Home

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟକୁ ନେଇ…

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି ସୀମା। ସୂଚନାଥାଉ କି, ଗତକାଲି ରାତିରେ ବିଜେଡିରୁ ଇସ୍ତଫା ଦେଇଥିଲେ…

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ତଥା ରାଜ୍ୟର ଅନେକ ତୁଙ୍ଗ ନେତାଙ୍କ ସହ…

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଓ ଶେରଗଡ଼ ବସଷ୍ଟାଣ୍ଡ ନିକଟରେ ୨ଟି ଦଳୀୟ…

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି। ଅରୁଣ କୁମାରଙ୍କ ସହ ପୂର୍ବତନ ବିଧାନ ପରିଷଦ ଅଜୟ ଆଲମାସ୍ତ ମଧ୍ୟ ବିଏସପି ସଦସ୍ୟତା…

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବେଜୟନ୍ତୀରେ ଚାପ ଖେଳିବେ ମହରପ୍ରଭୁଙ୍କ ଚଳନ୍ତି ପ୍ରତିମା। ଏଥିପାଇଁ…

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ ନବମୀ ଉତ୍ସବରେ ସାମ୍ପ୍ରଦାୟିକ ହିଂସା ଘଟିଥିଲା। ଏପ୍ରିଲ ୧୭ରେ ରାମ ନବମୀ ଶୋଭାଯାତ୍ରାରେ ମୁର୍ସିଦାବାଦରେ…

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀ । ସେ କହିଛନ୍ତି, ରାସେଶ୍ୱରୀଙ୍କ ଇସ୍ତଫା ଦଳ ପାଇଁ…

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପୁଣି ଥରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସଦ୍ୟତମ ମାମଲାରେ, ଦିଲ୍ଲୀର ରାଉଜ ଆଭେନ୍ୟୁ…

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ଆର ଟି ଓ କାର୍ଯ୍ୟାଳୟ ସମ୍ମୁଖରୁ ଏକ ବିଶାଳ…

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପଡାଲଙ୍କ ସହ ପ୍ରିତମ ପାଢ଼ୀ, ଗୁପ୍ତ…

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ ଭୁବନେଶ୍ୱର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ସୋମବାର ରାଜଧାନୀର ତାପମାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?