Home

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ ଖବର ତୃତୀୟ ବିଶ୍ୱଯୁଦ୍ଧର ଭୟ ସୃଷ୍ଟି କରିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶୁକ୍ରବାର ସକାଳେ…

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ପ୍ରୋସିଡିଂ ଫାଇଲ କ୍ଲିଅର କରିବା…

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ ତାରିଖ ଥିବାରୁ ପୋଲିସ ଅଧିକାରୀ ଅମିତାଭ ମହାପାତ୍ର ହାଜର ହୋଇଛନ୍ତି। ସେହିପରି ଭର୍ତ୍ତୃହରି ମହତାବ…

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ଦୁନିଆର ସବୁଠାରୁ କନିଷ୍ଠ ମହିଳା ଜ୍ୟୋତି ଆମେ ନାଗପୁର ଆସନରୁ ଭୋଟ ଦେଇଛନ୍ତି।…

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଜଣେ ପୂର୍ବତନ ରାଜ୍ୟପାଳଙ୍କ ସମେତ ୧,୬୦୦ ରୁ ଅଧିକ ପ୍ରାର୍ଥୀ ସେମାନଙ୍କର ନିର୍ବାଚନ…

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ତଥା ରାଜ୍ୟ ସଭା ଏମ୍‌ପି ନୀରଜ ଶେଖରଙ୍କୁ ବାଲିଆ ଲୋକ…

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ କାର୍ଯ୍ୟାଳୟରେ…

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ ସମ୍ବୋଧିତ କରୁଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ଇଣ୍ଡିଆ ସହଯୋଗୀ ଦଳ ଉପରେ କଡ଼ା…

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ମେ’…

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା ଜବତ କରିଛି। ସମ୍ପୃକ୍ତ ଯୁବକଦ୍ୱୟ ହେଲେ ବରଗଡ଼ ଜିଲା ଝାରବନ୍ଧ ଥାନା ବଲାଙ୍ଗୀର ଗ୍ରାମରର…

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ ପ୍ରବେଶ କରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ ୧୯ ଏପ୍ରିଲରୁ ଆରମ୍ଭ…

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର ଘୋଷଣା କରିଛନ୍ତି। ମୋଟ ୯୦.୩୯ ପ୍ରତିଶତ ଛାତ୍ରୀଛାତ୍ର ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?