ବଢିଲା ରାହୁଲଙ୍କ ସମସ୍ୟା,ଶଶରୀର ଉପସ୍ଥିତ ହେବାକୁ କହିଲେ କୋର୍ଟ
ଚାଇବାସା,୧୭।୩: ଝାଡ଼ଖଣ୍ଡର ଚାଇବାସାଠାରେ ଅବସ୍ଥିତ ଏମପି-ଏମଏଲଏ ସ୍ବତନ୍ତ୍ର କୋର୍ଟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ୨୭ମାର୍ଚ୍ଚ ୨୦୨୪ରେ ଶଶରୀର ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଷୟଟି ହେଉଛି ୨୦୧୮ ବର୍ଷର। ୨୦୧୮ ରେ ଭାରତୀୟ ଜନତା ପାର୍ଟି ସମ୍ପର୍କରେ ରାହୁଲ…
କପାଳରେ କ୍ୟୁଆର କୋଡ୍ ଟାଟୁ କଲେ ଯୁବକ, କାରଣ ଜାଣିଲେ ହେବେ ଚକିତ…
ଆଜିକାଲି ସୋସିଆଲ ମିଡିଆରେ ଏଭଳି ଅନେକ ଅଜବ ଭିଡିଓ ଦେଖିବାକୁ ମିଳୁଛି ଯାହାକୁ ସହଜରେ ବିଶ୍ୱାସ କରିହୁଏ ନାହିଁ। ଏଇ ଯେମିତି ଏବେ ଏକ ଭିଡିଓରେ ଜଣେ ଯୁବକ ନିଜ କପାଳରେ କ୍ୟୁଆର୍ କୋଡ୍ ଟାଟୁ କରାଉଥିବାର ଦେଖିବାକୁ ମିଳେ। ଆଉ…
କାହିଁକି ଡିଏଁ ଆଖି? କ’ଣ ରହିଛି କାରଣ
ଆଖି ଡେଇଁବାକୁ ନେଇ ଆମ ସମାଜରେ ଅନେକ କିଛି କଥା ଜଡିତ ଅଛି। କିଏ ଏହାକୁ ଶୁଭ ଅଶୁଭ ସହ ଯୋଡେ ତ କିଏ ଅମଙ୍ଗଳ ହେବାର ସଙ୍କେତ ଭାବେ ଗ୍ରହଣ କରେ। ତେବେ ପ୍ରକୃତରେ ଦେଖିବାକୁଗଲେ ଆଖି ଡେଇଁବା ଆମ…
ଏସବୁ କାମ ମା’ ଲକ୍ଷ୍ମୀଙ୍କୁ ନାପସନ୍ଦ, କରିବା ପୂର୍ବରୁ…
ଭଲ ହେଉ କି ମନ୍ଦ, ପ୍ରତ୍ୟେକ କାମର କିଛି ନା କିଛି ପରିଣାମ ରହିଥାଏ। କିଛି କାମ ଘର ପାଇଁ ଉନ୍ନତିର ପଥ ଖୋଲିଥାଏ ତ ଆଉ କିଛି କାମ ଘରକୁ ବିପଦ ଟାଣି ଆଣିଥାଏ। ଏଠାରେ ସେମିତି କିଛି କାର୍ଯ୍ୟ…
ରୁଷିଆରେ ରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ବଢିଲା ହିଂସା, ଇଭିଏସ ଉପରେ ବଡ ସାଇବର ଆଟାକ
ମସ୍କୋ,୧୭।୩: ରୁଷିଆରେ ପ୍ରଥମ ଥର ବ୍ୟବହୃତ ହେଉଥିବା ରିମୋଟ ଇଲେକ୍ଟ୍ରୋନିକ ଭୋଟିଂ ସିଷ୍ଟମରେ ଏକ ବଡ଼ ଆକାରର ସାଇବର ଆକ୍ରମଣ କରାଯାଇଛି। ଶନିବାର ଜିନହୁଆ ନ୍ୟୁଜ ଏଜେନ୍ସି ରୁଷିଆର କେନ୍ଦ୍ରୀୟ ନିର୍ବାଚନ ଆୟୋଗର ମୁଖ୍ୟ ଏଲା ପାମଫିଲୋଭାଙ୍କ ଉଦ୍ଧେଶ୍ୟରେ କହିଛି ଯେ…
ଶାସନ କ୍ଷମତା ହାତକୁ ଆସିଲେ ଶେଷ କରିଦେବି ବାଇଡେନ ପ୍ରଶାସନର ଏହି ନୀତି, ରାଷ୍ଟ୍ରପତିଙ୍କୁ ଟାର୍ଗେଟ କଲେ ଟ୍ରମ୍ଫ
ଓ୍ବାଶିଂଟନ,୧୭।୩: ଆମେରିକାରେ ବଢୁଥିବା ପ୍ରବାସୀ ଅପରାଧ ସମ୍ପର୍କରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବାଇଡେନ ପ୍ରଶାସନ ବିରୋଧରେ କଡ଼ା ଭାଷଣ ଦେଇଥିଲେ। ସେ ଦାବି କରିଛନ୍ତି ଯେ ଯଦି ସେ କ୍ଷମତାକୁ ଆସନ୍ତି ତେବେ ସେ ପ୍ରତ୍ୟେକ ‘ଖୋଲା ସୀମା ନୀତି’…
ଜମାଟୋକୁ ଜିଏସଟି ନୋଟିସ, ଦେବାକୁ ପଡିପାରେ ଏତେ କୋଟି ଟଙ୍କା ଜରିମାନା
ନୂଆଦିଲ୍ଲୀ,୧୭।୩: ଖାଦ୍ୟ ବିତରଣ କମ୍ପାନୀ ଜୋମାଟୋକୁ କୋଟି କୋଟି ଟଙ୍କା ମୂଲ୍ୟର ଝଟ୍କା ଲାଗିପାରେ । ଗୁଜୁରାଟର ଜିଏସଟି ବିଭାଗରୁ କମ୍ପାନୀ ଏକ ପେନାଲ୍ଟି ନୋଟିସ ପାଇଛି ଯେଉଁଥିରେ ୮କୋଟିରୁ ଅଧିକ ଟଙ୍କା ଦାବି କରାଯାଇଛି। ଗୁଜୁରାଟର ରାଜ୍ୟ ଟ୍ୟାକ୍ସ ଡେପୁଟି…
୧୮ ପାକିସ୍ତାନୀ ଶରଣାର୍ଥୀଙ୍କୁ ମିଳିଲା ଭାରତର ନାଗରିକତା
ଅହମଦାବାଦ,୧୭।୩: ଗୁଜରାଟର ଗୃହମନ୍ତ୍ରୀ ହର୍ଷ ସାଙ୍ଗଭି ଶନିବାର ଅହମଦାବାଦ ଜିଲା କଲେକ୍ଟରଙ୍କ କାର୍ଯ୍ୟାଳୟରେ ଅହମଦାବାଦରେ ଅବସ୍ଥାପିତ ୧୮ ଜଣ ପାକିସ୍ତାନୀ ନାଗରିକଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରିଛନ୍ତି। ଏହା ସହିତ ଗୁଜୁରାଟରେ ରହୁଥିବା ୧,୧୬୭ ଶରଣାର୍ଥୀ ହିନ୍ଦୁଙ୍କୁ ଅହମ୍ମଦାବାଦ ଜିଲା କଲେକ୍ଟରେଟ…
କେଜରିଓ୍ବାଲଙ୍କୁ ନବମ ସମନ ପଠାଇଲା ଇଡି, ୨୧ ମାର୍ଚ୍ଚରେ ହେବ ପଚରା ଉଚରା
ନୂଆଦିଲ୍ଲୀ,୧୭।୩: ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସମସ୍ୟା ହ୍ରାସ ହେବାର କୌଣସି ସଙ୍କେତ ଦେଉନାହିଁ। ଦିଲ୍ଲୀର ରଦ୍ଦ ହୋଇଥିବା ଏକ୍ସାଇଜ ପଲିସିରେ ହୋଇଥିବା ଅନିୟମିତତା ଘଟଣାର ଅନୁସନ୍ଧାନ କରୁଥିବା ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ…
ପୁତ୍ର ସନ୍ତାନର ଜନନୀ ହେଲେ ସିଦ୍ଧୁ ମୁସଓ୍ବୋଲାଙ୍କ ମାଆ ଚରଣ କୌର, ଫଟୋ ଶେୟାର କଲେ ପିତା
ଚଣ୍ଡିଗଡ଼,୧୭।୩: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସଓ୍ବୋଲଙ୍କ ଘରୁ ଏକ ଖୁସି ଖବର ଆସିଛି। ତାଙ୍କ ମାଆ ଚରଣ କୌର ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ମୁସେୱାଲାଙ୍କ ପିତା ବଲକୌର ସିଂ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ସିଦ୍ଧୁ…
ଟିକସ ଗଣୁଛନ୍ତି, ସୁବିଧା ମିଳୁନି
ରାଉରକେଲା,୧୭।୩(ଦିନେଶ ମିଶ୍ର)ରାଉରକେଲା ସହରରେ ବ୍ୟବସାୟୀଙ୍କଠାରୁ ଯେଉଁ ପରିମାଣରେ ଟିକସ ଆଦାୟ ହେଉଛି ସେହି ଅନୁସାରେ ମୌଳିକ ସୁବିଧା ସୁଯୋଗ ମିଳୁନି । ଫଳରେ ବ୍ୟବସାୟୀମାନେ ବ୍ୟଧ୍ୟହୋଇ ରାସ୍ତାକଡ଼ରେ ବସି ବ୍ୟବସାୟ କରୁଛନ୍ତି। ଏଭଳି ଦୃଶ୍ୟ ପାନପୋଷ ସ୍ଥିତ ଶୁକ୍ରବାର ହାଟ ଓ…
ନୀରବ, ନିମଶ୍ଚଳ ହାତୀ ଉଦ୍ଧାର କେନ୍ଦ୍ର
ଢେଙ୍କାନାଳ,୧୭ା୩(ରତନ ନାୟାର) ଖାଁ ଖାଁ ଲାଗୁଛି ପୂରା ପରିବେଶ। ସବୁଠି ଯେମିତି ଛାଇଯାଇଛି ନୀରବତା। ନିଶ୍ଚଳ ହୋଇଯାଇଛି ସବୁକିଛି। ଚୁପ୍ଚାପ୍ ହୋଇଯାଇଛନ୍ତି ମାହୁନ୍ତ ଦୀପୁଙ୍କ ସମେତ ଅନ୍ୟ କର୍ମଚାରୀ। ପଦ୍ମା, ଶ୍ୟାମା, ଶିବାଙ୍କ ଆଖି ଖୋଜୁଛି ଉମା, ଚନ୍ଦୁ ଓ କାର୍ତ୍ତିକଙ୍କୁ।…
Archives


