ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ
କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ନେପାଳ ପୁଣିଥରେ ସମାନ କ୍ଷୟକ୍ଷତିର ସମ୍ମୁଖୀନ ହେବା ଆଶଙ୍କା କରାଯାଉଛି।…
ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ
ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ ୧୬୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ପ୍ରାୟ ୫୦୦ ଜଣ ନିଖୋଜ ଅଛନ୍ତି,…
କୋଟାରେ ପୁଣି ଏନ୍ଇଇଟି ଆଶାୟୀଙ୍କ ଆତ୍ମହତ୍ୟା
ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ଛାତ୍ରୀଜଣଙ୍କ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ମୃତ…
କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା
ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍ଏନ୍ଏ ଖବର ଏଜେନ୍ସି ଅନୁଯାୟୀ ପେଜେସ୍କିଆନ କହିଛନ୍ତି, ସରକାରଙ୍କ ଆର୍ଥିକ ବିଭାଗଗୁଡ଼ିକ ଯେଉଁ ପଦକ୍ଷେପଗୁଡ଼ିକର କଳ୍ପନା…
ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ
ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ ଚେନ୍ନାଇ, ମାଦୁରାଇ, ଏର୍ଣ୍ଣାକୁଲମ ଏବଂ ଗୁଆହାଟୀକୁ ମଧ୍ୟ ପିଆଜ ଯୋଗାଣ ପଠାଯାଉଛି। କେନ୍ଦ୍ର…
ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ
ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ ନେଇ ହାଇଭୋଲଟେଜ୍ ଡ୍ରାମା ଦେଖିବାକୁ ମିଳିଛି। ଗୋଟିଏ ରାତିରେ ଦୁଇଟି ଗାଁରୁ ପୋଲିସ…
ଜିମ୍ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..
ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ ଅଙ୍କିତ ବାଲିୟାନଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ଅଙ୍କିତ ପ୍ରତିଦିନ ଭଳି ବୁଧବାର…
ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…
ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ବିଜେପୁର ଗ୍ରାମର ରଥ ଦଳେଇ…
ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ
ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି । ୱାର୍ଡର ସୁରେନ୍ଦ୍ର ସାମୁଲକୁ ଗୋଡାଇ ଗୋଡାଇ ହାଣିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ…
ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…
ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ କନେକ୍ସନ, ରେଳବାଇ ଏବଂ ଗାଡ଼ିର ଦାମ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିବ।…
ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା
ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ ଅବସରରେ ମହିଳାଙ୍କ ପାଇଁ ଆମ ବସ୍ ସେବା ମାଗଣା ରହିବ । ଏନେଇ…
ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ
କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର ପ୍ରଫେସର ଏବଂ ଜଣେ ପ୍ରସିଦ୍ଧ ଜଳବାୟୁ ଗବେଷକ ରିଜାନ ଭକ୍ତ କାୟସ୍ଥଙ୍କ ପ୍ରାଥମିକ…

