Home

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି ଦିଆଯାଇପାରିବ ନାହିଁ ବୋଲି କହିଛନ୍ତି। ଭିଭିପାଟ୍‌ ସହିତ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ) ମାଧ୍ୟମରେ…

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ ଆମେରିକାରେ ଆବଶ୍ୟକ ବୋଲି କହିବା ଆରମ୍ଭ କରି ଦେଇଛନ୍ତି। ହଁ, ବିଶ୍ୱର ବୃହତ୍‌ ଜେପି…

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ ଏଥିରେ କାର୍ସିନୋଜେନିକ ବା କ୍ୟାନସର ସୃଷ୍ଟି କରୁଥିବା ତତ୍ତ୍ୱ ଥିବା ନେଇ ସନ୍ଦେହ ପ୍ରକାଶ…

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ଏହି ବିଷୟରେ ସୂଚନା ଦେଇଛନ୍ତି। ବୁଧବାର (ଏପ୍ରିଲ ୨୪) କର୍ନାଟକ…

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ ପ୍ରତିକ୍ରିୟା ଲୋଡିଛନ୍ତି। ଏହି ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ’ ୭…

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ସାରା ଓଡିଶା । ରାଜ୍ୟରେ ସିଭିୟର ହିଟୱେଭ ନେଇ ସତର୍କ ସୂଚନା ଜାରି କରିଛି…

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ ୧୦ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ତିନୋଟି ସିଫ୍ଟରେ ଦୁଇଘଣ୍ଟା ବ୍ୟବଧାନରେ ପରୀକ୍ଷା ଅନୁଷ୍ଠିତ ହେବ।…

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ ମୁକାବିଲା ଟି-୨୦ ବିଶ୍ୱକପ ୨୦୨୪ରେ ହେବ। କିନ୍ତୁ ୨୦୨୫ରେ ଖେଳାଯିବାକୁ ଥିବା ଚାମ୍ପିଅନ୍ସ ଟ୍ରଫି…

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ ଓ ମଇଁଷିକୁ ଦିନରେ ଥରେ କିମ୍ବା ଦୁଇଥର ଗାଧୋଇ ଦିଅନ୍ତୁ । ଖାଦ୍ୟରେ ୩୦…

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା ରାଶନ ମିଳିବ। ଏନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ…

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର ଫେସବୁକରେ ଏକ ପୋଷ୍ଟ କରି ନବୀନଙ୍କ ଆର୍ଶୀବାଦ ଲୋଡିଛନ୍ତି ଅନୁଭବ। ସେ କହିଛନ୍ତି, ସବୁବେଳେ…

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି ହେଲେ ନିମ୍ନ ଅଦାଲତର ରାଏ ନେଇ ସ୍ଥଗିତାଦେଶ ସୁପ୍ରିମକୋର୍ଟ ଦେଇ ନାହାଁନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?