ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ! ବିରୋଧୀ ହେଉଛନ୍ତି ସଜବାଜ
ନୂଆଦିଲ୍ଲୀ,୯।୨: ବିରୋଧୀ ଦଳ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ସୂତ୍ରରୁ ଜଣାପଡିଛି ଯେ, ବିରୋଧୀ ଦଳ ନେତାମାନେ କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ସେମାନେ କହିଛନ୍ତି ଯେ, ଯଦି ବିରୋଧୀ…
ବଡ଼ ସଙ୍କେତ ଦେଲେ ସୁର: ଆମ ପାଖରେ ପଇସା ଅଛି, ଜଟଣୀରୁ ନିର୍ବାଚନ…
ଭୁବନେଶ୍ବର,୯।୨: ପୁଣି ନିର୍ବାଚନ ଲଢ଼ିବେ ସୁର ରାଉତରାୟ । ଏନେଇ ଆଜି ସେ ଗଣମାଧ୍ୟମକୁ ପ୍ରକିକ୍ରିୟା ଦେଇ ଘୋଷଣା କରିଛନ୍ତି । ଲୋକେ ଚାହିଁଲେ କଂଗ୍ରେସ ଟିକେଟରୁ ଲଢ଼ିବି ବୋଲି ସେ କହିଛନ୍ତି । ୨୦୨୪ ନିର୍ବାଚନରେ ଜଟଣୀରୁ ହାରିଥିଲା କଂଗ୍ରେସ…
ଅଷ୍ଟ୍ରେଲିଆର ଗର୍ବ ଭାଙ୍ଗିଲା ଭାରତ: କଲା ବଡ଼ କାରନାମା
ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ବିଜୟ ସହିତ ତା’ର ଅଭିଯାନ ଆରମ୍ଭ କରିଥିଲା। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ରେ ଭାରତ ଆମେରିକା ବିପକ୍ଷରେ ୨୯ ରନ୍ରେ ବିଜୟୀ ହୋଇ ଅନେକ ରେକର୍ଡ ସ୍ଥାପନ କରିଥିଲା। ICC ବିଶ୍ୱକପ୍ରେ…
ଧାନକିଣାରେ ଅଚଳାବସ୍ଥା: ମଣ୍ଡିରେ ପଡ଼ିଛି ଶହଶହ ଧାନବସ୍ତା, ଚିନ୍ତାରେ ଚାଷୀ
ପଟ୍ଟାମୁଣ୍ଡାଇ,୯ା୨(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାରେ ଜାନୁଆରୀରୁ ଧାନମଣ୍ଡି ଆରମ୍ଭ ହୋଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନକିଣା ସ୍ବାଭାବିକ ହେବା ନାଁ ଧରୁନି। କେତେକ ସମବାୟ ସମିତି ସମ୍ପାଦକ ମଣ୍ଡି ନ ଖୋଲି ମିଲରଙ୍କୁ ସିଧାସଳଖ ଧାନ ମପେଇବାକୁ ଚାଷୀଙ୍କୁ କହୁଛନ୍ତି। ଫଳରେ…
ରିଙ୍କୁ ସିଂଙ୍କ ବିବାହକୁ ନେଇ ଆସିଲା ବଡ଼ ଖବର, ପ୍ରିୟା ସରୋଜଙ୍କ ସହ ଏହି ଦିନ ପଡ଼ିବ ହାତଗଣ୍ଠି
ନୂଆଦିଲ୍ଲୀ,୯।୨: ଭାରତୀୟ କ୍ରିକେଟ ଦଳର ଷ୍ଟାର ବ୍ୟାଟସମ୍ୟାନ ରିଙ୍କୁ ସିଂ ଖୁବ୍ ଶୀଘ୍ର ପଡ଼ିଆ ବାହାରେ ଏକ ନୂତନ ଯାତ୍ରା ଆରମ୍ଭ କରିବେ। ଉତ୍ତର ପ୍ରଦେଶର ଜୌନପୁରର ସମାଜବାଦୀ ପାର୍ଟି ଏମପି ପ୍ରିୟା ସରୋଜଙ୍କ ସହ ତାଙ୍କର ବିବାହ ହେବ ।…
ଅଧରାତିରେ ସରକାରୀ ବିଦ୍ୟାଳୟରୁ ହେଉଥିଲା ଚାଉଳ ଚୋରି: ମାଡ଼ିବସିଲେ ଗାଁ ଲୋକେ, ଆଉ ତା’ପରେ…
ଲାଞ୍ଜିଗଡ଼,୯।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ସ୍ଥିତ ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟଠାରେ ସ୍କୁଲ ପାଚେରି ଭିତରେ ପ୍ରାୟ ୭ କୁଇଣ୍ଟାଲ ଚାଉଳ ଚୋରି କରିବା ଉଦ୍ୟମବେଳେ ସ୍ଥାନୀୟ ଲୋକେ ହଠାତ ଜମା ହୋଇଯିବାରୁ ଚୋର ଘଟଣାସ୍ଥଳରୁ ଫେରାର…
ଘରେ କେହି ନ ଥିବାବେଳେ ତିଦ୍ଦଦୀୟ ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ, ଡାକ୍ତରୀ ପରୀକ୍ଷା ପରେ…
ଗଜପତି,୯ା୨(ଗିରିଧାରୀ ପରିଛା): ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅଞ୍ଚଳରେ ଜଣେ ୭ ବର୍ଷର ତିବ୍ଦତୀୟ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ଘରେ ଅନୁପସ୍ଥିତ ଥିବା ଦେଖି ନାବାଳିକାଙ୍କୁ ବଳାତ୍କାର କରିଛନ୍ତି ଜଣେ ଓଡ଼ିଆ ନାବାଳକ।…
ବିପଦପୂର୍ଣ୍ଣ ଭାବେ ଓହଳିଛି: ଯାତାୟାତରେ ସମସ୍ୟା
ଦାରିଙ୍ଗବାଡି,୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଗ୍ରାମଠାରୁ ତେରବାଡି ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର ଆରପାରରେ ବିଦ୍ୟୁତ ତାର ତଳକୁ ଓହଳି ରହିଛି। ବିପଦପୂର୍ଣ୍ଣ ଭାବେ ରହିଥିବା ଏହି ବିଦ୍ୟୁତ ତାର…
‘World Cupରୁ ପଛଘୁଞ୍ଚା ଦେଉଛ, ହେଲେ କାହିଁକି…,’ ପାକିସ୍ତାନକୁ କାହିଁକି ଏମିତି ପ୍ରଶ୍ନ କଲେ Sourav Ganguly? ଜାଣନ୍ତୁ…
ନୂଆଦିଲ୍ଲୀ,୯।୨: ପୂର୍ବତନ ଭାରତୀୟ ଅଧିନାୟକ ଏବଂ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପାକିସ୍ତାନର T20 ବିଶ୍ୱକପରେ ଭାରତର ମ୍ୟାଚ ବର୍ଜନ ନିଷ୍ପତ୍ତି ଉପରେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ଫେବୃଆରୀ ୮ରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ସମୟରେ, ସୌରଭ ଗାଙ୍ଗୁଲି ICC ପୁରୁଷ…
ପରୀକ୍ଷା ପେ ଚର୍ଚ୍ଚାରେ ଛାତ୍ରୀଛାତ୍ରଙ୍କୁ ମୋଦି ଦେଲେ ବଡ଼ ଟିପ୍ସ, ଷ୍ଟାର୍ଟଅପ୍ କିପରି…
ନୂଆଦିଲ୍ଲୀ,୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର “ପରୀକ୍ଷା ପେ ଚର୍ଚ୍ଚା”ର ଦ୍ୱିତୀୟ ଅଧିବେଶନରେ ଛାତ୍ରଛାତ୍ରୀମାନଙ୍କ ସହିତ ଆଲୋଚନା କରିଥିଲେ। ସେ ଦେଶର ବିଭିନ୍ନ ରାଜ୍ୟର ଛାତ୍ରଛାତ୍ରୀମାନଙ୍କ ସହିତ କଥା ହୋଇଥିଲେ ଏବଂ ସେମାନଙ୍କର ପରୀକ୍ଷା ସମ୍ବନ୍ଧୀୟ ସମସ୍ୟା ଏବଂ ଚ୍ୟାଲେଞ୍ଜଗୁଡ଼ିକ ଶୁଣିଥିଲେ…
ମୋଦିଙ୍କ ମାଲେସିଆ ଗସ୍ତ ଶେଷ ପରେ ଚିନ୍ତାରେ ପଡିଲାଣି ପାକିସ୍ତାନ!
ନୂଆଦିଲ୍ଲୀ/ଇସଲାମାବାଦ,୯।୨: ପାକିସ୍ତାନ ନୌସେନା ମୁଖ୍ୟ ଆଡମିରାଲ ନାଭିଦ ଆଶ୍ରଫ ମାଲେସିଆ ଗସ୍ତ କରିଥିଲେ। ରୟାଲ ମାଲେସିଆନ ନୌସେନା ମୁଖ୍ୟାଳୟରେ ପହଞ୍ଚିବା ପରେ, ଆଡମିରାଲ ନାଭିଦ ଆଶ୍ରଫଙ୍କୁ ରୟାଲ ମାଲେସିଆନ ନୌସେନା ମୁଖ୍ୟ ଆଡମିରାଲ ଡକ୍ଟର ଜୁଲହେଲମି ବିନ ଇଣ୍ଟାନନ ସ୍ବାଗତ କରିଥିଲେ…
ରାଜଧାନୀର ୯ ସ୍କୁଲକୁ ବୋମା ଧମକ
ନୂଆଦିଲ୍ଲୀ,୯।୨: ସୋମବାର ସକାଳେ ରାଜଧାନୀ ଦିଲ୍ଲୀରେ ଆତଙ୍କ ଖେଳିଗଲା ଯେତେବେଳେ ସହରର ବିଭିନ୍ନ ଅଞ୍ଚଳର ନଅଟି ପ୍ରମୁଖ ସ୍କୁଲକୁ ବୋମା ଧମକ ଆସିଲା। ଏହି ଧମକପୂର୍ଣ୍ଣ କଲଗୁଡ଼ିକ ସକାଳ ୮ଟା ୩୦ ରୁ ୯ଟା ମଧ୍ୟରେ ଆସିଥିଲା, ଯାହା ଫଳରେ ସ୍କୁଲ…
Archives


