Home

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ ଇଞ୍ଜିନ ଥିଲା, ସିଙ୍ଗଲ ଇଞ୍ଜିନ ହୋଇଗଲା। ଏବେ ଆଉ ଗୋଟିଏ ଇଞ୍ଜିନ ଆସିଛି ।…

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା ୧୫ ଓ କଂଗ୍ରେସ ୯ ଆସନରେ ପ୍ରାର୍ଥୀ ଦେଇନାହିଁ। ସମୟ କମ୍‌ ଥିବାରୁ ଖୁବଶୀଘ୍ର…

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି ୪୧.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। କେନ୍ଦୁଝର ୪୦.୬,…

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି କାରଣରୁ ସେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ। ଜଷ୍ଟିସ ସଞ୍ଜୟ କୁମାର…

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ ବିଭାଗ ପକ୍ଷରୁ ୧ ଲିଟର ପାଣି ବୋତଲ ଦିଆଯାଇଥାଏ। ହେଲେ ଏବେ ବନ୍ଦେ ଭାରତ…

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ତେବେ ସୂଚନା ଅନୁସାରେ ରବିବାର ଦିନ ସାଢ଼େ ୧୧ଟାରେ ଓଡ଼ିଶାରେ…

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ ହେଉଛନ୍ତି ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଶ୍ନୋଇଙ୍କ ସାନ ଭାଇ। ତେବେ ଏହି ମାମଲାରେ ପୋଲିସ ଲରେନ୍ସଙ୍କୁ…

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା ସହ ସେମାନଙ୍କ ମାର୍କ କଟି ଥିବାର ମଧ୍ୟ ନଜିର ଆସିଛି। ହେଲେ ନିକରେ ଏପରି…

ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ଚାଲିଛି। ପରସ୍ପର ବିରୁଦ୍ଧରେ ଅଭିଯୋଗ ଏବଂ କାଉଣ୍ଟର ଅଭିଯୋଗ ଜାରି ରହିଛି।…

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଆକ୍ରାନ୍ତ ହୋଇ ୩୦ଜଣ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ…

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ ବିଭାଗ ତଥ୍ୟ ଅନୁସାରେ ୧ ଏପ୍ରିଲୁ ୨୫ ଏପ୍ରିଲ ମଧ୍ୟରେ ପ୍ରାୟ ୧୯.୬୫ ଲକ୍ଷ…

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଦିଲ୍ଲୀ ୱାକଫ ବୋର୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଅଭିଯୁକ୍ତ ଅମାନତୁଲ୍ଲାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?