ଥାଣେ ପୋଲିସ ଷ୍ଟେଶନ ଗୁଳିକାଣ୍ଡ ମାମଲାରେ ଭାଜପା ବିଧାୟକ ଗିରଫ
ମୁମ୍ବାଇ,୩।୨: ମହାରାଷ୍ଟ୍ରର ଥାଣେ ଜିଲାର ଉହ୍ଲାସନଗର ପୋଲିସ ଷ୍ଟେଶନରେ ଗୁଳି ବିନିମୟରେ ପୋଲିସ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୋଲିସ ଷ୍ଟେଶନରେ ଗୁଳି ଚଳାଇଥିବାରୁ ଭାଜପା ବିଧାୟକ ଗଣପତ ଗାୟକୱାଡଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ବିଳମ୍ବିତ ରାତିରେ ଥାଣେ ଜିଲାର…
ଚିଲି ଜଙ୍ଗଲରେ ବ୍ୟାପିଲା ନିଆଁ, ୧୦ ମୃତ
ସାଣ୍ଟିଆଗୋ,୩।୨: ଚିଲି ଜଙ୍ଗଲରେ ବ୍ୟାପକ ଅଗ୍ନିକାଣ୍ଡ ଯୋଗୁଁ ୧୦ଜଣଙ୍କର ମୃତ୍ୟୁ ହୋଇଛି। ନ୍ୟୁଜ ଏଜେନ୍ସି ରଏଟର୍ସ ଏଏଫପିକୁ କହିଛି ଯେ ଶନିବାର ଚିଲିରେ ଜଙ୍ଗଲରେ ଅଗ୍ନିକାଣ୍ଡ ସମ୍ପର୍କରେ ଅଧିକାରୀମାନେ ସୂଚନା ପାଇଥିଲେ। ଏହି ଅଗ୍ନିକାଣ୍ଡରେ ୧୦ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।
ଜେଲରେ ରୁଟି କ୍ଷୀର ଖାଇ ରାତି କାଟିଲେ ହେମନ୍ତ ସୋରେନ, ଆଜିଠାରୁ ଆରମ୍ଭ ହେବ ପଚରା ଉଚରା
ନୂଆଦିଲ୍ଲୀ,୩।୨: ଜମି ଦୁର୍ନିତି ମାମଲାରେ ଜେଲକୁ ପଠାଯାଇଥିବା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଶନିବାରଠାରୁ ପଚରାଉଚରା କରାଯିବ। ଏହାପୂର୍ବରୁ ଜେଲରେ ତାଙ୍କର ଡାକ୍ତରୀ ପରୀକ୍ଷା କରାଯିବ। ଏହା ବ୍ୟତୀତ ଇଡି କାର୍ଯ୍ୟାଳୟ ବାହାରେ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।…
ଓଡ଼ିଶାରେ ଏନ୍ଏଲ୍ସି ଇଣ୍ଡିଆର ୨୭,୨୧୨ କୋଟି ନିବେଶ
ଭୁବନେଶ୍ୱର,୩।୨: ଏନ୍ଏଲ୍ସି ଇଣ୍ଡିଆ ଲିମିଟେଡ୍ର ୨୪୦୦ ମେଗାୱାଟ୍ କ୍ଷମତା ବିଶିଷ୍ଟ ତାପଜ ବିଦ୍ୟୁତ୍ କେନ୍ଦ୍ରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆନୁଷ୍ଠାନିକ ଭାବେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ଶୁକ୍ରବାର ସମ୍ବଲପୁରଠାରେ ଏକ…
ଜାନୁଆରୀରେ ହୋଣ୍ଡାର ୪,୧୯,୩୯୫ ୟୁନିଟ୍ ବିକ୍ରି
ଭୁବନେଶ୍ୱର, ୩।୨: ହୋଣ୍ଡା ମୋଟରସାଇକେଲ୍ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ) ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ୨୦୨୪ ଜାନୁଆରୀ ମାସର ଗାଡି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷ ଜାନୁଆରୀରେ କମ୍ପାନୀ ମୋଟ ୪,୧୯,୩୯୫ ୟୁନିଟ୍ ଯାନ ବିକ୍ରି କରିଛି।…
ଆଜି ଉଦ୍ଘାଟନ ହେବ ଏମ୍ସିଏଲ୍ର ୨୧୪୫ କୋଟିର ପ୍ରକଳ୍ପ
ଭୁବନେଶ୍ୱର,୩।୨ (ଅଭୟ ଦାଶ): ମହାନଦୀ କୋଲ୍ଫିଲ୍ଡ ଲିମିଟେଡ୍ (ଏମ୍ସିଏଲ୍)ର ବହୁ ପ୍ରତୀକ୍ଷିତ ତଥା ୨୧୪୫କୋଟି ଟଙ୍କା ବ୍ୟୟବରାଦରେ ନିର୍ମିତ ୪ଟି ପ୍ରମୁଖ ପ୍ରକଳ୍ପକୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଭାବେ ଉଦ୍ଘାଟନ ସହ ଦେଶ ଉଦ୍ଦେଶ୍ୟ୍ରେ ଉତ୍ସର୍ଗ କରିବେ ବୋଲି…
ଆର୍ବିବିଏଲ୍ ସହ ସିୟୁର ବୁଝାମଣା
ଭୁବନେଶ୍ୱର,୩।୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ସେଞ୍ଚୁରିଆନ ୟୁନିଭର୍ସିଟି (ସିୟୁ) ଏବଂ ନେପାଳର ରାଷ୍ଟ୍ରୀୟ ବାଣିଜ୍ୟ ବ୍ୟାଙ୍କ ଲିମିଟେଡ୍ (ଆର୍ବିବିଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଆର୍ବିବିଏଲ୍ କର୍ମଚାରୀଙ୍କର ଦକ୍ଷତା ଓ କ୍ଷମତା ବୃଦ୍ଧି ଉପରେ…
ଓ୍ବିକିଲିକ୍ସର ହ୍ୟାକିଙ୍ଗ ସିକ୍ରେଟ ଦେଇଥିବା ବ୍ୟକ୍ତିଙ୍କୁ ୪୦ ବର୍ଷ ଜେଲ
ନ୍ୟୁୟର୍କ,୩।୨: ଜଣେ ପୂର୍ବତନ ସଫ୍ଟୱେୟାର ଇଞ୍ଜିନିୟର ଶିଶୁ ଯୌନ ଶୋଷଣର ଚିତ୍ର ଏବଂ ଭିଡିଓ ଏବଂ ଆମେରିକାର ଗୁପ୍ତଚର ଏଜେନ୍ସି ‘ସିଆଇଏ’ ଇତିହାସରେ ବର୍ଗୀକୃତ ତଥ୍ୟ ଚୋରି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୩୫ ବର୍ଷିୟ ଜୋଶୁଆ ଶୁଲଟେଙ୍କୁ ଏହି ଅପରାଧ…
‘ବଞ୍ଚିଛନ୍ତି ପୁନମ…କଲେ ପବ୍ଲିସିଟି ଷ୍ଟଣ୍ଟ’, କଜିନଙ୍କ ସହ କଥା ହୋଇ ଟୁଇଟ କଲେ ଫିଲ୍ମ କ୍ରିଟିକ, ଦର୍ଶକେ ମାଗିଲେ ପ୍ରମାଣ
ମୁମ୍ବାଇ,୩।୨: ମଡେଲ ତଥା ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ମୃତ୍ୟୁ ଖବର ପାଇ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ତାଙ୍କ ପ୍ରଶଂସକମାନେ ଦୁଃଖିତ। ଗର୍ଭାଶୟ କର୍କଟ କାରଣରୁ ପୁନମ ୩୨ ବର୍ଷ ବୟସରେ ମୃତ୍ୟୁ ବରଣ କରିଥିବା ଖବର ଆସିଛି। ତାଙ୍କ ମ୍ୟାନେଜର ନିଶ୍ଚିତ…
ଫ୍ରାନ୍ସରେ ବି କରିହେବ ୟୁପିଆଇର ବ୍ୟବହାର, ଏଫିଲ ଟାଓ୍ବାରରେ ହେଲା ଲଞ୍ଚ
ପ୍ୟାରିସ,୩।୨: ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ (ୟୁପିଆଇ) ର ସୀମା ବୃଦ୍ଧି ପାଇଛି। ହଁ … ସମଗ୍ର ଦେଶରେ ଆର୍ଥିକ କାରବାରରେ ପରିବର୍ତ୍ତନ ଆଣିଥିବା ୟୁପିଆଇ, ବର୍ତ୍ତମାନ ଫ୍ରାନ୍ସରେ ମଧ୍ୟ ବ୍ୟବହାର କରାଯାଇପାରିବ। ଫ୍ରାନ୍ସର ରାଜଧାନୀ ପ୍ୟାରିସର ଏଫିଲ ଟାୱାରରେ ୟୁପିଆଇ ଲଞ୍ଚ…
କଂଗ୍ରେସ କ୍ଷମା ମାଗି ମାୟାବତିଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥି କରିଥିଲେ…, ବିଏସପି ଏମପିଙ୍କ ବୟାନ
ନୂଆଦିଲ୍ଲୀ,୩।୨: ବିରୋଧୀ ଦଳର ଇଣ୍ଡିଆ ମିଳିତ ମଞ୍ଚରେ ବିଭାଜନ ହୋଇଛି। ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏହି ମେଣ୍ଟର ହାତ ଛାଡିଥିବା ବେଳେ ପଞ୍ଜାବରେ ଆମ ଆଦମୀ ପାର୍ଟି (ଏଏପି) ଛାଡିଛି। ସେହିଭଳି ବଞ୍ଚିତ ବାହୁଜନ ଅଘାଡି ନେତା…
ଆଜି ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ
ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତରେ ଆସି ବସନ୍ତପୁରଠାରେ ନୂତନ ଭାବେ ନିର୍ମିତ ଆଇଆଇଏମ୍ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ୍ ଉଦ୍ଘାଟନ କରିବେ। ଏହାସହ ୬୮ ହଜାର ୧୬୦ କୋଟି ବ୍ୟୟ ଅଟକଳରେ ପ୍ରାୟ ୭ ପ୍ରକଳ୍ପ ଉଦ୍ଘାଟନ…
Archives


