୪ ବିଧାୟକଙ୍କ କଟିଲା ଟିକେଟ୍: ୬ରୁ ୫ ନୂଆମୁହଁ
ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା ୬ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ ମୁହଁ ଦେଖିବାକୁ ମିଳିଛି। କାକଟପୁରରୁ ତୁଷାରକାନ୍ତି ବେହେରାଙ୍କ…
ଶିକାର ପାଇଁ ଅଭୟାରଣ୍ୟରେ ନିଆଁ
ହାଟଡିହୀ,୨୨l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ଟି ପଏଣ୍ଟରେ ଲାଗିଛି ନିଆଁ। ନିଆଁ ଅତି ବ୍ୟାପକ ହୋଇନି। ଗଛରୁ ଝଡି ତଳେ ପଡ଼ିଥିବା ଶୁଖିଲା ପତ୍ରରେ କେହି ନିଆଁ ଲଗାଇ ଦେଇଛନ୍ତି। ଏହି ନିଆଁ ଲିଭାଇବା ପାଇଁ…
ରାଜ୍ୟ ଭାଜପାର ସଂକଳ୍ପପତ୍ର ଜାରି: ମୋଦି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ
ଭୁବନେଶ୍ୱର,୨୨।୪: ରାଜ୍ୟ ଭାଜପା ପକ୍ଷରୁ ସୋମବାର ସଂକଳ୍ପପତ୍ର ଜାରି କରାଯାଇଛି। ଭାଜପା କାର୍ଯ୍ୟାଳୟରେ ମୋଦି ଗ୍ୟାରେଣ୍ଟି ସଂକଳ୍ପପତ୍ର ଲୋକାର୍ପିତ ହୋଇଛି। ଏହାକୁ ଲୋକାର୍ପଣ କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ଏହି ମୋଦି ଗ୍ୟାରେଣ୍ଟି ଓଡ଼ିଆ ସଂକଳ୍ପପତ୍ରକୁ ଘରେ ଘରେ…
ପାରାଦୀପରେ ନିର୍ଣ୍ଣାୟକ ହୋଇପାରନ୍ତି କଂଗ୍ରେସ ଭୋଟର
ଜଗତ୍ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭିନ୍ନ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ବିଜେଡିରେ ମିଶିଛନ୍ତି। ତାଙ୍କ ସ୍ଥାନ ପୂରଣ ପାଇଁ କଂଗେସର ମଙ୍ଗ ଧରିଛନ୍ତି ନାଉଗାଁ ବ୍ଲକ ଅଞ୍ଚଳର ଯୁବନେତା ନିରଞ୍ଜନ ନାୟକ…
ଭାଜପା, ବିଜେଡିକୁ ଘାରିଛି ବିଦ୍ରୋହୀ ଚିନ୍ତା
ଯାଜପୁର,୨୨ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଲୋକ ସଭା ଓ ଏହା ଅଧୀନ ଜିଲାର ୭ ବିଧାନସଭା ଆସନରେ ଭୋଟ ଜୁନ୍ ୧ରେ ହେବାକୁ ଥିବାବେଳେ ମେ’ ମାସ ୭ରୁ ୧୪ ତାରିଖ ଯାଏ ପ୍ରାର୍ଥତ୍ପତ୍ର ଦାଖଲ ହେବ। ହେଲେ ଏ ଯାଏ ସବୁ ଆସନରେ…
ବିଜେଡିକୁ ଶକ୍ତ ଝଟ୍କା: ଦଳ ଛାଡିଲେ ଜିଲାପରିଷଦ ସଭାପତି
ଭୁବନେଶ୍ୱର,୨୨।୪: ନିର୍ବାଚନ ଯେତେ ପାଖେଇ ଆସୁଛି, ନେତାଙ୍କ ମଧ୍ୟରେ ଦଳବଦଳ ଜାରି ରହିଛି। ଏହି କ୍ରମରେ ବିଜେଡିକୁ ସୋମବାର ବଡ଼ ଝଟ୍କା ଲାଗିଛି। କେନ୍ଦ୍ରାପଡ଼ା ଜିଲାପରିଷଦ ସଭାପତି ଗୀତାଞ୍ଜଳି ସେଠୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର…
ବଢୁଛି ଆଳୁ ଦର, ଚିନ୍ତାରେ ଖାଉଟି
କେନ୍ଦ୍ରାପଡ଼ା, ୨୨ା୪ (ଜଗନ୍ନାଥ ଧଳ):ଆଳୁ ଦର ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ାରେ ଗତ ସପ୍ତାହରେ ଆଳୁ କେଜି ପ୍ରତି ୨୦ଟଙ୍କା ଥିଲା। ଏବେ ବଜାର ଦର ୨୮କୁ ଛୁଇଁଛି। ଅମଳ ସମୟରେ ଏହି ସ୍ଥିତି ଥିବାବେଳେ ଆସନ୍ତା ନଭେମ୍ବର, ଡିସେମ୍ବରକୁ କେଜି ପ୍ରତି…
ଇତିହାସ ରଚିଲେ ଭାରତର ଡି. ଗୁକେଶ: ୪୦ ବର୍ଷର ରେକର୍ଡ ଭାଙ୍ଗିଲେ
ଟରଣ୍ଟୋ,୨୨।୪: ଭାରତର ଡି ଗୁକେଶ ୧୭ ବର୍ଷ ବୟସରେ କ୍ୟାଣ୍ଡିଡେଟ୍ସ ଚେସ୍ ଟୁର୍ନାମେଣ୍ଟ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଏହି ବିଜୟ ସହିତ ଗୁକେଶ ପ୍ରାର୍ଥୀ ଚେସ ଟୁର୍ନାମେଣ୍ଟରେ ବିଶ୍ୱ ଚାମ୍ପିୟନ ହେବାରେ ସର୍ବକନିଷ୍ଠ ଖେଳାଳି ହୋଇଥିଲେ। ଏହା ସହିତ ଭାରତୀୟ…
LLB ଷଷ୍ଠ ସେମିଷ୍ଟର ପେପର୍-୧ ପରୀକ୍ଷା ବାତିଲ
କଟକ,୨୨।୪: LLB ଷଷ୍ଠ ସେମିଷ୍ଟରର ପେପର୍-୧ ପରୀକ୍ଷା ବାତିଲ ହୋଇଯାଇଛି। ସିଲାବସ୍ ବାହାରୁ ପ୍ରଶ୍ନପତ୍ର ଆସିବା ଅଭିଯୋଗରେ ପରୀକ୍ଷା ବାତିଲ ହୋଇଥିବା ଜଣାପଡିଛି। ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଅଧୀନ ୨୮ କଲେଜ୍ ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତପକ୍ଷଙ୍କ ପକ୍ଷରୁ ସୂଚନା…
ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ
ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ ହେଉଛି। ବିଜେଡିରୁ ରମେଶ ଚନ୍ଦ୍ର ବେହେରା, କଂଗ୍ରେସରୁ ନକୁଳ ନାଏକ ଏବଂ ଭାଜପାରୁ ରାଘବ…
ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ
କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର ସମୟରେ କୁଚିଣ୍ଡାର ବହମୁଖି ବିକାଶ ହୋଇଥିବା କହିଥିଲେ। ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ତଥା…
ପୃଥିବୀର ନିକଟତର ଡେଭିଲ୍ ଧୂମକେତୁ: ୭୧ ବର୍ଷ ପରେ ବିରଳ ସଂଯୋଗ
ମୁମ୍ବାଇ,୨୨ା୪:ଡେଭିଲ ଧୂମକେତୁ ଭାବେ ପରିଚିତ ‘୧୨ପି/ପୋନ୍ସ-ବ୍ରୁକ୍ସ’ ରବିବାର ପୃଥିବୀର ନିକଟତର ହୋଇଛି। ୭୧ ବର୍ଷ ପରେ ଘଟିଥିବା ଏହି ବିରଳ ସଂଯୋଗ ଭାରତୀୟ ତଥା ବିଶ୍ୱର ବୈଜ୍ଞାନିକମାନଙ୍କୁ ରୋମାଞ୍ଚତ୍ତ କରିଛି। ସୂର୍ଯ୍ୟଙ୍କୁ ପରିକ୍ରମା କରୁଥିବା ଏହି ଧୂମକେତୁ ମାର୍ଚ୍ଚ ପ୍ରଥମ ଭାଗରୁ…

