Home

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ ଜେଇଇ ଆଡଭାନ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେହିଭଳି ଜେଇଇ(ମେନ୍‌)୨୦୨୪ ଫଳାଫଳରେ କୃତକାର୍ଯ୍ୟ…

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ ବିଜେତାଙ୍କୁ ଆକର୍ଷଣୀୟ ପୁରସ୍କାର ପ୍ରଦାନ କରାଯାଇଛି। ସୁରଟର ହୋଟେଲ ଏମ୍ବାସିଠାରେ ଆୟୋଜିତ ସ୍ବତନ୍ତ୍ର…

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ କର୍ପୋରେଟ ଏଜେନ୍ସିି ଟାଇ-ଅପ୍‌ ହୋଇଥିବାବେଳେ ପିଏଫ୍‌ପିଡିଏଲ୍‌ ଗ୍ରାହକଙ୍କୁ ଏଚ୍‌ଡିଏଫ୍‌ସି ଲାଇଫ୍‌ ଜୀବନବୀମା ଉପତ୍ାଦ…

ରାଇଟ୍ସର ସୁବର୍ଣ୍ଣ ଜୟନ୍ତୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ରାଇଟ୍ସ ଲିମିଟେଡ୍‌ର ପୂର୍ବତଟ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ଉସତ୍ବ ଅନୁଷ୍ଠିତ ହୋଇଯାଇଛି। ରେଲୱେ ଅଡିଟୋରିୟମରେ କାର୍ଯ୍ୟକ୍ରମରେ ଏମକେ ଶର୍ମା ସ୍ବାଗତ ଭାଷଣ ଦେବା ପରେ ଆଞ୍ଚଳିକ ମୁଖ୍ୟ ଅନିଲ ପାକାଶ (ଜିଜିଏମ) ରାଇଟ୍ସ ସଫଳତାର ଯାତ୍ରା…

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ ମାସର ଶେଷ ସପ୍ତାହର ଶେଷ ଶନିବାର ବିଶ୍ୱର ପ୍ରାଣୀ ଚିକିତ୍ସା ଅନୁଷ୍ଠାନ ଏବଂ ପ୍ରାଣୀ…

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ ଚାଇନା ସାମରିକ ସହାୟତା ଯୋଗାଉଥିବାରୁ ଏହାକୁ ନେଇ ବ୍ଲିଙ୍କେନ୍‌ ଉଦ୍‌ବେଗ ପ୍ରକାଶ କରିଥିଲେ। ଦେଶର…

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ କରାଯିବ ନାହିଁ। ଏସମ୍ପର୍କିତ ଏକାଧିକ ପିଟିଶନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ…

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ କରିବା ଭାଜପାର ପ୍ରତିଶ୍ରୁତି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ବୋଲି ଶୁକ୍ରବାର ସ୍ବରାଷ୍ଟ୍ର…

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ୧୧ନଂ ଏନ୍‌ଏସି…

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା ବଢିବାରେ ଲାଗିଛି । କୁହାଯାଉଛି ସୋର ଆସନରୁ ଭାଜପା ରାଜୁ ଦାସଙ୍କୁ ପ୍ରାର୍ଥୀ…

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ଏମ୍‌.ଏସ୍‌.…

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା ପରିଷଦର ପୂର୍ବତନ ଅଧ୍ୟକ୍ଷା ତଥା ଖଣ୍ଡପଡା ବ୍ଲକର ପୂର୍ବତନ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷା ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?