Home

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ ଅନୁପ୍ରବେଶକାରୀଙ୍କୁ ଟଙ୍କା ବଣ୍ଟନ କରିବାର ପ୍ରତିଶ୍ରୁତି ଦେଇଛନ୍ତି। ଏହା ଉପରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି ସା ଠାରୁ ବନ୍ଦ ହୋଇଯିବ। ୨୬ ଏପ୍ରିଲରେ ୧୩ ଟି ରାଜ୍ୟର ୮୮ ଟି…

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ ବବିତା ମଲ୍ଲିକ ୧୫ ଦିନ ପୂର୍ବରୁ ବିଜେଡି ନେତ୍ରୀ ତଥା ବିଧାୟିକା ପ୍ରାର୍ଥୀ ପ୍ରମିଳା…

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଏୟାରଲାଇନ୍ସଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ଅନେକ ସମୟରେ ଛୋଟ ପିଲା ସେମାନଙ୍କ…

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ ନୂଆ ହୋଇଥିବା ବର୍ଷାଙ୍କ ନିର୍ବାଚନ ଲଢ଼ିବା କଷ୍ଟକର। ସେଥିପାଇଁ ମଙ୍ଗଳବାର ବଡ଼ଚଣା ବିଜୁ ଜନତା…

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ ଟଙ୍କା ପରିଶୋଧ ନ କରିବାରୁ ଏପରି କରାଯାଇଛି। ଲକ୍‌ ଥାନା ପୋଲିସ ଓ ବ୍ୟାଙ୍କ…

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି। ଏଭଳି ଗ୍ରୀଷ୍ମପ୍ରବାହ ଜାରି ରହିଲେ ଆଗକୁ ପରିସ୍ଥିତି ଜଟିଳ ରୂପ ନେବା…

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ କଂଗ୍ରେସ ମଧ୍ୟରେ ଲଢ଼େଇ ଜୋରଦାର ହେଉଥିବାବେଳେ ଏଥର ଏହି ଆସନରେ ବିଜେଡି, କଂଗ୍ରେସ ଓ…

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ କରି ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ…

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି ଏହି ଭିଡିଓଟି ମୋବାଇଲରୁ ମୋବାଇଲକୁ ଘୂରିବୁଲୁଛି। ଭିଡିଓରେ ସ୍ବାଇଁ କହିଛନ୍ତି ଯେ, ‘ବିଧାୟକ ସମୀର…

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ ଟିକେଟ ଦେଇଛି। ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାଙ୍କୁ ସଂରକ୍ଷଣ ଦେବାକୁ ବିଜେଡି ଜାତୀୟ ସ୍ତରରେ…

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ସମସ୍ତ ୧୪୭ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?