Home

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମଙ୍ଗଳବାର ହଷ୍ଟେଲରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନମନ୍ତ୍ରୀ ପ୍ରଭାତୀ ପରିଡ଼ା ଧନ୍ୟବାଦ…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ; ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ଏହା ଘୋଷଣା କରିଥିଲେ।…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ ପ୍ରଦାନ କରିବା ପାଇଁ ଶନିବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପତ୍ର ଲେଖିଛନ୍ତି।…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ଲୁଟ୍‌ ଉଦ୍ୟମ କରିବା ଏବଂ ଦଉଡ଼ି ଛିଡ଼ିବା ତଥା କୁକୁରମାନେ…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା ପରେ ଆତଙ୍କ ସୃଷ୍ଟି ହୋଇଥିଲା। ବିସ୍ଫୋରଣର ରିପୋର୍ଟ ପରେ ତୁରନ୍ତ ଅନୁମାନ ଆରମ୍ଭ…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ ଯୁବକ ଜଣଙ୍କ ରଞ୍ଜନ ନାୟକ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ ଦୁଇଟି ବୋମା ଘଟଣାସ୍ଥଳରେ ଫୁଟିଛି। ଆଉ ଏକ ଅଫୁଟା ବୋମାକୁ ପୋଲିସ ଜବତ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି। ଯଦିଓ ପ୍ରଧାନମନ୍ତ୍ରୀ ଭାବରେ ଏହା ମୋର ପ୍ରଥମ ନ୍ୟୁଜିଲାଣ୍ଡ ଗସ୍ତ ଥିଲା, କିନ୍ତୁ…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଆପରାଧିକ ତଦନ୍ତ କରିବା…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ ଅଷ୍ଟ୍ରେଲିଆ ପରିଦର୍ଶନ କରିବାକୁ ସ୍ବପ୍ନ ଦେଖନ୍ତି, କିନ୍ତୁ ଯାତ୍ରା ଯୋଜନା କରିବା ପୂର୍ବରୁ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ କ୍ଲିନ ସୁଇପ କରିଛି। ଏହା ପ୍ରଥମ ଥର ପାଇଁ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?