ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା
ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଖବର ନେବାରୁ ଜଣାପଡ଼ିଛି ଉକ୍ତ ବ୍ୟକ୍ତି ଜଣଙ୍କ ତାଙ୍କ ଭାଇବୋହୂ ଏବଂ…
ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ
ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉକ୍ତ ଘରୋଇ ମେଡିସିନ ଷ୍ଟୋର୍ଗୁଡିକର ଲିଜ୍ ଅବଧି ଆଉ ନ…
କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ
କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି ହାଇକୋର୍ଟର ଜଣିକିଆ ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କ ବେଞ୍ଚ ଗତ ମାର୍ଚ୍ଚ ୧୨ରେ ଓଡ଼ିଶା…
ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା
ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି ବଲାଙ୍ଗୀର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପାରମ୍ପରିକ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବଲାଙ୍ଗୀର ରାଜ ପରିବାର ଏବଂ…
ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି
ନୂଆଦିଲ୍ଲୀ, ୨୬ା୪:ଜୁନ୍ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି। ଏନେଇ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିବୃତି ଜାରି ହୋଇଛି। ସେହିପରି ଗୁରୁବାର ଇଟାଲୀର…
ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜଣେ ମହିଳାଙ୍କୁ ତାଙ୍କ ହଜିଥିବା ସୁନା ପାଇଁ ସର୍ବୋଚ୍ଚ ଅଦାଲତ…
ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ
ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ମତଦାନ। ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହେଉଥିବା ବେଳେ…
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ
ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଲୋକ ସଭା ନିର୍ବାଚନମଣ୍ଡଳୀ ପାଇଁ ୫୫ ଜଣ…
ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ
ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ ବରୁଣ ଚୌଧୁରୀ, ହିସାରରୁ ଜୟ ପ୍ରକାଶ, କରନାଲରୁ ଦିବ୍ୟାଂସୁ ବୁଦ୍ଧିରାଜ, ସୋନିପତରୁ ସତ୍ୟପାଲ ବ୍ରହ୍ମଚାରି,…
କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ ନ ପାରେ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନା ବର୍ତ୍ତମାନର ମେୟର ତଥା ଡେପୁଟି ମେୟରଙ୍କୁ…
୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ
ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଇପିଏଲର ୧୦ ଟି ଭିନ୍ନ ସିଜନରେ ୪୦୦ ଛୁଇଁଥିବା କୋହଲି ପ୍ରଥମ ବ୍ୟାଟ୍ସମ୍ୟାନ…
ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି
ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ ପାଇଁ ଏକ ‘ନୂତନ ଜୀବନ’ ପାଇବା ସହ କମ୍ପାନୀ ଏକ ‘ସ୍ମାର୍ଟ’ ପ୍ରତ୍ୟାବର୍ତ୍ତନ କରିବାରେ…

