Home

ଇସ୍ତଫା ଦେଲେ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୧।୪: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରି ଟିକେଟ କାଟିବା ଦେବା ପରେ ସେ ଅସନ୍ତୁଷ୍ଟ ଥିଲେ। ଗତ ବର୍ଷ ସେପ୍ଟେମ୍ବର ମାସରେ ପ୍ରବୋଧ କଂଗ୍ରେସରେ ସାମିଲ ହୋଇଥିଲେ।…

ଗ୍ରୀନ୍‌ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଲା ଆରସିବି: ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୨୧।୪: ଇଣ୍ଡିଆନ ପ୍ରିମିୟର ଲିଗ ଫ୍ରାଞ୍ଚାଇଜ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରତିବର୍ଷ ଗ୍ରୀନ୍‌ ଜର୍ସି ପିନ୍ଧି ଟୁର୍ନାମେଣ୍ଟର ଗୋଟିଏ ମ୍ୟାଚ ଖେଳେ। ଆଜି କେକେଆର ବିପକ୍ଷରେ ଖେଳାଯାଉଥିବା ମ୍ୟାଚରେ ବେଙ୍ଗାଲୁରୁ ଦଳ ଗ୍ରୀନ୍‌ ଜର୍ସିରେ ଖେଳୁଛି। ଏହି ଜର୍ସି ପଛରେ…

କୋହଲିଙ୍କ ବ୍ୟାଟ୍‌ ଭାଙ୍ଗିଦେଲେ ରିଙ୍କୁ ସିଂ: ପୁଣି ମାଗିବାରୁ ମିଳିଲା ଏମିତି ପ୍ରତିକ୍ରିୟା

କୋଲକାତା,୧।୪: କୋଲକାତାର ଇଡେନ ଗାର୍ଡେନ୍ସରେ କେକେଆର୍‌ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ଏବଂ ବିରାଟ କୋହଲିଙ୍କ ମଧ୍ୟରେ ଏକ ମଜାଦାର ବାର୍ତ୍ତାଳାପ ହୋଇଥିଲା। ଏହି ବାର୍ତ୍ତାଳାପ ଏତେ ମଜାଦାର ଥିଲା ଯେ, ଏହା ଟିକିଏ ଅସହଜ ଅନୁଭବ ଲାଗିଲା। ରିଙ୍କୁ ସିଂ କୋହଲିଙ୍କଠାରୁ…

ଭାଜପାକୁ ସମର୍ଥନ ଘୋଷଣା କଲେ ମେଗାଷ୍ଟାର ଚିରଞ୍ଜୀବି

ହାଇଦ୍ରାବାଦ୍‌,୨୧।୪: ଆନ୍ଧ୍ରପ୍ରଦେଶରେ ଭାଜପାକୁ ଏକ ଖୁସି ଖବର ମିଳିଛି। ଏଠାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଏନଡିଏ)କୁ ଶକ୍ତି ବୃଦ୍ଧି କରିବା ପାଇଁ ମେଗାଷ୍ଟାର ଚିରଞ୍ଜିବୀ ଟିଡିପି-ଜନସେନା-ଭାଜପା ସହଯୋଗୀ ଦଳକୁ ସମର୍ଥନ କରିଛନ୍ତି। ୨୦୧୪ରେ…

ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୧।୪:ଲୋକ ସଭା ନିର୍ବାଚନ ମଧ୍ୟରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ହଠାତ୍ ଅସୁସ୍ଥ ହୋଇପଡିଛନ୍ତି। ସେ ରବିବାର ରାଞ୍ଚିରେ ଆୟୋଜିତ ‘ଇଣ୍ଡିଆ’ ମିଳିତ ମେଣ୍ଟର ରାଲିରେ ଯୋଗଦେବେ ନାହିଁ। କେବଳ ଏତିକି ନୁହେଁ,ମଧ୍ୟପ୍ରଦେଶର ସତ୍ୟନାରେ ଅନୁଷ୍ଠିତ ହେବାକୁ ଥିବା ରାହୁଲଙ୍କ ରାଲିରେ…

୨୫ରେ ଓଡ଼ିଶା ଆସିବେ ଶାହା

ଭୁବନେଶ୍ୱର,୨୧ା୪: ଆସନ୍ତା ୨୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବେ। ଏନେଇ ସୂଚନା ଦେଇଛନ୍ତି ଭାଜପାର ଉପସଭାପତି ଗୋଲକ ମହାପାତ୍ର। ୨୫ ତାରିଖ ଅପରାହ୍ନରେ ଶାହା ସୋନପୁରରେ ପହଞ୍ଚି ଏକ ସମାବେଶରେ ସମ୍ବୋଧନ ଦେବେ। ପରେ ଭୁବନେଶ୍ୱରରେ…

ଏପ୍ରିଲ ୨୫ରୁ ରାଜ୍ୟରେ ଖରାଛୁଟି

ଭୁବନେଶ୍ୱର,୨୧ା୪: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଖରାଛୁଟି କରାଯିବ। ଏନେଇ ରାଜ୍ୟ ସରକାର ରବିବାର ଘୋଷଣା କରିଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର…

ବିଶ୍ୱ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ କରୁଛି ଭାରତ: ମୋଦି

ନୂଆଦିଲ୍ଲୀ,୨୧ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତି, ବିଶ୍ୱ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ତଥା ଏହାର ସାଂସ୍କୃତିକ ଭାବମୂର୍ତ୍ତି ମଧ୍ୟ ଭାରତ ସତ୍ୟ ଏବଂ ଅହିଂସା ମନ୍ତ୍ର ଉପସ୍ଥାପନ କରୁଛି। ପ୍ରଭୁ ମହାବୀରଙ୍କ ୨୫୫୦ ତମ ନିର୍ବାଣ ମହୋତ୍ସବ ଅବସରରେ…

କଣ୍ଟାବାଞ୍ଜିରୁ ଲଢିବେ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ, ପ୍ରଥମେ ଲଢିଥିଲେ…

ଭୁବନେଶ୍ୱର,୨୧।୪: ବାଜି ସାରିଛି ୨୦୨୪ ନିର୍ବାଚନର ବିଗୁଲ। ଆରମ୍ଭ ହୋଇଛି ଗଣତନ୍ତ୍ରର ବଡ଼ପର୍ବ। ଏଥିପାଇଁ ରାଜ୍ୟରେ ମଇଦାନକୁ ଓହ୍ଲାଇଲେଣି ପ୍ରମୁଖ ତିନ ଦଳ। ତେବେ ଆଉ ଥରେ ଶାସନ କ୍ଷମତାକୁ ଫେରିବା ପାଇଁ ଲୋକ ସଭା ବିଧାନସଭାରେ ହେଭିଓ୍ବେଟଙ୍କୁ ଟିକେଟ୍‌ ଦେଇଛି…

ଘର ଭାଙ୍ଗିଲା, ଧାନ ଚାଉଳ ଖାଇ ନଷ୍ଟ କଲା ଗୋଠଛଡ଼ା ଦନ୍ତା

ପାଟଣା,୨୧ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌କୁ ଶନିବାର ବିଳମ୍ବିତ ରାତିରେ ଘଟଗାଁ ରେଞ୍ଜରୁ ଗୋଠଛଡ଼ା ଦନ୍ତା ହାତୀ ପ୍ରବେଶ କରିଛି। ମଲ୍ଲୀପଶି ବିଟ୍‌ ବଡ଼ ଧନୁର୍ଜୟପୁର ଗ୍ରାମର ଟୁନା ମାଝିଙ୍କ ଖପର ଘର କାନ୍ଥ ଭାଙ୍ଗିବା ସହ…

ମା’ଙ୍କ ଆଶୀର୍ବାଦ ନେଇ ପ୍ରଚାରକୁ ବାହାରିଲେ ଅଖିଳ

କେନ୍ଦୁଝର,୨୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଅଖିଳ ନାୟକ ରବିବାର ଘଟଗାଁ ମା’ ତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କରି ବିଧିବଦ୍ଧ ଭାବେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ପୂର୍ବତନ ଜିଲା ସଭାପତି ରାଧାକାନ୍ତ ମହାନ୍ତ, ବିରଜା ମିଶ୍ର,…

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ, ସୁରେଇ ନିହାତି ଦେଖିବାକୁ ମିଳୁଥିଲା। କ୍ରମେ ଯେତେବେଳେ ଫ୍ରିଜ୍‌ର ଚାହିଦା ବଢିଲା ଲୋକେ ମାଠିଆ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?