Home

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ କାର୍ଯ୍ୟାଳୟ ଭିତରେ ପ୍ରବଳ ହୋହଲ୍ଲା ପରିସ୍ଥିତି ଦେଖିବାକୁ ମିଳିଛି। ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଯାହାକୁ ପ୍ରାର୍ଥୀ…

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି। ତାଙ୍କ ବାପ ଘରଠାରୁ ଆରମ୍ଭ କରି ଶାଶୁ ଘର ପର୍ଯ୍ୟନ୍ତ ସମସ୍ତେ ରାଜନୈତିକ ପରିବାରର।…

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା ସୀମାରାଣୀ ନାଏକ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି। ଉକ୍ତ ଇସ୍ତଫାପତ୍ରରେ ସେ ବ୍ୟକ୍ତିଗତ…

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ ପାଦ୍ରିଙ୍କ ସହ ଛୁରାମାଡ଼ ଘଟଣାର ଭିଡିଓ ହଟାଇ ନ ଥିବାରୁ ଆଲବାନ ମସ୍କ ଉପରେ…

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ ବନାମ ଆରଆର ମ୍ୟାଚ ଆରମ୍ଭ ପୂର୍ବରୁ ଚାହଲ ୧୫୨ ମ୍ୟାଚରେ ୧୯୯ ଉଇକେଟ ନେଇଥିଲେ…

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ ସ୍କୋର କରିବା ପରେ ଅରେଞ୍ଜ କ୍ୟାପ ପାଇଁ ରେସ୍‌ରେ ଆଗୁଆ ଅଛନ୍ତି। ଏହା ପରେ…

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ ୯ ଚୌକା ଓ ୭ ଛକା ମାରିଥିଲେ। ଜୟସ୍ବାଲଙ୍କ ଚମତ୍କାର ଶତକ ଆଧାରରେ ରାଜସ୍ଥାନ…

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି ପ୍ରାର୍ଥୀ ଘୋଷଣା କରିଛି। ଫଳରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ନିରାଶ…

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ ନିଜର ଶତପ୍ରତିଶତ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିନାହାନ୍ତି, ତଥାପି ତାହାର ପାଖାପାଖି ପହଞ୍ଚିଲେଣି।…

ବିଶ୍ୱରଞ୍ଜନଙ୍କୁ ଟିକେଟ, ପଦ୍ମ ଧରିପାରନ୍ତି ସୁନନ୍ଦା

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୩ା୪:ଯାଜପୁର ଜିଲାର ବରୀ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ବିଧାୟିକା ସୁନନ୍ଦା ଦାସଙ୍କୁ ବିଜେଡି ବାଦ୍‌ ଦେଇ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି। ଏନେଇ ସୁନନ୍ଦା ଗଭୀର ଅସନ୍ତୋଷ…

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଚାଲୁ ରଖିଥିବା ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଟିକେଟ…

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥିଙ୍କ ବିଜୟ ପାଇଁ କାର୍ଯ୍ୟ କରିବେ। ଚଳିତ ନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?