Home

କୋହଲିଙ୍କଠାରୁ ପ୍ରେରଣା ପାଇ ୟୁପିଏସ୍‌ସିରେ ତୃତୀୟ ସ୍ଥାନ ହାସଲ କଲେ ଅନନ୍ୟା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୪: ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦୁନିଆର ଅନ୍ୟତମ ଲୋକପ୍ରିୟ ଆଥଲେଟ ଅଟନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କର ୮୦୦ ମିଲିୟନରୁ ଅଧିକ ଫଲୋଅର୍ସ ଅଛନ୍ତି। ବ୍ୟାଟିଂ ବ୍ୟତୀତ କୋହଲିଙ୍କ ଫିଟନେସ ସମସ୍ତଙ୍କ ପାଇଁ ପେରଣା। ୟୁପିଏସ୍‌ସି ୨୦୨୩ ପରୀକ୍ଷାରେ…

ପଶ୍ଚିମ ଓଡ଼ିଶାରେ ଓଲଟପାଲଟ ହେବ ସମୀକରଣ, ନବୀନଙ୍କ ସିକ୍ରେଟ ପ୍ଲାନ

ଭୁବନେଶ୍ୱର,୧୮।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା, ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକାରେ ଅଛନ୍ତି। ହିଞ୍ଜିଳି ପରେ ଏବେ ମୁଖ୍ୟମନ୍ତ୍ରୀ…

ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ଜଣାପଡୁଛି। ଗୁରୁତର ଜଣଙ୍କ ହେଲେ ବିଶାମିତ୍ର ଜାନି।…

ଭାରତ ସପକ୍ଷରେ ଯୁକ୍ତି ବାଢିଲେ ଏଲନ ମସ୍କ

ନ୍ୟୁୟର୍କ,୧୮।୪: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ସ୍ଥାୟୀ ଆସନ ପାଇଁ ଭାରତର ଦାବି ପ୍ରସଙ୍ଗ ପୁଣି ଉଠିବା ଆରମ୍ଭ କରିଛି। ଟେସଲା ସିଇଓ ଏଲନ ମସ୍କ ଏ ସମ୍ପର୍କରେ ନିଜର ମତ ଦେଇଛନ୍ତି। ମସ୍କ କହିଛନ୍ତି, ଭାରତ ଏକ…

ମୋଦି-ଯୋଗୀଙ୍କୁ ଯିଏ ନିଜର ଭାବେ ନାହିଁ ସେ ନିଜ ପିତାଙ୍କୁ ମଧ୍ୟ ଆପଣାଇପାରିବ ନାହିଁ :ଭାଜପା ଏମ୍‌ପି ମନ୍ତବ୍ୟକୁ ନେଇ ଉଠିଲା ବିବାଦ

ଲକ୍ଷ୍ନୌ,୧୮।୪: ପଶ୍ଚିମ ୟୁପିରେ କ୍ଷତ୍ରିୟ ସମାଜର ଅସନ୍ତୋଷ ଭାରତୀୟ ଜନତା ପାର୍ଟିର ସମସ୍ୟାକୁ ବଢାଇ ଦେଇଛି। ଏହି ସମୟରେ ୟୁପିର ଗୌତମ ବୁଦ୍ଧ ନଗର ଲୋକ ସଭା ଆସନରୁ ଭାଜପା ଏମ୍‌ପି ମହେଶ ଶର୍ମାଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।…

ଆଜି ଠୁ ୩ଦିନ ଯାଏଁ ସ୍କୁଲ ଛୁଟି, ହେଲେ ନିୟମିତ ଆସିବେ ଶିକ୍ଷକ

ଭୁବନେଶ୍ୱର,୧୮।୪: ଆଜିଠୁ ୩ଦିନ ବନ୍ଦ ରହିବ ରାଜ୍ୟର ସବୁ ସ୍କୁଲ । ଗ୍ରୀଷ୍ମ ପ୍ରବାହ ବଢିବା ଯୋଗୁଁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ୧୮ତାରିଖରୁ ୨୦ତାରିଖ ପର୍ଯ୍ୟନ୍ତ ରାଜ୍ୟର ସବୁ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲଗୁଡିକୁ ବନ୍ଦ…

ସକାଳୁ ଟପିଲାଣି ୩୬ ଡିଗ୍ରୀ, ସିଭିୟର ହିଟ୍ ୱେଭ୍ ପାଇଁ ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୧୮।୪: ଜଳୁଛି ଓଡ଼ିଶା। ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଯାହା ସକାଳୁ ସକାଳୁ ଅନୁଭୂତ ହେଲାଣି। ସକାଳ ସାଢେ ୮ଟା ସୁଦ୍ଧା…

ପିଲାଙ୍କୁ ଦେଉଛନ୍ତି କି ସେରେଲାକ? ସାମ୍ନାକୁ ଆସିଲା ଚାଞ୍ଜଲ୍ୟକର ତଥ୍ୟ

ନୂଆଦିଲ୍ଲୀ,୧୮।୪: ଭାରତରେ ନେସଲେର ଦୁଇଟି ସର୍ବାଧିକ ବିକ୍ରି ହେଉଥିବା ବେବିଫୁଡ୍‌ ବ୍ରାଣ୍ଡରେ ବହୁ ପରିମାଣର ଚିନି ଥିବା ଦେଖିବାକୁ ମିଳିଛି। ସୁଇଜରଲାଣ୍ଡ କମ୍ପାନୀଗୁଡିକ ଉପରେ ନଜର ରଖୁଥିବା ଏକ ୱେବସାଇଟ ‘ପବ୍ଲିକ ଆଇ’ ଦ୍ୱାରା କରାଯାଇଥିବା ଏକ ଅନୁସନ୍ଧାନରୁ ଜଣାପଡିଛି ଯେ,…

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ ହୋଇଥିବା ଏହି ଯାତ ରାମାଭିଷେକରେ ସମାପନ ହେବ। ଶ୍ରୀମନ୍ଦିର ନୀତି ସହ ଅଙ୍ଗାଙ୍ଗୀ ଭାବେ…

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ କରୁଛନ୍ତି। ଏହି ସମୟରେ ଗୁଗ୍‌ଲରୁ ମଧ୍ୟ ଏହି ରେସ୍‌ରେ ସାମିଲ୍‌ ହୋଇଛି। ପୁଣିଥରେ ଆଲଫାବେଟ…

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ ଯୁବ ନେତାଙ୍କ ସହ ଅପରାଜିତାଙ୍କ ମଧ୍ୟରେ ଲଢ଼େଇ ହେବ ବୋଲି କୁହାଯାଉଛି। ୨୦୧୯ର ଭୁଲ୍‌କୁ…

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ ସମନ୍ବୟ ନ ରହିବା ଯୋଗୁ ଅଧିକାଂଶ ରୋଗୀ ଅନ୍ୟ ମେଡ଼ିକାଲ କଲେଜକୁ ରେଫର ହେଉଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?