ଅମୃତର ସନ୍ତାନ
ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି। ପୃଥିବୀରେ ଏହି ବିନଷ୍ଟି ପଛରେ ବହୁ କାରଣ ମଧ୍ୟରୁ ମଣିଷର ଭୂମିକା ପ୍ରମୁଖ…
ଗଙ୍ଗାଜଳ ବଣ୍ଟନ ଚୁକ୍ତି
ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ କ୍ରମାଗତ ଜଳବାୟୁ ପରିବର୍ତ୍ତନ, ଗଙ୍ଗାନଦୀ ଶଯ୍ୟାରେ ପ୍ରବାହିତ ଅବକ୍ଷିପ୍ତ ପଟୁ, ବାଲି, କାଦୁଅ…
ଇରାନରେ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ନିର୍ବାଚନ ଘୋଷଣା, ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପୂର୍ଣ୍ଣ କାର୍ଯ୍ୟକାଳ ଶେଷ କଲେ ସରକାର
ଜେରୁଜେଲମ,୧୩।୭: ଇସ୍ରାଏଲର ପରବର୍ତ୍ତୀ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି; ଭୋଟିଂ ୨୭ ଅକ୍ଟୋବର, ୨୦୨୬ ରେ ହେବ। ଉଲ୍ଲେଖନୀୟ ଯେ, ଏହା ୩୮ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ଦ୍ଧାରିତ ସମୟସୀମା ଅନୁସାରେ ନିର୍ବାଚନ ଅନୁଷ୍ଠିତ ହେବ।…
ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ
ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା ସାଗର ଉପରେ ଚାଇନାର ଆଧିପତ୍ୟ ଦାବି ବେଆଇନ। ବିବାଦୀୟ ସମୁଦ୍ରରେ ବିଶୃଙ୍ଖଳିତ…
୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ
ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍ବୋଟ୍ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା ଅନୁଯାୟୀ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୫ଜଣ ଭାରତୀୟ ପର୍ଯ୍ୟଟକଙ୍କ ମୃତଦେହକୁ ସ୍ବଦେଶ…
ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ
ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ ଅତିକମରେ ୪୪ଜଣ ପ୍ରାଣ ହରାଇଥିବାବେଳେ ପ୍ରାୟ ୨.୬ଲକ୍ଷରୁ ଅଧିକ ପରିବାର ପ୍ରଭାବିତ ହୋଇଛନ୍ତି।…
ଇଣ୍ଡିଆ ବ୍ଲକ୍ରେ ଯୋଗଦେବନି ଡିଏମ୍କେ
ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍ରେ ଏମ୍.କେ. ଷ୍ଟାଲିନ୍ଙ୍କ ଡିଏମ୍କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଟିଭିକେ ଯୋଗଦେବା ନିମନ୍ତେ ପୂର୍ବତନ ସହଯୋଗୀ ଭିସିକେ ଦେଇଥିବା ପ୍ରସ୍ତାବକୁ ଷ୍ଟାଲିନ୍ ପ୍ରତ୍ୟାଖ୍ୟାନ…
ନେପାଳରେ ପୁଣି ଜେନ୍ ଜି ବିକ୍ଷୋଭ
କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍ଦାର ବିକ୍ଷୋଭ ହୋଇଛି। ଶତାଧିକ ଲୋକ ରାସ୍ତାକୁ ଓହ୍ଲାଇ ସରକାରଙ୍କ ଉଚ୍ଛେଦ ଅଭିଯାନର ପ୍ରତିବାଦ କରିଛନ୍ତି। ବିକ୍ଷୋଭକୁ ଦେଶର…
ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା
ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ ଓ ଦଳର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ । ତେବେ ବରଗଡ଼ ଏମପି…
ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…
ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ଏବଂ ଅନ୍ତର୍ଜାତୀୟ ସ୍ତରରେ ସମ୍ମାନ ପାଉଛି…
ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ
ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…
ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ କରିଥିବା ଅଭିଯୋଗ କରିଛନ୍ତି । ପୀଡିତା ସୋସିଆଲ ମିଡିଆରେ ତାଙ୍କ ଅଘଟଣ ସେୟାର…

