Home

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ରିପୋର୍ଟ ଅନୁଯାୟୀ, ମସ୍କଙ୍କ ଗସ୍ତ ସ୍ଥଗିତ ରଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଉଦ୍ଧାରଙ୍କ…

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର ୱାର୍ଡରେ ଗତକାଲି ସଫେଇ କର୍ମଚାରୀ ଗୋଲାପ ମାହାରଙ୍କ ମୃତ୍ୟୁ ପରେ ଆଜି କାମ ବନ୍ଦ…

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ସୋସିଆଲ ମିଡିଆ ଏକ୍ସ ଜରିଆରେ…

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ ଖେଳାଯାଇଥିଲା । ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। କିନ୍ତୁ…

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ଗଞ୍ଜାମ ଆଦି ଜିଲାରେ ଗ୍ରୀଷ୍ମ ପ୍ରବାହ ପ୍ରବଳ…

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଘଟିଯାଇଥିଲା। କାଲି ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ ଆଜି କୁ ମିଶାଇ ମୋଟ ୪ଜଣଙ୍କ…

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ ବନ ସୁରକ୍ଷା ସମିତି। ଏହାର ତଦନ୍ତ ନ ସରଣୁ ପୁଣି ସେକ୍ସନ ଅଧୀନ ନେଗିପାଲିରେ…

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ ବର୍ଗର ଗରିବ ଲୋକେ ମହୁଲ ସଂଗ୍ରହକୁ ସେମାନଙ୍କ ଏକ ଜୀବିକାଭାବେ ଗ୍ରହଣ କରି ଆସିଛନ୍ତି।…

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ସୁଯୋଗ ଦେଇଥିବାରୁ ତାଙ୍କୁ ଧନ୍ୟବାଦ ଜଣାଉଛି ା ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସମ୍ବଲପୁରବାସୀ ନିଶ୍ଚିତ ଭାବରେ…

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର ଜବାବ ରଖିଛନ୍ତି କୁଚିଣ୍ଡା ଭାଜପା ବିଧାୟକ ପ୍ରାର୍ଥୀ ରବି ନାଏକ। ସେ କହିଛନ୍ତି, ବିଜେଡି…

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ, ଶିକ୍ଷା, ଶିଶୁଙ୍କ ଖାଦ୍ୟ, ମା’ମାନଙ୍କ ପାଇଁ ଟଙ୍କା ପାଇଛୁ। ଦ୍ରୋହୀ ହେବୁ ନାହିଁ। ଆନ୍ଧ୍ର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?