Home

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ଅନୁଷ୍ଠିତ ପରୀକ୍ଷା ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ସେମାନଙ୍କର ରେଜଲ୍ଟ…

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି। ୨୦୧୯ରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍‌ ଓଡ଼ିଶା ଭାଜପା…

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ ଉତ୍ତେଜନା ପ୍ରକାଶ ପାଇଛି। ଗୁରୁବାର ସକାଳେ ଏହି ଘଟଣା ପରେ ଲୋକମାନେ ପାଟନା-ପୁନପୁନ ରାସ୍ତା…

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବୁଧବାର ଏହି ସଂସଦୀୟ କ୍ଷେତ୍ର ଅଧୀନ ଅନୁଗୋଳ ଜିଲା ଛେଣ୍ଡିପଦାରେ ନିର୍ବାଚନ ପ୍ରଚାର କରିଛନ୍ତି।…

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ ରାଜନୀତି। ବାରବାଟୀ-କଟକ ଆସନ ପାଇଁ ବିଜେଡି ପକ୍ଷରୁ ପ୍ରକାଶ ବେହେରାଙ୍କ ନଁା ଘୋଷଣା ହୋଇସାରିଛି।…

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ ଏଠାରୁ ଲଗାତର ୪ ଥର ବିଜୟୀ ହୋଇଥିବାବେଳେ ଏଥର ମଧ୍ୟ ବିଜେଡି ଗଡ଼କୁ ସୁରକ୍ଷିତ…

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ସୁବ୍ରତ ଚକ୍ରଙ୍କ ଉପରେ ଭରସା କରିଛି। ହେଲେ ଏ ପର୍ଯ୍ୟନ୍ତ ଭାଜପା…

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି ସେମାନଙ୍କ ନାଁ ନିକଟସ୍ଥ ସ୍କୁଲରେ ଲେଖା ରହିଛି। ଏମିତିକି ସରକାରୀ ସ୍କୁଲରୁ ବହି ପୋଷାକ…

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ। ଜିଲାପାଳଙ୍କ…

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ,…

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଏମ୍‌ପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ବିଗତ ବର୍ଷମାନଙ୍କରେ…

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି ଆସନ ବିଜେଡି ଦଖଲରେ ରହିଆସିଛି। ୨୦୦୯ରେ ଅରବିନ୍ଦ ଢାଲି, ୨୦୧୪ରେ ଶଶିଭୂଷଣ ବେହେରା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?