Home

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ କରାଯାଇଥିଲା। ପ୍ରାୟ ୯ ଘଣ୍ଟା ପଚରାଉଚରା ପରେ ଇଡି ତାଙ୍କୁ ଗିରଫ କରିଥିଲା। ସୁପ୍ରିମକୋର୍ଟଙ୍କ…

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର (ଏପ୍ରିଲ ୧୮, ୨୦୨୪) କୋଚିନରେ ପହଞ୍ଚିଥିଲେ। ସେ ଅପରାହ୍ନରେ କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରକୁ ନିରାପଦରେ…

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ କାହାଣୀ ସାମ୍ନାକୁ ଆସୁଛି। କେରଳର ବାସିନ୍ଦା ସାରିକା ମଧ୍ୟ ଏହି ପରୀକ୍ଷାରେ ଉତ୍ତିର୍ଣ୍ଣ ହୋଇଛନ୍ତି।…

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ ଆଦମୀ ପାର୍ଟି (ଏଏପି)ମଧ୍ୟ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି। ଦିଲ୍ଲୀ ସରକାରୀ ମନ୍ତ୍ରୀ ଆତିଶି…

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ ପ୍ରାୟ ପୁରା ପରିବାର ଫିଲ୍ମଜଗତ ସହ ଜଡ଼ିତ। ହେଲେ ଆୟୁଷ ଫିଲ୍ମ ସାଇନ୍‌ କରିବା…

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ଭୋଟରଙ୍କୁ ନିର୍ବାଚନ ଆୟୋଗର ଆବେଦନର ଭିଡିଓ ଅନୁଯାୟୀ, ଦେଶର ମୁଖ୍ୟ…

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ ଜେନା ଓ ଭୁବନେଶ୍ୱର-ଉତ୍ତରରୁ ଅଶୋକ ଦାସଙ୍କୁ ଦଳ ଟିକେଟ୍‌ ଦେଇଛି। ତେବେ ସତ୍ୟବାଦୀ ଆସନରୁ…

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି। ଭୋଟ ଦେବାର ଠିକ ପୂର୍ବରୁ ସୁପ୍ରିମକୋର୍ଟରେ ଇଭିଏମ ମେସିନ ଗୁଡ଼ିକର ସତ୍ୟତା ଉପରେ ଶୁଣାଣି…

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ଏସବୁ ମଧ୍ୟରେ ବିଶ୍ୱକପ୍‌ରେ ଖେଳିବା ଲାଗି ଏମ୍‌ ଏସ୍‌ ଧୋନୀଙ୍କୁ…

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ଭେଟେରାନ ଭାଜପା ନେତା ରାଜନାଥ ସିଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ…

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ ମିଶ୍ରଣ ପର୍ବର ଆୟୋଜନ ହୋଇଥିଲା ସେଥିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଓ କନ୍ଧମାଳ…

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା ସିଜନରୁ ବାହାର ପଡ଼ିବା ଝଟ୍‌କା ବୋଲି କୁହାଯାଉଥିବା ବେଳେ ଦଳ ଏହାର ରିପ୍ଲେସମେଣ୍ଟ ବାଛିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?