ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ। ଏହି ମ୍ୟାଚରେ ଦିଲ୍ଲୀ ମାତ୍ର ୩୮ତମ ଓଭରରେ ୨୯୯…
ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….
ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ ସ୍ଥିର କରିବା ଏବଂ ଆମେରିକା-ଭାରତ ସମ୍ପର୍କକୁ ଆହୁରି ମଜଭୁତ କରିବାକୁ ରୋକିବା ପାଇଁ ପ୍ରକୃତ…
ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…
ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା । ଏହାରି ଭିତରେ ଓଡ଼ିଶାର ପ୍ରଦୂଷଣକୁ ନେଇ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି…
ସର୍ବଭାରତୀୟ ନାଟକ ସମାରୋହ ଉଦ୍ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’
ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ ଜ୍ୟୋତି କୋଶଳ କଳା ମଣ୍ଡଳକୁ ଅଣାଯିବା ପରେ ମଠଖାଇ ମହୋତ୍ସବର ଅଧ୍ୟକ୍ଷ ତଥା ପୂର୍ବତନ…
ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ
ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ ଚର୍ଚ୍ଚ ଓ ପ୍ରାର୍ଥନା ଗୃହରେ ମହାଆଡ଼ମ୍ବରରେ ପାଳିତ ହୋଇଛି । ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ…
ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍ ମନା, ବ୍ୟବହାର କରିବେ ପୁରୁଷ
ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍ ଫୋନ୍ ବ୍ୟବହାର କରିବେ। ବିଶ୍ୱର ଅନ୍ୟ ଦେଶଗୁଡ଼ିକ 6G ଆଡ଼କୁ ଦୌଡ଼ୁଥିବାବେଳେ ରାଜସ୍ଥାନର ଜଲୋର ଜିଲାର ୧୫ଟି…
ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….
ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ ସକାଳ ଜଳଖିଆ ଛାଡିବାର ଧାରା ବୃଦ୍ଧି ପାଉଛି, ଯାହା ଆପଣଙ୍କ ସ୍ୱାସ୍ଥ୍ୟକୁ ଅନେକ ଭାବରେ…
‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ କେବଳ ନଜର ରଖିବା ଏବଂ ଦେଖିବା ପାଇଁ Instagram ବ୍ୟବହାର କରିପାରିବେ। ଏହି ସମୟ…
‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର
ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ଜାତୀୟ ଦଳରେ ସାମିଲ କରିବାକୁ ଅନୁରୋଧ କରିଛନ୍ତି। ଶଶି ଥରୁର ତାଙ୍କ…
କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ
ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି ସହର ଅଶାନ୍ତ କରିଛି। ଚାନ୍ଦବାଲି ବଜାର ମଧୁବାବୁ ଛକ, ପୁରୁଣା ବସ୍ଷ୍ଟାଣ୍ଟ, ତାରିଣୀ ଛକ…
RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ
ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ ଅନୁଷ୍ଠିତ ନିଲାମରେ ସେମାନେ ଭେଙ୍କଟେଶ ଆୟରଙ୍କୁ ଦଳରେ ସାମିଲ କରି ସେମାନଙ୍କର ଦଳକୁ ଆହୁରି…
IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!
ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ ୭୭ ଜଣ ଖେଳାଳି ବିକ୍ରି ହୋଇଥିଲେ। ୧୦ଟି ଫ୍ରାଞ୍ଚାଇଜ ମିଳିତ ଭାବରେ ଏହି ୭୭…
Archives


