Home

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ, ଦୁର୍ନୀତିଗ୍ରସ୍ତ ଓ ଅତ୍ୟାଚାରୀ ସରକାରକୁ ବଦଳାଇବା ଦରକାର। ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା…

୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ। ଯାଞ୍ଚ ପରେ ସେମାନଙ୍କ ମଧ୍ୟରୁ ୧୦ଜଣ ପ୍ରାର୍ଥୀଙ୍କର ନାମାଙ୍କନପତ୍ର ନାକଚ…

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ ଦଳ ଘୋଷଣା କରିଛି। ପ୍ରାୟ ୨୦ଦିନ ତଳୁ ବିଧାୟକ ପ୍ରଶାନ୍ତ ବେହେରାଙ୍କୁ ବିଜେଡି ତୃତୀୟ…

ରାସ୍ତାକଡ଼ ଜଙ୍ଗଲରେ ପଖାଳ ଖାଇଲେ ପାଣ୍ଡିଆନ

ଭୁବନେଶ୍ୱର,୨୮।୪(ଅସମାପିକା ସାହୁ)ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ତୃତୀୟ ଦିନରେ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକ ସଭା କ୍ଷେତ୍ରର ବିଭିନ୍ନ ସ୍ଥାନରେ ଜନସଭାକୁ ସମ୍ଭୋଧିତ କରିଥିଲେ। ରାଜ୍ୟରେ ନିର୍ବାଚନ ପ୍ରଚାର ଏବଂ ଗ୍ରୀଷ୍ମ ପ୍ରବାହ ଜାରି…

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ପାଇଁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆ ପାଇଁ ପ୍ରଦୀପ ସାହୁଙ୍କ ନାମ…

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଚରମ ସୀମାରେ ପହଞ୍ଚିଛି। ଶନିବାର ଓଡ଼ିଶାର ଜୀବନରେଖା କୁହାଯାଉଥିବା ମହାନଦୀକୁ ନେଇ ଦୁଇ ଦଳ…

ଆଞ୍ଚଳିକ ସମସ୍ୟା ପ୍ରତି ବିତୃଷ୍ଣାର ପ୍ରତିଫଳନ ନୋଟା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)ଦେଶରେ ଭୋଟଦାନ ଚାଲିଛି। ଏଭଳି ସମୟରେ ପ୍ରାର୍ଥୀଙ୍କ ବିଷୟରେ ଯେଭଳିି ଚର୍ଚ୍ଚା ହେଉଛି ନୋଟା (ନନ୍‌ ଅଫ୍‌ ଦି ଏବଭ) ମଧ୍ୟ ଆଲୋଚନା ପରିସରକୁ ଆସୁଛି। ଭୋଟର ଯେତେବେଳେ କୌଣସି ପ୍ରାର୍ଥୀଙ୍କୁ ଯୋଗ୍ୟ ଭାବୁନାହାନ୍ତି ସେତେବେଳେ ନୋଟା ବଟନ୍‌…

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି। ଭାଜପା ଚମ୍ପୁଆ ନିର୍ବାଚନମଣ୍ଡଳୀ ପାଇଁ ଡ. ମୁରଲୀ ଶର୍ମାଙ୍କ ଉପରେ ପୁଣି ଭରସା କରିଛି।…

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ ଟୁକୁନୀ ସାହୁ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବରଗଡ଼…

ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା

ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା ପରେ ସେମାନେ ପ୍ରଚାର ଅଭିଯାନକୁ ଜୋର୍‌ଦାର କରିଛନ୍ତି। ଭାଜପାରେ ଆଶାୟୀଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି…

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଆୟୋଜିତ ସମାବେଶରେ ଏଆଇସିସିର ସାଧାରଣ ସମ୍ପାଦକ ଅଜୟ କୁମାର, କଟକ ନଗର ସଭାପତି…

ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ

ରାଉରକେଲା,୨୮ା୪(ସଙ୍ଗୀତା ଜେନା)ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ରାଉରକେଲା ରେଳ ଷ୍ଟେଶନର ପ୍ରମୁଖତା ରହିଆସିଛି। ଦୂରଦୂରାନ୍ତକୁ ଯାତ୍ରା କରିବା ପାଇଁ ପ୍ରତିଦିନ ଏହି ଷ୍ଟେଶନକୁ ହଜାର ହଜାର ଯାତ୍ରୀ ଆସିଥାନ୍ତି। ହେଲେ ପ୍ଲାଟ୍‌ଫର୍ମରେ ସୁରକ୍ଷା ଅବହେଳା ଯୋଗୁ ଏହା ଦିନକୁ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?