Home

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌। ସୂଚନାଯୋଗ୍ୟ, ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନୀସ୍ଥିତ କ୍ୱାର୍ଟର୍ସରେ ୨୦୨୨ ଏପ୍ରିଲରେ ନୃଶଂସ କାଣ୍ଡ ଘଟାଇଥିଲେ ଅଭିଯୁକ୍ତ…

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ ହୋଇଛି। ପ୍ରଥମ ଥର…

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଜଗା ପୋଡିୟମ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ଏପରି…

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ମୃତା ମା’ ହେଲେ ଶଶିରେଖା ବାରିକ(୫୫) ଓ ପୁଅ ରବୀନ୍ଦ୍ର (୨୫)। ସୂଚନାନୁଯାୟୀ, ଆଜି…

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ କୃଷ୍ଣଙ୍କ ଜମିରେ ଗୋ’ହତ୍ୟା ପାଇଁ ଅନୁମତି ଦେବାକୁ ଚାହୁଁଛନ୍ତି। କାଶୀ ଏବଂ ଅଯୋଧ୍ୟା ପରେ…

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା ପାଇଁ ଶନିବାର ତାଙ୍କ ନାଁ ସୁପାରିସ କରିଛି ପ୍ରଦେଶ କଂଗ୍ରେସ। ଏନେଇ ଏଆଇସିସିକୁ ପ୍ରସ୍ତାବ…

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ରାଜେନ୍ଦ୍ର କୁମାର ସାହୁଙ୍କୁ ଦଳୀୟ ଟିକେଟ୍‌ ଦେଇଥିବା ଘୋଷଣା କରିବା ପରେ…

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା ଗୁଜରାଟର ଆନନ୍ଦ ଜିଲାର ବାସିନ୍ଦା ଥିଲେ। ଦକ୍ଷିଣ କାରୋଲିନା ହାଇଓ୍ବେ ପାଟ୍ରୋଲିଂ ଅଧିକାରୀଙ୍କ ଅନୁଯାୟୀ,…

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା। ଏହି ଆସନରେ ବିଜେଡି ରାଜେନ୍ଦ୍ର ସାହୁଙ୍କୁ ମଇଦାନକୁ ଓହ୍ଲାଇଛି। ନିର୍ବାଚନମଣ୍ଡଳୀରେ ଉଭୟ ନେତାଙ୍କ ଦବ୍‌ଦବା…

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା ହାଇସ୍କୁଲ ପଡ଼ିଆରେ ର୍ନିଦ୍ଧାରିତ ସମୟର ୨ ଘଣ୍ଟା ୧୫ ମିନିଟ୍‌ ବିଳମ୍ବରେ ଆସି ଅପରାହ୍ନ…

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି। ଏହାକୁ ନେଇ ଖୁସି ପ୍ରକାଶ କରି ଅରିନ୍ଦମ ପ୍ରତିକ୍ରିୟା ରଖି କହିଛନ୍ତି, ମୁଁ ଯେତେବେଳେ…

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି। ସେହିପରି ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଟିକେଟ୍‌ ମିଳିଥିବାବେଳେ ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁଙ୍କୁ ଟିକେଟ୍‌ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?