Home

ବିଶ୍ୱରଞ୍ଜନଙ୍କୁ ଟିକେଟ, ପଦ୍ମ ଧରିପାରନ୍ତି ସୁନନ୍ଦା

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୩ା୪:ଯାଜପୁର ଜିଲାର ବରୀ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ବିଧାୟିକା ସୁନନ୍ଦା ଦାସଙ୍କୁ ବିଜେଡି ବାଦ୍‌ ଦେଇ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି। ଏନେଇ ସୁନନ୍ଦା ଗଭୀର ଅସନ୍ତୋଷ…

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଚାଲୁ ରଖିଥିବା ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଟିକେଟ…

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥିଙ୍କ ବିଜୟ ପାଇଁ କାର୍ଯ୍ୟ କରିବେ। ଚଳିତ ନିର୍ବାଚନରେ…

ନିଦ ହଜାଇଲେଣି ସାଇବର ଅପରାଧୀ

ଭୁବନେଶ୍ୱର,୨୩।୪ (ସୂର୍ଯ୍ୟକାନ୍ତ ବେହେରା):ବାରମ୍ବାର ସଚେତନତା ସତ୍ତ୍ୱେ ଦିନକୁ ଦିନ ଠକାମିର ଶିକାର ହେଉଛନ୍ତି ଲୋକେ। ବିଭିନ୍ନ କୌଶଳ ଆପଣାଇ ଲୁଟୁଛନ୍ତି ସାଇବର ଅପରାଧୀ। କେତେବେଳେ ହ୍ବାଟ୍‌ସଆପ ଡିପିରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ଫଟୋ ଲଗାଇ ଡରାଇ ଧମକାଇ ଟଙ୍କା ମାଗୁଛନ୍ତି ତ…

ଉଠାଦୋକାନୀଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ଅପରାଜିତା

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ଓଡ଼ିଶାକୁ ବିଶ୍ୱ ଦରବାରରେ ପ୍ରସିଦ୍ଧ କରିବା ପାଇଁ ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହୋଇଥିଲା ହକି ବିଶ୍ୱକପ୍‌। ସେହି ସମୟରେ ଉଠାଦୋକାନୀ ଆଇନ ଓ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ନ ମାନି ବିଏମ୍‌ସି କର୍ତ୍ତୃପକ୍ଷ ସମସ୍ତ ଉଠାଦୋକାନୀଙ୍କୁ…

ରତନ ଟାଟାଙ୍କୁ ସମ୍ମାନଜନକ ‘କିସ୍‌ ହ୍ୟୁମାନିଟାରିଆନ ସମ୍ମାନ’

ଭୁବନେଶ୍ୱର, ୨୩।୪(ଅସମାପିକା ସାହୁ):ସାମାଜିକ ବିକାଶ ପ୍ରତି ପ୍ରତିବଦ୍ଧତା ଓ କର୍ପୋରେଟ ନେତୃତ୍ୱ କ୍ଷେତ୍ରରେ ବଳିଷ୍ଠ ଅବଦାନ ଲାଗି ଶିଳ୍ପପତି, ସାମାଜିକ କର୍ମୀ ତଥା ଟାଟାଗ୍ରୁପ୍‌ ଚେୟାରମ୍ୟାନ ଏମେରିଟସ୍‌ ରତନ ଟାଟାଙ୍କୁ ସମ୍ମାନଜନକ ‘କିସ୍‌ ହ୍ୟୁମାନିଟାରିଆନ ସମ୍ମାନ-୨୦୨୧’ ପ୍ରଦାନ କରାଯାଇଛି। ସୋମବାର ମୁମ୍ବାଇସ୍ଥିତ…

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ ପଡ଼ି ମିଥ୍ୟା ବୟାନ ଦେଉଥିବା କେଜ୍‌ରିଓ୍ବାଲ କହିଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ଜଡ଼ିତ…

ଦେଶର ଉତ୍ତପ୍ତ ସହର ଭୁବନେଶ୍ୱର

ଭୁବନେଶ୍ୱର,୨୩ା୪(ଅସମାପିକା ସାହୁ):ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ କଲବଲ କରୁଛି। ଗରମ ପବନ ବା ଝାଞ୍ଜିରେ ଦେହମୁଣ୍ଡ ପୋଡ଼ିଗଲା ଭଳି ଲାଗୁଛି। ଏପରିସ୍ଥିତିରେ ସୋମବାର ରାଜଧାନୀ ଭୁବନେଶ୍ୱରରେ ସର୍ବାଧିକ ଦିନ ତାପମାତ୍ରା ୪୩.୮ ଡିଗ୍ରୀ ସେଲସିୟସ୍‌ ଛୁଇଁଛି। ଏଥିସହ ଭୁବନେଶ୍ୱର ରାଜ୍ୟ ତଥା…

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ବୋଲି ଆକଳନ କରାଯାଇଛି। ପୂର୍ବ ରିପୋର୍ଟ ଅନୁଯାୟୀ, ପୂର୍ବ ତାଇୱାନର ହୁଆଲିଏନ…

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ ଶିକ୍ଷକ ନିଯୁକ୍ତି ହରାଇବାକୁ ଯାଉଥିବାବେଳେ ସେମାନଙ୍କୁ ୧୨ ପ୍ରତିଶତ ସୁଧ ସହ ବେତନ ଫେରାଇବାକୁ…

ଅଧିକ ଖରା, ରୋଗ ଆଶଙ୍କା

ଭୁବନେଶ୍ୱର, ୨୩ା୪(ଅସମାପିକା ସାହୁ):ସାରା ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରା ଓ ତାତି ଯୋଗୁ ଏବେ ସୂର୍ଯ୍ୟ କିରଣରେ ଅତି ବାଇଗଣି ରଶ୍ମି (ୟୁଭି)ର ମାତ୍ରା ୧୨ ରହୁଛି। ୟୁଭି ସ୍ତର ୧୧ ରୁ ଅଧିକ ଥିବା…

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି ବଦଳାଇଛି। ଯେଉଁଥିପାଇଁ ଲୋକମାନେ ବର୍ତ୍ତମାନ ପଢ଼ିବାରେ କ୍ୱଚିତ୍‌ ବହି ବ୍ୟବହାର କରୁଛନ୍ତି। ତେଣୁ ପୁସ୍ତକଗୁଡ଼ିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?