Home

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଦିଲ୍ଲୀ ୱାକଫ ବୋର୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଅଭିଯୁକ୍ତ ଅମାନତୁଲ୍ଲାଙ୍କୁ…

ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ

ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଗତ ୨୪ଘଣ୍ଟା ମଧ୍ୟରେ, ୩୧ ଟି ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିବା ସହିତ ବିଭିନ୍ନ…

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ ଏହାକୁ ଭର୍ତ୍ସନା କରିଛନ୍ତି। ଏକ ଜନହିତ ଯାଚିକାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ…

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି ଭିନ୍ନ ଭିନ୍ନ ବିମାନବନ୍ଦରରେ ବୋମା ଲଗାଯାଇଛି। ଏହି ଖବର ପାଇବା ମାତ୍ରେ ପ୍ରଶାସନରେ ଆତଙ୍କ…

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା ସାମ୍ନାକୁ ଆସିବା ପରେ ବଙ୍ଗଳାରେ ଆଇନର ଶାସନ ଶେଷ ହେବା ନେଇ ଭାଜପା କହୁଛି।…

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର କ୍ଷେପଣାସ୍ତ୍ର ଲୋହିତ ସାଗରରେ ଥିବା ଆଣ୍ଡ୍ରୋମିଡା ଷ୍ଟାର ତେଲ ଟ୍ୟାଙ୍କରକୁ ଟାର୍ଗେଟ କରିଛି। ସେ…

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ ଶହୀଦ ହୋଇଥିବା ଜଣାଯାଇଛି। ଏହି ଘଟଣା ମଣିପୁରର ବିଷ୍ଣୁପୁର ଜିଲାର ନାରଣସେନାରେ ଘଟିଛି। ଏନେଇ…

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ସଲିଟେୟାର’ର ଆନୁଷ୍ଠାନିକ ଉନ୍ମୋଚନ (ଅନାବରଣ) ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହର୍ଷପ୍ରିୟା…

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ନାଲ୍‌କୋ ସିଏମ୍‌ଡି ଶ୍ରୀଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏବଂ ଭାରତ…

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ବିଭିନ୍ନ ପ୍ରକାର ସ୍ନାୟୁରୋଗରେ ଆକ୍ରାନ୍ତ ହୋଇ କେୟାର ହସ୍ପିଟାଲରେ ସଫଳତାର ସହ ଚିକିତ୍ସା ହୋଇଥିବା…

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ ଏକ ସ୍ବତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା। ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍ସା ହଂସ ଏବଂ…

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ ଦେଇ ଉତ୍କଳ ହସ୍ପିଟାଲର ଡିନ୍‌ ଡାଇରେକ୍ଟର ପ୍ରଫେସର ଡା. ପିକେ ଦାସ କହିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?