Home

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’ କ୍ଷେପଣାସ୍ତ୍ର (ଆଇଟିସିଏମ୍‌)ର ଗୁରୁବାର ସଫଳ ପରୀକ୍ଷଣ କରାଯାଇଛି। ପରୀକ୍ଷା ସମୟରେ ସମସ୍ତ ସବ୍‌ ସିଷ୍ଟମ…

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। କେନ୍ଦ୍ର ଓ ଛତିଶଗଡ଼ ସରକାର ପ୍ରଥମ ପର୍ଯ୍ୟାୟ…

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ। ଏକାଧିକ ସହର, ଗଁା ଲୋକଙ୍କ ପାନୀୟ ଜଳ ସମସ୍ୟା ସବୁଦିନ ପାଇଁ ଦୂର ହେବ।…

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ ମଧ୍ୟ ମିଶାଇଲ ମାଡ ହୋଇଛି। ଇରାନର ସରକାରୀ ନ୍ୟୁଜ୍‌ ଏଜେନ୍ସି ମୁତାବକ,ଇରାନର ଇସାଫହାନ ସହରର…

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଟିକେଟ ପାଇଥିବାରୁ ଜଣକ ପରେ ଜଣେ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି। ରେଢ଼ାଖୋଲ…

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି ଯେ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ଚାଲିଛି। ଏଥିପାଇଁ…

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି। ଏହା ପରେ ଅଖିଳଙ୍କ ସମର୍ଥକଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। ତେବେ ଅନ୍ୟ ଏକ…

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି କ୍ଷେତ୍ର ଅଧୀନ ଅନୁଗୋଳ ଜିଲାର ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଗୁରୁବାର ତାଙ୍କ ପ୍ରଚାର ଅଭିଯାନକୁ…

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ ରୋଚକ ଘଟଣା ସାମ୍ନାକୁ ଆସିଛି। ଆଳି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ପୂର୍ବତନ…

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ ରାଜନୈତିକ କ୍ୟାରିୟର ଆରମ୍ଭ କରିବା ସହ ଟିକେଟ ଦୌଡ଼ରେ ରହିଛନ୍ତି। କୁହାଗଲାଣି ବିଜେଡି ଏଠାରେ…

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ ଗ୍ରହଣ ହେବ। ୪ଟି ସଂସଦୀୟ ନିର୍ବାଚନମଣ୍ଡଳୀରେ…

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ କମ୍‌ ପଏଣ୍ଟରେ ନିଆଁ ଲାଗିଥିଲେ ମଧ୍ୟ ଏବେବି ଓଡ଼ିଶା ଜଙ୍ଗଲ କେଉଁଠି ନା କେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?