ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଗୁରୁବାର ସେ ବ୍ରହ୍ମପୁରରେ ବିଧାୟକ ଓ…
୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ
ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଟି…
ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା
ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର ୩୨ ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ସେପଟେ ପୁଣି ୪୩ଡିଗ୍ରୀ ଟପିଛି ରାଜଧାନୀ…
ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା
ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ ନାମାଙ୍କନ ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ…
ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା
କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ଝୁରି ଭୁଶି ବୀଭତ୍ସ ଭାବେ ହତ୍ୟା କରିଛନ୍ତି। ଏହି ଘଟଣାରେ ସଦର ଥାନା ଅନ୍ତର୍ଗତ…
ଇଭିଏମ୍ ମକ୍ ପୋଲ୍: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ
ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ୍ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍ ପେପର ଅଡିଟ୍ ଟ୍ରେଲ୍ (ଭିଭିପିଏଟି) ସ୍ଲିପ୍ଗୁଡ଼ିକର ସମ୍ପୂର୍ଣ୍ଣ ଯାଞ୍ଚ କରିବା ପାଇଁ ହୋଇଥିବା ଆବେଦନ ଉପରେ ସର୍ବୋଚ୍ଚ ଅଦାଲତ…
ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ
କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ ଜଣେ ଯୁବକ ତାଙ୍କ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ପୋଲିସ ଅଭିଯୁକ୍ତ ସାଙ୍ଗଙ୍କୁ…
ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ
ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ, ସର୍ବାନନ୍ଦ ସୋନୋଓ୍ବାଲ, ଭୂପେନ୍ଦ୍ର ଯାଦବ, ତ୍ରିପୁରାର…
ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ମାସାବା ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ସେ…
ଏପ୍ରିଲ ୨୨ରୁ ସ୍କୁଲ ଛୁଟି
କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ବିଦ୍ୟାଳୟ ଶିକ୍ଷା ବିଭାଗ ଗୁରୁବାର (ଏପ୍ରିଲ ୧୮) ଦ୍ୱାରା ଜାରି କରାଯାଇଥିବା…
ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ
ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ୧୦୨ଟି ଆସନରେ ଭୋଟ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ…
ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା
ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ ସଭା ସମେତ ୭ଟି ବିଧାନସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଛି । ସୂଚନାନୁସାରେ,…

