୍ରୟାସ ମାଧ୍ୟମରେ ରାହୁଲ ଗାନ୍ଧୀଙ୍କୁ କ୍ଷମତାକୁ…
ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…
ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି ନିଷ୍ପତ୍ତି ଘୋଷଣା କରି ଲେଖିଛନ୍ତି, ‘ଏହି ନିଷ୍ପତ୍ତି ନେବା ସହଜ ନଥିଲା। ଏଥିରେ…
‘ପ୍ରଥମେ ନିଜ ନେମ୍ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ
ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ। ପୋଲିସ ସାମ୍ବାଦିକମାନଙ୍କୁ ପ୍ରତିବାଦ ଖବର ସଂଗ୍ରହ କରିବା ସମୟରେ ସେମାନଙ୍କ…

