ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ବଡ଼ ଝଟ୍କା: ଦଳ ଛାଡିଲେ ବରିଷ୍ଠ ନେତା
ଲକ୍ଷ୍ନୌ,୧୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି (ବିଏସପି) ଉତ୍ତରପ୍ରଦେଶରେ ଏକ ବଡ଼ ଝଟ୍କା ଲାଗିଛି। ଉତ୍ତରପ୍ରଦେଶର ଲାଲଗଞ୍ଜ ସଂସଦୀୟ ନିର୍ବାଚନମଣ୍ଡଳୀରୁ ବିଏସପି ଲୋକ ସଭା ଏମ୍ପି ସଂଗୀତା ଆଜାଦ, ତାଙ୍କ ସ୍ବାମୀ ଏବଂ ପୂର୍ବତନ ବିଏସପି…
ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଆଫଗାନିସ୍ତାନ
କାବୁଲ,୧୯।୩: ଆଫଗାନିସ୍ତାନରେ ପାକିସ୍ତାନୀ ଏୟାର ଷ୍ଟ୍ରାଇକକୁ ତାଲିବାନ ମୁହଁତୋଡ ଜବାବ ଦେଇଛି। ତାଲିବାନ ସୈନ୍ୟମାନେ ଡୁରାଣ୍ଡ ଲାଇନ ନିକଟରେ ପାକିସ୍ତାନୀ ସାମରିକ ପୋଷ୍ଟକୁ ଧ୍ୱଂସ କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟର ଉଦ୍ଦେଶ୍ୟରେ ଆଫଗାନିସ୍ତାନ ଗଣମାଧ୍ୟମ ଏହି ଆକ୍ରମଣକୁ ନିଶ୍ଚିତ କରିଛି। ଆଫଗାନିସ୍ତାନ ପ୍ରତିରକ୍ଷା…
୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା
ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮ ଦିନ ମଧ୍ୟରେ ଫାଟି ଉଠି ଯାଇଛି ା ଏନେଇ ଅଞ୍ଚଳବାସୀଙ୍କ ପକ୍ଷରୁ ଉଦ୍ବେଗ ପ୍ରକାଶ…
ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା
ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି । ସେହି ସମୟରେ ସାଧାରଣ ପ୍ରଜାଙ୍କ ଜମିର ମୂଲ୍ୟ କମ ଆକଳନ…
ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ
ଜଗତ୍ସିଂହପୁର, ୧୯ା୩(ପ୍ରମୋଦ କୁମାର ନାୟକ):ତିର୍ତ୍ତୋଲ ଥାନା ଅଞ୍ଚଳରେ ୨୦୧୮ରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ ପରେ ଅନ୍ୟ ରାଜ୍ୟରେ ରଖାଯାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହାର ବିଚାର କରି ଜଗତ୍ସିଂହପୁର…
ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି
କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ଅଛି। ସହରଠାରୁ ୧୦ କି.ମି. ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ,…
ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା: ତୃତୀୟ ସ୍ଥାନରେ ଓଡ଼ିଆ ଅଫିସର ମନ୍ଦାକିନୀ
ଭୁବନେଶ୍ୱର, ୧୯।୩ (ବନ୍ଦନା ସେଠୀ): ଚତୁର୍ଥ ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା ଉତ୍ତର ପ୍ରଦେଶର ଆମ୍ରୋହାଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶର ପ୍ରାୟ ୫ଶହ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ତେବେ ପ୍ରତିଯୋଗିତାରେ ବରିଷ୍ଠ ‘କ’ ବିଭାଗ (୨୮ରୁ ୩୫ବର୍ଷ) ବର୍ଗରେ ଓଡ଼ିଆ…
୨ ବ୍ୟାଙ୍କରେ ଜମାହେବ ଶ୍ରୀମନ୍ଦିର ପାଣ୍ଠିର ୩୯ କୋଟି ୨୨ ଲକ୍ଷ
ପୁରୀ, ୧୯ା୩(ଅଜିତ୍ ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସୋମବାର ଶ୍ରୀମନ୍ଦିର ଅର୍ଥ ସବ୍କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥ ତଥା ଶ୍ରୀମନ୍ଦିର ପାଣ୍ଠି ଅର୍ଥ ଡିପୋଜିଟ ନେଇ ବୈଠକରେ ବିଡିଂ କରାଯାଇଥିଲା। ଦୁଇଟି ବ୍ୟାଙ୍କ୍ରେ ଶ୍ରୀମନ୍ଦିର ଉନ୍ନୟନ ପାଣ୍ଠିର ମୋଟ…
ଆଜି ଉମରକୋଟ ଗସ୍ତରେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯।୩(ସୁନିତ୍ ମିଶ୍ର): ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟକୁ ଦିନିକିଆ ଗସ୍ତରେ ଆସୁଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୦ ବର୍ଷର ଉପଲବ୍ଧିକୁ ଘରେ ଘରେ ପହଞ୍ଚାଇବା ସହ ମୋଦିଙ୍କ ଯୋଜନାରୁ ବଞ୍ଚିତ ଥିବା ରାଜ୍ୟର…
ସୁପ୍ତରୁ ସକ୍ରିୟ ହେଲା କଂଗ୍ରେସ
ସମ୍ବଲପୁର,୧୯ା୩(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କୌଣସି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ନିଶ୍ଚିତ ହୋଇ ପାରିନାହିଁ। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଦଳରେ ଏକାଧିକ ଟିକେଟ୍ ଆଶାୟୀ । ତେବେ ନିର୍ବାଚନୀ ଇସ୍ତାହାର ‘କଂଗ୍ରେସର ଗ୍ୟାରେଣ୍ଟି’କୁ…
ପ୍ରାର୍ଥୀ ଚୟନ ନେଇ ଆଗେଇଲେ ବିଜେଡି, ଭାଜପା
ଭୁବନେଶ୍ୱର, ୧୯।୩(ସୁନିତ୍ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାର ଦୁଇ ଦିନ ପରେ ବିଜେଡି ଶୀର୍ଷ ନେତୃତ୍ୱ ଲୋକ ସଭା ନିର୍ବାଚନମଣ୍ଡଳୀଓ୍ବାରି ସାଙ୍ଗଠନିକ ଆଲୋଚନା ଆରମ୍ଭ କରିଦେଇଛନ୍ତି। ସୋମବାର ପୂର୍ବାହ୍ନ ୧୧ଟାରେ ନବୀନ ନିବାସରେ ପୁରୀ ଲୋକ ସଭା…
କଳା କଲରାପତରିଆ ବାଘୁଣୀ ସହିତ ଯାଆଁଳା ଛୁଆ: କ୍ୟାମେରାରେ କଏଦ
ଭୁବନେଶ୍ୱର, ୧୯।୩(ଅସମାପିକା ସାହୁ):ରାଜ୍ୟରେ ପୁଣି ଦେଖାଯାଇଛି କଳା କଲରାପତରିଆ ବାଘ। ଏଥର କିନ୍ତୁ ମା’ ସହ ଛୁଆକୁ ଦେଖିବାକୁ ମିଳିଛି। କେନ୍ଦ୍ରୀୟ ଓଡ଼ିଶାର ଏକ ଜଙ୍ଗଲରେ କ୍ୟାମେରାରେ କଏଦ ହୋଇଛି ଏହି ଦୃଶ୍ୟ। ଏକ କଳା କଲରାପତରିଆ ବାଘୁଣୀ ସହିତ ତାର…
Archives


