Home

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ କିମ୍ବଦନ୍ତୀ କ୍ରିକେଟର ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କୁ ଏକ ଚିଠି ଲେଖି ଇମ୍ରାନ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି ଯେ ଏହି ଶବ୍ଦଟି ସୌରଭ ଦାସଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ଏକ ସାକ୍ଷାତକାରରେ,…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି । ଅନଶନ ଆରମ୍ଭ ପୂର୍ବରୁ କର୍ମୀ ଏବଂ ସହାୟିକାମାନେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଠାରୁ…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ। ଇରାନ ଦାବି କରୁଛି ଯେ ସେ ଜୀବିତ ଅଛନ୍ତି, କିନ୍ତୁ ଆମେରିକା ଲଗାତାର…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର ମା’ ମଙ୍ଗଳା ସ୍ବୟଂ ସହାୟକ ଦଳର ସଦସ୍ୟା ଲିଲି ବେଲଘରିଆ ସୋମବାର ଗୋଷ୍ଠୀ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି ନିମ୍ନ ଅଦାଲତଙ୍କ ପକ୍ଷରୁ ସୌରିନ୍‌ ଭଟ୍ଟଙ୍କ ବିରୋଧରେ ଲାଗୁ ହୋଇଥୁବା ଜାମିନ୍ ବିହୀନ…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର ଜୀବନ୍ତ କୋଷ ବା ‘ନ୍ୟୁରନ୍ସ’ ସାହାଯ୍ୟରେ କମ୍ପ୍ୟୁଟର ଚାଲିବ। ସିଙ୍ଗାପୁରର ନ୍ୟାଶନାଲ ୟୁନିଭର୍ସିଟି,…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ ପକ୍ଷରୁ ଅନୁରୋଧ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍ କୋଟା (TRQ) ଅଧୀନରେ ବିଦେଶରୁ ଆସୁଥିବା ଚିନିକୁ ଦେଶରେ ରିଫାଇନ୍ କରି ବଜାରରେ…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦ ପରିବାରରେ ଶହେରୁ ଅଧିକ ଲୋକ ବାସ କରୁଥିବାବେଳେ ଶିକ୍ଷା, ସ୍ବାସ୍ଥ୍ୟ, ବିଜୁଳି, ପାନୀୟ…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ ଅଧିକାରୀଙ୍କ କଥିତ ବୟାନକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ମମତା ବାନାର୍ଜୀଙ୍କ ଦାବି…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ‘ଗରିମା କନକ୍ଲେଭ୍‌’ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତ୍ରପୁର ପୌରପରିଷଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?