Home

ଲଜ୍ଜାଜନକ ରେକର୍ଡ ଲିଷ୍ଟରେ ସାମିଲ ହେଲେ ବିରାଟ କୋହଲି

ଆଡିଲେଡ,୨୪।୧୦:ଭାରତ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚ୍‌ରେ ୨ ଉଇକେଟରେ ପରାସ୍ତ ହୋଇଛି। ଏହି ହାଇଭୋଲଟେଜ ମ୍ୟାଚ୍‌ରେ ସବୁଠାରୁ ଚର୍ଚ୍ଚିତ ଘଟଣା ଥିଲା ବିରାଟ କୋହଲିଙ୍କ ଲଗାତାର ଦ୍ୱିତୀୟଥର ପାଇଁ ଶୂନରେ ଆଉଟ ହେବା। ଏକଦା ରନ ମେସିନ ଭାବରେ ଜଣାଶୁଣା…

ବିକାଶରେ ବାଧକ ସାଜିଛି ଗୁଡ଼ାଙ୍ଗଘାଟି: ପ୍ରାଥମିକ ଶିକ୍ଷାରୁ ପିଲାଙ୍କ ପାଠପଢା ଠପ୍‌

ଭବାନୀପାଟଣା,୨୪ା୧୦(ଉତ୍ତମ କୁମାର ଦାଶ):ସରକାର ବଦଳିଛି, ମାତ୍ର କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳର ବାସ୍ତବ ଚିତ୍ରରେ କୌଣସି ପରିବର୍ତ୍ତନ ଆସିଲା ନାହିଁ। ରାସ୍ତା ନ ଥିବାରୁ ବିକାଶ ଅପହଞ୍ଚ ହୋଇରହିଛି। ପୂର୍ବରୁ ଯେଉଁ ସମସ୍ୟା ଥିଲା ଆଜି ମଧ୍ୟ ସମାନ ଅବସ୍ଥା। ଲୋକଙ୍କ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଅଣ୍ଡା ଖାଉ ନ ଥିବା ପିଲାଙ୍କୁ ମିଳିବ..

ଭୁବନେଶ୍ୱର,୨୪ା୧୦(ସୁଚିସ୍ମିତା ସାହୁ):ସ୍କୁଲ ମଧ୍ୟାହ୍ନଭୋଜନରେ ଅଣ୍ଡା ଖାଉ ନ ଥିବା ପିଲାଙ୍କୁ ଫଳ ଦିଆଯିବ। ପିଏମ୍‌ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ଯେଉଁ ପିଲାମାନେ ବିଦ୍ୟାଳୟରେ ଅଣ୍ଡା ଖାଉନାହାନ୍ତି କିମ୍ବା ନିରାମିଷ ଖାଉଥିବା ପିଲାଙ୍କୁ ଅଣ୍ଡା ମୂଲରେ ଫଳ ଖାଇବାକୁ ଦିଆଯିବ।…

ଘୂର୍ଣ୍ଣିବଳୟ ସକ୍ରିୟ, ୪ଦିନ ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୪ା୧୦(ବନ୍ଦନା ସେଠୀ):ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ଏବଂ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୧ ଲକ୍ଷ ନିଯୁକ୍ତି, ଜାଣନ୍ତୁ କେମିତି

ଭୁବନେଶ୍ୱର,୨୪।୧୦(ଅନୁରାଧା ମହାରଣା/ସୁନିତ୍‌ ମିଶ୍ର):ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡ଼ିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଏହାଦ୍ୱାରା ରାଜ୍ୟରେ ୧ ଲକ୍ଷରୁ ଅଧିକ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ରାଜ୍ୟ ସରକାର ମଧ୍ୟ ଏହି…

ନଦୀ ତଟରେ ପଡ଼ିଛି ଅଜଣା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତି ଦେଖି…

ଗଞ୍ଜାମ,୨୩ା୧୦(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଋଷିକୂଲ୍ୟା ନଦୀ ତଟରେ ପଙ୍କାଳ ନିକଟରେ ଗୁରୁବାର ସନ୍ଧ୍ୟାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଜବତ ହୋଇଛି। ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ହତ୍ୟାକରି ଫିଙ୍ଗି ଦିଆଯାଇଥିବାର ସନ୍ଦେହ କରାଯାଉଛି। ଖବର…

ଭୁଶୁଡ଼ିଲା ଆୟୁର୍ବେଦିକ ଇନ୍‌ଷ୍ଟିଚ୍ୟୁଟ୍‌ର ଗେଟ୍‌ ଛାତ

ଭୁବନେଶ୍ୱର,୨୩ା୧୦: ସମ୍‌ ହସ୍ପିଟାଲ ନିକଟରେ ଥିବା ଏକ ଆୟୁର୍ବେଦିକ ଇନ୍‌ଷ୍ଟିଚ୍ୟୁଟର ଗେଟ୍‌ ଛାତ ଗୁରୁବାର ଭୁଶୁଡ଼ି ପଡ଼ିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ଆଜି ସନ୍ଧ୍ୟାରେ ଉକ୍ତ ଗେଟ୍‌ ଛାତ ପଡ଼ିଥିବାବେଳେ ରାତିରେ ହିଁ ଭୁଶୁଡ଼ି ପଡ଼ିଛି। ସୌଭାଗ୍ୟ ବଶତଃ ଏଥିରେ…

ରାଜନୀତିକରଣ ହେବ ନାହିଁ ଶିକ୍ଷାନୁଷ୍ଠାନ: ବିଧାୟକ

ଭଞ୍ଜନଗର,୨୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାଲେରୀ ଉଚ୍ଚ ବିଦ୍ୟାଳୟରେ ଗୁରୁବାର ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ…

ବ୍ରିଜ୍‌ ତଳକୁ ଖସିଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ

ଦିଗପହଣ୍ଡି,୨୩ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମ ନିକଟରେ ଥିବା ଘୋଡ଼ାହାଡ଼ ନଦୀ ବ୍ରିଜ୍‌ ତଳକୁ ଖସି ଜଣେ ବାଇକ୍‌ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ପାଟପୁର ଥାନା ସାନଖେମୁଣ୍ଡି ବ୍ଳକ ଧରମପୁର ଗ୍ରାମର…

କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପରିଚାଳନା ସମିତି ସଭାପତି-ସଦସ୍ୟଙ୍କ ନିଲମ୍ବନ ଆଦେଶ ସ୍ଥଗିତ

କେନ୍ଦୁଝର/ହାଟଡିହୀ,୨୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ): କେନ୍ଦୁଝର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପରିଚାଳନା ସମିତିର ସଭାପତି ଏବଂ ସମସ୍ତ ସଦସ୍ୟଙ୍କୁ ନିଲମ୍ବନ ପାଇଁ ଜାରି ହୋଇଥିବା ଆଦେଶ ଉପରେ ମାନ୍ୟବର ଓଡ଼ିଶା ହାଇକୋର୍ଟ ଗୁରୁବାର ସ୍ଥଗିତାଦେଶ ଜାରି କରିଛନ୍ତି। ଏହା ଆସନ୍ତା ଅକ୍ଟୋବର ୩୧…

ସଂସ୍କୃତ ବିଦ୍ୟାଳୟରେ ନିଯୁକ୍ତି ପାଇବେ ଅତିଥି ଫ୍ୟାକଲ୍ଟି, ଜାଣନ୍ତୁ କେମିତି କରିବେ ଆବେଦନ…

ଭୁବନେଶ୍ୱର,୨୩ା୧୦: ଅତିଥି ଫ୍ୟାକଲ୍ଟି ନିଯୁକ୍ତି ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଛି। ୪୮୮ ଓ ୬୬୨ ବର୍ଗ, ସଂସ୍କୃତ ବିଦ୍ୟାଳୟରେ ନିଯୁକ୍ତି ପାଇଁ ଏହି ନିର୍ଦ୍ଦେଶାବଳୀ ଜାରି ହୋଇଛି। ଅବସରପ୍ରାପ୍ତ ଶିକ୍ଷାବିତ୍‌ଙ୍କୁ ଅତିଥି ଫ୍ୟାକଲ୍ଟି ଭାବେ ନିଯୁକ୍ତି ଦିଆଯାଇପାରିବ।…

ରାସ୍ତାକୁ ମାଡ଼ି ଆସିଲାଣି ଲଟାବୁଦା, ପ୍ରଶାସନ ନିଷ୍କ୍ରିୟ

ଗଞ୍ଜାମ,୨୩ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ତ୍ରିବେଣୀ ମଠ ଛକଠାରୁ ପୁଇଁତୋଳା ଗ୍ରାମକୁ ସଂଯୋଗ ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଦେଖିବାକୁ ମିଳିଛି। ରାସ୍ତାର ଉଭୟ ରାସ୍ତା ପାର୍ଶ୍ୱ ଉପରକୁ ଲଟାବୁଦା ମାଡ଼ି ରାସ୍ତା ଏକ ପ୍ରକାର ସଂକୁଚିତ ହୋଇପଡ଼ିଲାଣି। ଏଥିସହ ରାସ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri